-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ପୋଲିସ ଦ୍ବାରା ରକ୍ତଦାନ ଶିବିର l

12-May-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
 ହୀରାକୁଦ ଥାନା ରେ ମୋ ସରକାର 5T ସେଲ ସମ୍ବଲପୁର ଦ୍ଵାରା ଆରକ୍ଷୀ ଅଧିକ୍ଷକଙ୍କ  ନିର୍ଦ୍ଦେଶକ୍ରମେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା lଏହି ଶିବିରକୁ ଆନୁଷ୍ଠାନିକ ଭାବରେ ଏସ ଡି ପି ଓ ସତ୍ୟବ୍ରତ ଦାସ ଏବଂ କ୍ରୀଷ୍ଣା ପାଢ଼ୀ  ଏଚ ଆର ହେଡ  ହିଣ୍ଡାଲକୋ ଉଦଘାଟନ କରିଥିବା ବେଳେ ଆଇ ଆଇ ସି ଯlଜ୍ଞସିନି ନାଏକ ,ଏସ ଆଇ ବିଭୂତି ପ୍ରଧାନ ଏବଂ ଏସ ଆଇ ସନ୍ତୋଷ ସ୍ୱାଇଁ ଉପସ୍ଥିତ ଥିଲେ l ଏହି ଶିବିରରେ ସର୍ବମୋଟ ୧୧୦ ୟୁନିଟ ରକ୍ତ ସଂଗ୍ରହ କରା ଯାଇଛି l ଏହି ଶିବିରକୁ ବୁର୍ଲା ରକ୍ତ ଭଣ୍ଡାରର ଡାକ୍ତର ପାର୍ଥିବ କୁମାର ବେହେରା,ଦେବାଶିଷ ମିଶ୍ର , ମନ୍ଟୁ ପ୍ରଧାନ,ଲାଲୁ ବିଶ୍ୱାସ  ଏବଂ  ଅନ୍ୟ କର୍ମଚାରୀ ମାନେ ପରିଚାଳନା କରିଥିଲେ । ହାବିଲଦାର ଏବଂ କନେଷ୍ଟବଳ ଶାଖା ସଂଘ ସଭାପତି ରାମଦାସ ପଣ୍ଡା ଙ୍କ ସଂଯୋଜନା ରେ ଏହି ଶିବିର ଆୟୋଜନ କରାଯାଇଥିଲା l ହୀରାକୁଦ ଥାନା ର ସମସ୍ତ କର୍ମଚାରୀ, ସ୍ବାଧିନ ଛତର,ଲକ୍ଷ୍ମୀ ପ୍ରସାଦ ମହାପାତ୍ର,କାର୍ତ୍ତିକ କଲେତ୍,ସୁରେନ୍ଦ୍ର ଚଉବେ,ସିଦ୍ଧାନ୍ତ ମହାନ୍ତି,ତ୍ରିବେଣୀ ପଣ୍ଡା,ଦୀପକ ନାଏକ, ଏବଂ  ସିଦ୍ଧାର୍ଥ ମିଶ୍ର  ଶିବିର ପରିଚାଳନା ରେ ସହଯୋଗ କରିଥିଲେ ।

ଏହି ଶିବିରକୁ ହିଣ୍ଡାଲକୋ,ଆଇ ଟି ଆଇ କଲେଜ, ଏନ୍ ଏସ ସି କଲେଜ ହୀରାକୁଦ  ଏବଂ ସ୍ଥାନୀୟ ଲୋକମାନେ ସହଯୋଗ କରିଥିଲେ l ଏସ ଡି ପି ଓ ସତ୍ୟବ୍ରତ ଦାସ ରକ୍ତଦାତା ମାନଙ୍କୁ ମାନପତ୍ର ଦେଇ ଉତ୍ସାହିତ କରିଥିବା ବେଳେ ଆଇ ଆଇ ସି ଯlଜ୍ଞସିନି ନାଏକ  ସମସ୍ତ ରକ୍ତଦାତା ଏବଂ ସହଯୋଗୀ ମାନଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ lରକ୍ତ ଅଭାବ ରେ କାହାରି ଜୀବନ ନ ଯାଉ ଏହା ହିଁ ସମ୍ବଲପୁର ପୋଲିସ ର ଉଦେଶ୍ୟ ।ପୋଲିସ ର ଏହି ଶିବିରକୁ ଜନସାଧାରଣ ତଥା ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like