-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଅପରାଧ

ପରି ମାମଲା ତଦନ୍ତରେ ସିବିଆଇ ତଦନ୍ତ ଦାବି ପରେ ଏସଆଇଟି ଦ୍ୱାରା ତଦନ୍ତ ,ଟୁଇଟ ରେ ବୋଥ୍ରା କହିଲେ ମୁଖ୍ୟମନ୍ତ୍ରୀ ଙ୍କ ସହ ମୋର ଝଗଡା କରୁଚ,ତମେ ମୁର୍ଖ

08-Dec-2020



ଭୁବନେଶ୍ୱର,(ଶୁଭାଶିଷ ନାୟକ) - ଫୋନ୍ କୁ ଫୋନ୍ ଘୁରି ବୁଲୁଛି ଆଇପିଏସ୍ ଅଫିସର ଅରୁଣ ବୋଥ୍ରାଙ୍କ ଭାଇରାଲ୍ ଅଡିଓ । ଭାଇରାଲ୍ ହୋଇଥିବା ଅଡିଓରେ ଜଣେ ଅଜଣା ବ୍ଯକ୍ତି ଉପରେ ଖୁବ୍ ବର୍ଷିଛନ୍ତି ଅରୁଣ । ଉକ୍ତ ବ୍ୟକ୍ତିଙ୍କ ପରିଚୟ ଜଣାପଡିନଥିବା ବେଳେ ଲୋକେ ଏହାକୁ ନେଇ ଟୁପୁରୁଟାପର ଆରମ୍ଭ କରିସାରିଲେଣି ।

ଯାହା ଅଡିଓରେ ଶୁଣିବାକୁ ମିଳିଛି ଗୋଟିଏ ସାମାନ୍ୟ ଟ୍ବିଟକୁ ନେଇ ଉକ୍ତ ବ୍ୟକ୍ତିକୁ ଖରାପ ଭାଷାରେ ଗାଳି ଗୁଲଜ କରିଛନ୍ତି ଅରୁଣ । ଅଡିଓରେ ଶୁଣିବାକୁ ମିଳୁଛି ଯେ, ଜଣେ ବ୍ୟକ୍ତି  ଅରୁଣ ବୋଥ୍ରାଙ୍କ ନାମରେ ଏକ ଟ୍ୱିଟ କରିଥିଲେ ଯେ, "ଅରୁଣ ବୋଥ୍ରା କାମ କରୁଛନ୍ତି, ମୋ ସରକାର କାମ କରୁନି" । ଏହା ଦେଖିବା ପରେ ସାରଙ୍କ ମୁଣ୍ଡକୁ ପିତ ଚଢି ଯାଇଥିଲା । ଆଉ ତାପରେ ଯାହା ମନକୁ ଆସୁଛି ତାହା କହିଥିଲେ।ଅରୁଣ ପ୍ରତିଉତ୍ତରରେ କହିଥିଲେ ଯେ, "ତମେ କାହିଁକି ଏପରି ଲେଖିଛ । ତମେ କଣ ନବୀନ ପଟ୍ଟନାୟକ ଆଉ ମୋ ଭିତରେ ଝଗଡ଼ା ଲଗେଇବ.... ପାଠ ପଡିଛ କି ନାହିଁ.... ତମେ କଣ ମୂର୍ଖ... ମୋ ସରକାର ମାନେ କଣ ବୁଝିଛ..." । 
ଉକ୍ତ ବ୍ୟକ୍ତି ଜଣଙ୍କ ଆଉ ଟୁଇଟ କରିଥିଲେ ବୋଲି ଭାଇରାଲ ଅଡିଓରୁ ସ୍ପଷ୍ଟ ହେଉଛି ଯେଉଁଥିଲେ ସେ ଲେଖିଥିଲେ, "ସାର୍ ଆପଣ ଅନାବଶ୍ୟକ ଟ୍ବିଟର ଉତ୍ତର ଦେଉଛନ୍ତି, ହେଲେ ଆବଶ୍ୟକ ଟ୍ବିଟର ଉତ୍ତର ଦେବାକୁ ଆପଣ ପାଖରେ ସମୟ ନାହିଁ" । ଏଥିରେ ଅତିଷ୍ଟ ହୋଇ ଅରୁଣ ସେହି ବ୍ୟକ୍ତିକୁ କହିଛନ୍ତି, "ତମେ କିଏ କହିବାକୁ କୋଉଟା ଆବଶ୍ୟକ କୋଉଟା ଅନାବଶ୍ୟକ... ତମକୁ ଲଜ୍ଜା ଲାଗୁନି... କାହିଁକି ଏପରି କରିଛନ୍ତି...." । ତେବେ ଏଠାରେ ଗୋଟିଏ ପ୍ରଶ୍ନ ଉଠୁଛି, ଅରୁଣ କାହିଁକି ଏତେ ଡରୁଛନ୍ତି ? ସରକାର ଜାଣିଲେ କଣ ତାଙ୍କୁ ନିଲମ୍ବିତ କରିଦେବେ ନା ଆଉ କିଛି ଭୟ ରହିଛି ଅରୁଣଙ୍କ ଭିତରେ ? ତେବେ ଭାଇରାଲ ହେଉଥିବା ଅଡ଼ିଓ ସତ କି ମିଛ ସେ ବିଷୟରେ ସ୍ପଷ୍ଟ ସୂଚନା ମିଳିନାହିଁ। ଭାଇରାଲ ହେଉଥିବା ଅଡ଼ିଓକୁ ନେଇ ଅରୁଣ ବୋଥ୍ରାଙ୍କୁ ପଚାରିବାରୁ ସେ କହିଲେ "ମୁଁ ଏବିଷୟରେ କିଛି କହିବାକୁ ଇଚ୍ଛା ପ୍ରକାଶ କରୁ ନାହିଁ ।
ସୂଚନାଯୋଗ୍ୟ, ପରୀ ହତ୍ୟା ମାମଲାରେ ଶାସକ ଦଳର ହାତ ଅଛି ବୋଲି ବିରୋଧୀ ଦାବି କରୁଛନ୍ତି । ପରୀର ପରିବାର ଲୋକେ ଓ ବିଜେପି ଏହି ମାମଲାରେ ସିବିଆଇ(CBI) ତଦନ୍ତ କରିବାକୁ ଦାବି କରିଛନ୍ତି । ଏପରି ସ୍ଥଳେ ରାଜ୍ୟ ସରକାର ଏସଆଇଟି(SIT) ଗଠନ କରି ଅରୁଣ ବୋଥ୍ରାଙ୍କ ହାତରେ ତଦନ୍ତ ଭାର ଦେଇଛନ୍ତି । ଏଠାରେ ପ୍ରଶ୍ନ ଉଠିବା ସ୍ୱାଭାବିକ ଯଦି ଯଦି ତଦନ୍ତକାରୀ ଦଳର ନେତୃତ୍ୱ ନେଉଥିବା ଅଫିସରଙ୍କ ସରକାରଙ୍କୁ ଏତେ ଭୟ, ତେବେ ପରୀକୁ ନ୍ୟାୟ ମିଳିବ ତ ?


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like