-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,କମ୍ରେଡକୁ ହରାଇ ସିଦ୍ଧିକ୍ଷା ରେବେଲସର ଚମତ୍କାର ବିଜୟ(ଆଜି ପିସିସି ଓ  ବାଦୀ ବ୍ରଦରସ ମଧ୍ୟରେ କଡା ଟକ୍କର)

12-May-2023



 ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଗୁରୁବାର ଅନୁଷ୍ଟିତ ପଞ୍ଚମ ରାଉଣ୍ଡର ଚତୁର୍ଥ ମ୍ୟାଚରେ କମ୍ରେଡକୁ ହରାଇ ସିଦ୍ଧିକ୍ଷା ରେବେଲସ ଚମତ୍କାର ବିଜୟ ହାସଲ କରିଛି।ଟଚ ଜିଣି କମ୍ରେଡ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୭ୱିକେଟ ହରାଇ ୫୬ରନ କରିଥିଲା ତାର ଜବାବରେ ସିଦ୍ଧିକ୍ଷା ଦଳ ୯.୩ ଓଭର ମଧ୍ୟରେ ୫୭ରନ କରି ବିଜୟୀ ହୋଇଥିଲା । ମ୍ୟାଚକୁ ପ୍ରଦୀପ ମହାଳିଂ ଓ ଜିତେନ୍ଦ୍ର ମାହାଣା ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧାରାବିବରଣୀ ଗୋପାଳ ସାହୁ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ଉପ ସଭାପତି ବୁଲୁ ଦଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଓଡ଼ିଶା ନାଟକ ଏକାଡେମୀ ସଦସ୍ୟ ଶାଶ୍ଵତ କୁମାର ତ୍ରିପାଠୀ,ସ୍ଵତନ୍ତ୍ର ଅତିଥି ଭାବେ ନୃତ୍ୟ ନିର୍ଦ୍ଦେଶକ ତଥା ଆଲବମ ଅଭିନେତା ଅମିତ ବିକ୍ରମ ମିଶ୍ର,ସମ୍ମାନିତ ଅତିଥି ଭାବେ ବିଶିଷ୍ଟ କଳାକାର ତଥା କଂସ ମହାରାଜ ଗୋପାଳ ଚନ୍ଦ୍ର ଦାଶ,କଳାକାର ଜଗନ୍ନାଥ ସାହୁ ପ୍ରମୁଖ ଯୋଗଦେଇ ବିଜେତା/ଉପ ବିଜେତା ଦଳ,ମ୍ୟାନ ଅଫ ଦି ମ୍ୟାଚ,ବେଷ୍ଟ ବ୍ୟାଟ୍ସମ୍ୟାନ କିରଣ ରାଉତଙ୍କୁ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା ଆଜି ଶୁକ୍ରବାର ଅପରାହ୍ନରେ ପିସିସି ବନାମ ବାଦୀ ବ୍ରଦରସ

ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେବ। ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ପୁରସ୍କାର ପ୍ରଦାନ ପାଇଁ ଅତିଥି ଭାବରେ ଏ ୱାନ୍ ଟିଭି ରିପୋର୍ଟର ଶାନ୍ତନୁ କୁମାର ପଣ୍ଡା, ନିଉଜ୍ ସେଭେନ  ରିପୋର୍ଟର ଦଧିବାମନ ନାୟକ,ପ୍ରମେୟ ବ୍ଲକ ପ୍ରତିନିଧି ମୁକେଶ ବଗର୍ତ୍ତି ପ୍ରମୁଖ ଯୋଗଦେବେ ବୋଲି ଆୟୋଜକ ବିନିକା ସ୍ପୋର୍ଟସ ତରଫରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like