-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ପିସିସିକୁ ହରାଇ ବାଦୀ ବ୍ରଦରସ କ୍ୱାଲିଫାୟାରକୁ ଉନ୍ନୀତ(ଆଜି ଅତୁଳ-୧୧ ଓ କମ୍ରେଡ ମଧ୍ୟରେ ଲଢେ଼ଇ)

13-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁକ୍ରବାର ଅନୁଷ୍ଟିତ ଷଷ୍ଠ ରାଉଣ୍ଡର ପ୍ରଥମ ମ୍ୟାଚରେ ପିସିସିକୁ ହରାଇ ବାଦୀ ବ୍ରଦରସ ସହଜ ବିଜୟ ହାସଲ କରିବା ସହିତ ପ୍ରଥମ ଦଳ ଭାବେ କାଲିଫାୟାରକୁ ପ୍ରବେଶ କରିଛି।ଟଚ ଜିଣି ପିସିସି ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୮ୱିକେଟ ହରାଇ ୫୭ରନ କରିଥିଲା ତାର ଜବାବରେ ବାଦୀ ବ୍ରଦରସ ମାତ୍ର ୧ୱିକେଟ ହରାଇ ୮.୪ଓଭରରେ  ୫୮ରନ କରି ବିଜୟୀ ହୋଇଥିଲା । ମ୍ୟାଚକୁ ବାବୁଲାଲ ସାହୁ ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର ଦାସ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ଉପ ସଭାପତି ବୁଲୁ ଦଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ପ୍ରମେୟ ସାମ୍ବାଦିକ ମୁକେଶ ବଗର୍ତ୍ତି,ସ୍ଵତନ୍ତ୍ର ଅତିଥି ଏ-୧ ରିପୋର୍ଟର ଶାନ୍ତନୁ ପଣ୍ଡା,ସମ୍ମାନିତ ଅତିଥି ନ୍ୟୁଜ-୭ ରିପୋର୍ଟର ଦଧିବାମନ ନାୟକ  ଯୋଗଦେଇ ବିଜେତା/ଉପ ବିଜେତା ଦଳ,ମ୍ୟାନ ଅଫ ଦି ମ୍ୟାଚ ଜୟରାମ କୁମ୍ଭାରଙ୍କୁ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା ଶନିବାର ଅପରାହ୍ନରେ ଅତୁଳ-୧୧ ବନାମ କମ୍ରେଡ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟଅତିଥି ଭାବରେ

ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ତଥା ଉଲୁଣ୍ଡା ବ୍ଲକ ବିଜେଡ଼ି ମହିଳା ସଭାନେତ୍ରୀ ସଙ୍ଗୀତାରାଣୀ ଭୁକ୍ତା,ସ୍ଵତନ୍ତ୍ର ଅତିଥି ଭାବେ ବିନିକା ବ୍ଲକ ବିଜୁ ଜନତା ଦଳ ମହିଳା ମୋର୍ଚ୍ଚା ସଭାନେତ୍ରୀ ତଥା ଚରଦା ପଞ୍ଚାୟତ ସରପଞ୍ଚ ବୃନ୍ଦାବତୀ ନାୟକ,ସମ୍ମାନିତ ଅତିଥି ଭାବେ ବିନିକା ନଗର ବିଜୁ ଜନତା ଦଳ ସଭାନେତ୍ରୀ ଲକ୍ଷ୍ମୀ ମେହେର,ସମ୍ପାଦିକା ପଙ୍କଜିନି ବାଘ ଯୋଗଦେବେ ବୋଲି ଆୟୋଜକ ବିନିକା ସ୍ପୋର୍ଟସ କ୍ଲବ ତରଫରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like