-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଯଶୋଦା ଦେବୀ ନର୍ସିଙ୍ଗ ସ୍କୁଲ ର ଅଷ୍ଟମ ବାର୍ଷିକ ଉତ୍ସବ ଏବଂ ଅନ୍ତର୍ଜାତୀୟ ନର୍ସିଙ୍ଗ ଦିବସ

12-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଯଶୋଦା ଦେବୀ ନର୍ସିଙ୍ଗ ସ୍କୁଲ ର ଅଷ୍ଟମ ବାର୍ଷିକ ଉତ୍ସବ ଏବଂ ଅନ୍ତର୍ଜାତୀୟ ନର୍ସିଙ୍ଗ ଦିବସ ମହାସମାରୋହ ରେ ପାଳନ ହୋଇ ଯାଇଛି l ଏହି ଅବସର ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ଯୋଗ ଦେଇ ଉତ୍ସବ କୁ ଉଦଘାଟନ କରି ଡାକ୍ତର ଙ୍କ ଭଳି  ସେବାରେ ସେବିକା  ମାନଙ୍କ  ଭୂମିକା ଖୁବ ଗୁରୁତ୍ୱ ପୂର୍ଣ୍ଣ,  ଆପଣ ମାନେ ସମାଜ ର ଭବିଷ୍ୟତ  ବୋଲି କହି  ଆପଣଙ୍କ ଜରିଆରେ ହିଁ ସମାଜ ରେ କୁସଂସାର କୁ ଦୁର କରାଯାଇ ପାରିବ ବୋଲି  କହିଥିଲେ l ମୁଖ୍ୟ ବକ୍ତା ଭାବେ ଆଇନ ଜୀବୀ ପ୍ରଦୀପ ପୁରୋହିତ ଯୋଗ ଦେଇ ସେବିକା ମାନଙ୍କୁ ଙ୍କୁ ଯଶୋଦା ଦେବୀ  ଙ୍କ  ସେବା ର ଉଦାହରଣ ଦେଇ ହୃଦୟ ସ୍ପର୍ଶୀ ବାର୍ତ୍ତା ପ୍ରଦାନ କରିଥିଲେ l  ସମ୍ମାନିତ ଅତିଥି ଭାବେ ସ୍କୁଲ ର ଅଧ୍ୟକ୍ଷ ଦିବକାର ନାଏକ, ଡାଇରେକ୍ଟର ମନୋରଞ୍ଜନ ପଧାନ, ସ୍ୱଚ୍ଛ ଭାରତ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ଯୋଗ ଦେଇ  ବିଭିନ୍ନ କ୍ଷେତ୍ରରେ କୃତିତ୍ବ ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ  l  ଛାତ୍ରୀ ଓ ଷ୍ଟାଫ ଙ୍କ ଦ୍ୱାରା ନାଟକ ଦେଶୀ ହସ୍ପିଟାଲ  ଓ  ସାଂସ୍କୃତିକ କାର୍ଯ୍ୟକ୍ରମ ଖୁବ ଚିତାକର୍ଷଣ ହୋଇ ଥିଲା l ସଭାକୁ ପ୍ରିନ୍ସିପାଲ ଦମୟନ୍ତୀ ମହାନନ୍ଦ ପରିଚାଳନା କରି ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l ସଭାରେ ସହର ର ବହୁ ବୁଦ୍ଧିଜୀବୀ  ମିଡ଼ିଆ, ମହିଳା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like