-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଏମଡିଏମ ପାଚିକା ସହାୟିକା ସଂଘ ପକ୍ଷରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଜରିଆରେ ଶିକ୍ଷା ମନ୍ତ୍ରୀଙ୍କୁ ୧୬ ଦଫା ଦାବିପତ୍ର ପ୍ରଦାନ

12-May-2023



ପାଟଣାଗଡ଼(ଦିଲୀପ ପଣ୍ଡା ): ନିଖିଳ ଓଡିଶା ଏମଡିଏମ ପାଚିକା ସହାୟିକା ସଂଘ ବଲାଙ୍ଗୀର ଶାଖାର ସଦସ୍ୟା ମାନେ ପାଟଣାଗଡ ଗୋଷ୍ଠୀ ଶିକ୍ଷା ଅଧିକାରି ଙ୍କ ଜରରିଆରେ ଶିକ୍ଷା ମନ୍ତ୍ରୀଙ୍କୁ ଏକ ୧୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି ।  ନିଖିଳ ଓଡିଶା ଏମଡିଏମ ପାଚିକା ସହାୟିକା ସଂଘ ବଲାଙ୍ଗୀର ଶାଖାର ସଦସ୍ୟା ମାନେ ପାଟଣାଗଡ଼ ହାଟପଦା ସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ପ୍ରାଣଙ୍ଗରେ ସକାଳେ ଏକତ୍ରିତ ହୋଇଥିଲେ । ସଭାପତି ପାଣ୍ଡବ ଭୋଇ ଓ ସମ୍ପାଦିକା ମାଧବି କଲତା ଙ୍କ ନେତୃତ୍ବରେ ସଦସ୍ୟା ମାନେ ସହରରେ ମୁଖ୍ୟରାସ୍ତା ଦେଇ ପାଟଣାଗଡ଼ ଗୋଷ୍ଠି ଅଧିକାରୀ ଙ୍କ କାଯ୍ୟାଲୟ ସମ୍ମୁଖରେ ପହଞ୍ଚି ବିଭିନ୍ନ ପ୍ରକାର ବିକ୍ଷୋଭ ସହ ନାରାବାଜି କରିଥିଳେ । ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶଙ୍କର ପ୍ରସାଦ ମାଝୀ ଙ୍କ  ଜରିଆରେ ଶିକ୍ଷା ମନ୍ତ୍ରୀଙ୍କୁ ଏକ ୧୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ । ଦାବିଗୁଡିକ ମଧ୍ୟରେ ୨୦୦୯ ଡ଼ିସେମ୍ବରରୁ ୨୦୧୨ ପର୍ଯ୍ୟନ୍ତ କାମକରିଥିବା ପାଚିକା ସହାୟିକା ତଥା ମୃତକଙ୍କ ଉତ୍ତରାଧିକାରୀ ଓ ଅବସର ପ୍ରାପ୍ତ ପାଚିକା ତଥା ବିଭିନ୍ନ ସ୍ଥାନରେ ବିଦ୍ୟାଳୟ ଵନ୍ଦ ପରେ ବାଦ ପଡ଼ିଥିବା ପାଚିକା ଙ୍କୁ ୨୮ ମାସର ବର୍ଦ୍ଧିତ ବକେୟା ପ୍ରଦାନ, କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ୨୦୦୯ ଡିସେମ୍ବର ଠାରୁ ୨୦୧୭ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟ ସରକାର ଙ୍କ ୪୦% ବକେୟା ପ୍ରଦାନ, ପାଚିକା ମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ସହ ମାସିକ ସର୍ବନିମ୍ନ ୨୬ ହଜାର ଟଙ୍କା ପ୍ରଦାନ, ସ୍କୁଲ ବନ୍ଦ ସହ ମିଶ୍ରଣ ଫଳରେ ବାଦ୍ ପଡିଥିବା ପାଚିକା ଙ୍କୁ ଅନ୍ୟତ୍ର ନିୟୁକ୍ତି ,ପାଚିକା ମାନଙ୍କୁ ୧୦ ମାସ ପରିବର୍ତ୍ତେ ୧୨ ମାସର ପାରିଶ୍ରମିକ ପ୍ରଦାନ, ପାଚିକା ଙ୍କ ବୟସ ସିମା ବୃଦ୍ଧି ସହ ଅବସରକାଳୀନ ଭର୍ତ୍ତା ପ୍ରଦାନ, ପାଚିକା ମାନଙ୍କୁ ପ୍ରଶୁତି କାଲିନ ଛୁଟିର ବ୍ୟବସ୍ଥା କରିବା, ଏମଡିଏମ କୁ ଅକ୍ଷୟ ପାତ୍ର ଓ ମୋଦି ଫାଉଣ୍ଡେସନ ଭଲି ଘରୋଇ ସଂସ୍ଥାକୁ ହସ୍ତାନ୍ତର ବନ୍ଦ କରାଯିବା, ସାମାୟିକ ନିରାପର୍ତ୍ତା,ବୀମାଭୁକ୍ତ କରିବା ସହ ଚାରି ବର୍ଷର ବକେୟା ଶାଢ଼ୀ ପ୍ରଦାନ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବଜେଟରେ ଆବଶ୍ୟକୀୟ ବ୍ୟୟବରାଦ କରିବାର ବ୍ୟବସ୍ଥା ସହିତ ଛାତ୍ର ମାନଙ୍କର ମୁଣ୍ଡପିଛା ଖର୍ଚ୍ଚ ବୃଦ୍ଧିସାଙ୍ଗକୁ ନୂତନ ଶିକ୍ଷାନୀତି କୁ ବାତିଲ ପ୍ରଭୁତି ଦାବିଗୁଡିକ ରହିଛି । ଆଜିର ଏହି କାର୍ଯ୍ୟକ୍ରମରେ ସଭାପତି, ସମ୍ପାଦିକା, ଶ୍ରମିକ ନେତା, ଗୋପାଳ ଭୋଇଙ୍କ ସମେତ ସତାଧିକ ପାଚିକା ଓ ସହାୟିକା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like