-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ପକ୍ଷରୁ ନର୍ଲା ବ୍ଲକ ତହସିଲଦlର ଙ୍କୁ ଦାବିପତ୍ର ପ୍ରଦାନ l

11-May-2023



ନର୍ଲା (ସଞ୍ଜିବ ଦାସ )
 କଳାହାଣ୍ଡି ନର୍ଲା ବ୍ଲକ  ୨୬ ଗୋଟି ଗ୍ରାମପଞ୍ଚାୟତ ର ବିଭିନ୍ନ ଗ୍ରାମ ଗୁଡିକରେ ଅସୁବିଧା ଥିବା ଅଙ୍ଗନବାଡି ଗୁଡିକରେ ସ୍ଥାୟୀ ଭିତ୍ତିଭୂମି ର ଅଭାବ ସହ ଅନିୟମିତତା ସମସ୍ତ ସରକାରୀ ୮୮ ଟି ବିଦ୍ୟାଳୟ ଗୁଡିକରେ ସ୍ଥାୟୀ ଭିତ୍ତିଭୂମି ର ଅଭାବ ସାଙ୍ଗ କୁ ଶିକ୍ଷକ ଶିକ୍ଷୟିତ୍ରୀ ଅଭାବ ଗୁଣାତ୍ମକ ଶିକ୍ଷା କୁ ସୁନିଶ୍ଚିତ କରାଇବା ଏବଂ ଘର ଦ୍ୱାର ରେ ପୋଷଣ ଯୋଜନା ଜରିଆରେ ସମସ୍ତ ପରିବାରକୁ ପନିପରିବା ଆଦି ବିହନ ଯୋଗାଇ ଦେବା ଏବଂ ପାନୀୟ ଜଳ ଯୋଗାଣ କୁ ତୁରାନିତ୍ୟ କରିବା ପାଇଁ ନୂତନ ନଳ କୂପ ସ୍ଥାପନ ଏବଂ ଖରାପ ଜଳ ଉତ୍ସ ଗୁଡ଼ିକ ମରାମତି କରିବା ଓଡ଼ିଶାର ସମସ୍ତ ବିଦ୍ୟାଳୟ ଅଙ୍ଗନବାଡି ପାନୀୟ ଜଳ ବ୍ୟବସ୍ଥା ଆଦୀରେ ସ୍ଥାୟୀ ଭିତ୍ତିଭୂମି ଆଦି କୁ ସୁନିଶ୍ଚିତ କରିବା ପାଇଁ ନାଗରିକ ବିକାଶ ସଂଗଠନ ତରଫରୁ 
ବ୍ଲକ ସଂଯୋଜକ ବାବୁଲାଲ ତାଣ୍ଡି ଙ୍କ ନେତୃତ୍ୱରେ ନର୍ଲା ଷ୍ଟେସନ ଛକ ଠାରୁ ତହସିଲ ଅଫିସ ପର୍ଯ୍ୟନ୍ତ ଶୋଭାଯାତ୍ରା କରାଯାଇ ସ୍ଥାନୀୟ ତହସିଲଦାର ଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ଦିଆଯାଇଥିଲା  ।ଉକ୍ତ ଶୋଭାଯାତ୍ରା କୁ ଜନସାଥୀ ସନ୍ତୋଷ ବାରିକ,ଜ୍ୟୋତି ସେନାପତି, ରୁକୁଣୀ ହାତୀ ସହଯୋଗ କରିଥିଲେ ,ଉକ୍ତ ଶୋଭାଯାତ୍ରାରେ ବ୍ଲକ ସଭାପତି ନେପୁର ସେନାପତି ସମ୍ପାଦିକା ମମତା ମାଝୀ ଓ ବିଭିନ୍ନ ଗ୍ରାମରୁ ସଂଗଠନ ର ସଦସ୍ୟା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like