-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||     

HOME   ଜିଲ୍ଲା

ସରକାରୀ ଯୋଜନାରେ ଦୁର୍ନୀତି ନେଇ ଗାଁ ସାଥୀ ଓ ଜବ କାର୍ଡ ଧାରୀ ଶ୍ରମିକଙ୍କ ବିଶାଳ ସମାବେଶ ସହ ରେଲି ପ୍ରଦର୍ଶନ 

12-May-2023



ଟିଟଲାଗଡ(ସନ୍ତୋଷ କୁମାର ନାଏକ ):ଟିଟିଲାଗଡ ବ୍ଲକର ଗାଁ ସାଥି (ମେଟ) ଓ ଜବକାର୍ଡ ଧାରୀ ଶ୍ରମିକଙ୍କ ସରକାରୀ ଭାବେ ଦୁର୍ନୀତି ବନ୍ଦ ନେଇ ବିଶାଳ ସମାବେଶ ଓ ରେଲି ଅନୁଷ୍ଠିତ ହୋଇ ଯାଇଛି। ଟିଟିଲାଗଡ ବ୍ଲକର ସମସ୍ତ ଗାଁ ସାଥୀ ଓ ଜବକାର୍ଡ ଧାରୀ ଶ୍ରମିକ ସ୍ଥାନୀୟ ହାଇସ୍କୁଲ ଖେଳ ପଡିଆ ଠାରେ ଏକତ୍ରିତ ହୋଇ ସେଠୁ ବିଜୁପଟ୍ଟନାୟକ ଛକ ପର୍ଯ୍ୟନ୍ତ ରେଲି ରେ ଯାଇ ଉକ୍ତ ଛକରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଗଣଧାରଣା ଦେଇଥିଲେ । ମନରେଗା ଯୋଜନା ଅନୁଯାୟୀ ଗତ ୨୦୧୯ ମସିହା ଠାରୁ ୨୦୨୩ ମସିହା ମଧ୍ୟରେ ହୋଇଥିବା ଉନ୍ନତି ମୂଳକ କାର୍ଯ୍ୟ ଗୁଡ଼ିକ ର ସୁଚନା ଫଳକ ମୁତାବକ ଅର୍ଥ ପ୍ରଦାନ, ମନମୁଖୀ ଭାବେ ଗାଁ ସାଥୀ ନିଯୁକ୍ତି ଓ ଉଚ୍ଛେଦ ବନ୍ଦ, ଠିକାଦାର ଙ୍କୁ ହଟାଜିବା , ଠିକାଦାର ଙ୍କୁ ଏନ ଏମ ଏମ ଏସ ରେଜିଷ୍ଟ୍ରେସନ ଆଇଡି ଦେବା ବନ୍ଦ କରିବା,ଶ୍ରମିକଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ସଠିକ ସମୟ ରେ ଧାର୍ଯ୍ୟ ମଜୁରୀ ପ୍ରଦାନ, ଗାଁ ସାଥି ଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରମୁଖ ଦାବି ନେଇ ଆୟୋଜିତ ଏହି ରେଲି ଓ ସମାବେଶ ଅନୁଷ୍ଟିତ ହୋଇଥିଲା। ସ୍ଥାନୀୟ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ପ୍ରଦର୍ଶନ କରି ଏ ସବୁ ଦୁର୍ନୀତି ନେଇ ସବୁ ଦାବି ଉପସ୍ଥାପନ କରି ଏକ ଦାବିପତ୍ର ପ୍ରଦାନ କରାଯାଇ ଥିଲା। ଏଥିରେ ବହୁ ସଂଖ୍ୟା ରେ ବିଭିନ୍ନ ପଞ୍ଚାୟତବାସୀ ଯୋଗ ଦେଇଥିବା ବେଳେ ଆଇନ୍ ଶୃଙ୍ଖଳା ବ୍ୟବସ୍ଥା ନେଇ ଟିଟଲାଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଅଙ୍କିତା କୁମ୍ଭାର ତଥା ଟିଟଲାଗଡ ଥାନା ଅଧିକାରୀ ରଞ୍ଜନ ବରିହା ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026

You Might Also Like