-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଅଂଶୁଘାତ ଓ ଗୃହକାର୍ଯ୍ୟ ଉପରେ ସଚେତନତା ବୈଠକ

13-May-2023



କଣ୍ଟାବାଞ୍ଜି (ପ୍ରେରଣା ଖବର )
 ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଂଶୁଘାତରୁ ରକ୍ଷା ଓ ଗ୍ରୀଷ୍ମ ଅବକାଶରେ ଛାତ୍ରଛାତ୍ରୀ ମାନେ କିପରି ଗୃହକାର୍ଯ୍ୟ କରିବେ ତାରି ଉପରେ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରଚେଷ୍ଟାରେ ବିଦ୍ୟାଳୟ ପ୍ରକୋଷ୍ଠରେ ଛାତ୍ରଛାତ୍ରୀ ମାନଙ୍କ ପିତାମାତା ଓ ଅଭିଭାବକମାନେ ସଭାରେ ଯୋଗ ଦେଇଥିଲେ।ଗ୍ରୀଷ୍ମ ପ୍ରବାହ ଯୋଗୁଁ ବର୍ତ୍ତମାନ ବିଦ୍ୟାଳୟ ଗୁଡ଼ିକ ବନ୍ଦ ଅଛି ତେଣୁ ଛାତ୍ରଛାତ୍ରୀ ମାନଙ୍କୁ ଅବକାଶରେ ଗୃହକାର୍ଯ୍ୟ କରିବା ପାଇଁ ଦିଆଯାଇଛି।ପ୍ରତ୍ୟେକ ପିତାମାତା କିପରି ଗୃହକାର୍ଯ୍ୟ କରିବେ ଏବଂ ପାଠ୍ୟପୁସ୍ତକ ପଢିବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଥିଲା।ଭୀଷଣ ଖରା ହେଉଥିବାରୁ ଛାତ୍ରଛାତ୍ରୀ ମାନେ ଯେପରି ବାହାରେ ନବୁଲନ୍ତି ଏବଂ ବଡ ହେଉକି ଛୋଟ ପଦାକୁ ବାହାରିଲେ ମୁଣ୍ଡରେ ପଗଡି,ଗୋଡରେ ଚପଲ ଓ ପାଣି ବୋତଲ ନେଇ ଯିବାକୁ ପରାମର୍ଶ ଦିଆଯାଇଥିଲା।ଯଦି କେହି ଅଂଶୁଘାତର ଶିକାର ହୁଅନ୍ତି ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ଶ୍ରୀ ଦାଶ କହିଥିଲେ।ପରିଶେଷରେ ଗୃହକାର୍ଯ୍ୟ କରିବାପାଇଁ ଖାତା, ଡ୍ରଂଇଖାତା,କଲମ,ଶୀଶା, ରବର ଦିଆଯାଇଥିଲା।ଏହି ସଭାରେ ସିଆରସିସି ଧନସିଂ ମାଝୀ, ଶିକ୍ଷକ ସୂର୍ଯ୍ୟକାନ୍ତ ରଣା, ଥମିର ଛତ୍ରିଆ, ମନୋଜ ତାଣ୍ଡୀ, ନରେଶ ତାଣ୍ଡୀ, ବିଦ୍ୟାଳୟ କମିଟି ସଭାପତି କୈବଲ୍ୟ ମାଝୀ, କାନ୍ତ ନାଗ,ଜୟ ନାଗ,ଶ୍ୟାମସୁନ୍ଦର ପାତ୍ର,ପୀତାମ୍ବର ସାହୁ, ବାବୁଲା ଭୋଇ ତଥା ପିତାମାତା ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like