-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

୬୨ ପ୍ରକାର ଆଦିବାସୀ ସମ୍ପ୍ରଦାୟ ତଥା ରାଜ୍ୟର ୧ କୋଟି ଆଦିବାସୀ ଲୋକଙ୍କ ସୁବିଧା ପାଇଁ ଭୁବନେଶ୍ୱର ରେ ରାଜ୍ୟସ୍ତରୀୟ ଆଦିବାସୀ କଲ୍ୟାଣ ମଣ୍ଡପ ପ୍ରତିଷ୍ଠା ଦାବୀ, ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରିଣୀ ବୈଠକ

13-May-2023



ବଲାଙ୍ଗିର(ଦେବାଶିଷ ବହିଦାର): ପାଟଣାଗଡ ବ୍ରହ୍ମପୁରା ସ୍ଥିତ ଆଦିବାସୀ ଭବନ ଠାରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଉପଖଣ୍ଡସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ପାଟଣାଗଡ ବ୍ଲକ ସଭାପତି ଅସ୍ତରତ୍ନ ବରିହାଙ୍କ ସଭାତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦେଇଥିଲେ l ସାଂସଦ ଶ୍ରୀ ବିଶି ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା l କିସ କିଟ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତଙ୍କ ଆହ୍ୱାନ କ୍ରମେ ଆସନ୍ତା ମଇ 17 ରେ ହେବାକୁ ଥିବା ଆର୍ଟ ଅଫ ଗିଭିଙ୍ଗ ଦିବସ ସମସ୍ତ ବ୍ଲକ ଓ ଜ଼ିଲ୍ଲା ମୁଖ୍ୟାଳୟରେ ପାଳନ କରିବାକୁ ସ୍ଥିର କରାଯାଇଛି l ନକଲି ଆଦିବାସୀ ସମସ୍ୟା, ଆଦିବାସୀଙ୍କ ଜଙ୍ଗଲ ଜମି ଅଧିକାର ସମସ୍ୟା , ଶିକ୍ଷା ଅଧିକାର ଆଇନ ଅନୁସାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ଉଚ୍ଚ ଶିକ୍ଷା ଗୁଣାତ୍ମକ ଶିକ୍ଷା ପ୍ରଦାନ, ଆଦିବାସୀ ମହିଳା ସ୍ୱୟଂ ସହାୟକ ଦଳ ଗୁଡିକୁ ପାଞ୍ଚ ଲକ୍ଷ ସରକାରୀ ଋଣ ଯୋଜନାରେ ପଚାଶ ପ୍ରତିଶତ ରିହାତି ପ୍ରଦାନ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଜରିଆରେ ଆଦିବାସୀ ମାନଙ୍କ ଅର୍ଥନୈତିକ ବିକାଶ, ପ୍ରତ୍ୟେକ ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରତ୍ୟେକ ଆଦିବାସୀଙ୍କୁ ଆବାସ ପ୍ରଦାନ,

ଆଦିବାସୀ ଇଲାକାରେ ନେଟୱାର୍କ ସ୍ଥାପନ, ପାଟଣାଗଡ ରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା, ଓଡିଶାର ୬୨ ପ୍ରକାର ଆଦିବାସୀ ସମ୍ପ୍ରଦାୟ ତଥା ରାଜ୍ୟର ୧ କୋଟି ଆଦିବାସୀ (ଜନସଂଖ୍ୟା )ଲୋକଙ୍କ ସୁବିଧା ପାଇଁ ଭୁବନେଶ୍ୱର ରେ ରାଜ୍ୟ ସ୍ତରୀୟ ଆଦିବାସୀ କଲ୍ୟାଣ ମଣ୍ଡପ ପ୍ରତିଷ୍ଠା, ପ୍ରତି ଜ଼ିଲ୍ଲା ରେ ଆଦିବାସୀ କଲ୍ୟାଣ ଭବନ ନିର୍ମାଣ, ଆଦିବାସୀ ଧର୍ମପୀଠ, ପୂଜାସ୍ଥଳୀ ର ସୁରକ୍ଷା, ରକ୍ଷଣା ବେକ୍ଷଣା ମରାମତି, ଜ଼ିଲ୍ଲାର ୩୫ ଟି ଆଦିବାସୀ କନ୍ୟାଶ୍ରମ, ଆଶ୍ରମ, ସେବlଶ୍ରମ ଗୁଡିକୁ ଦ୍ୱାଦଶ ପର୍ଯ୍ୟନ୍ତ ଅପ ଗ୍ରେଡ଼ କରିବା, ଦ୍ୱାଦଶ ପର୍ଯ୍ୟନ୍ତ ଥିବା ମାଲପଡା, ଚୂଡ଼ାପାଲି, ରାମଚନ୍ଦ୍ର ପୁର, ରାମପୁର ସେବଶ୍ରମ କୁ ପୋଷ୍ଟ ଗ୍ରାଜୁଏଟ ପର୍ଯ୍ୟନ୍ତ ଆର୍ଟ୍ସ, ସାଇନ୍ସ, କମର୍ଶ କୋର୍ସ ଷ୍ଟ୍ରିମ ଅନୁମୋଦନ କରିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ପଦକ୍ଷେପ ନେବାକୁ ପ୍ରସ୍ତାବ ଆଲୋଚନା କରାଯାଇଥିଲା l ଆଦିବାସୀ ମାନଙ୍କ ପ୍ରତି କେନ୍ଦ୍ର ସରକାର ଙ୍କ ଅବହେଳା, ଉପେକ୍ଷା, ପlତରଅନ୍ତର ନୀତିକୁ ନିନ୍ଦା କରାଯାଇଥିଲା l ଆଦିବାସୀ ମାନଙ୍କ ସାମୁହିକ ସ୍ୱାର୍ଥ ସୁରକ୍ଷା ଜନିତ ଦାବୀ ଗୁଡିକ ପୂରଣ ନ ହେଲେ ଏକ ମାସ ପରେ ଆଦିବାସୀ ଆନ୍ଦୋଳନ ଭାୟାବହ କରାଯିବ ବୋଲି ବୈଠକ ରେ ସ୍ଥିର କରାଯାଇଥିଲା l ବୈଠକ ରେ ଅଷ୍ଟରତ୍ନ ବରିହା, ନଗର ସଭାପତି ଚନ୍ଦ୍ରମଣି ଶବର, ଭୁବନେଶ୍ୱର କୁଅଁର, ବସନ୍ତ ମାଝୀ, ସାରଥୀ ବାଗ, ଟିକେଶ୍ୱର ଧରୁଆ, ନାରୀ ନେତ୍ରୀ ଲକ୍ଷ୍ମୀ ଶବର, ସତ୍ୟଭାମା ମାଝୀ, ଘନ ଭୋଇ, ଲେକୃ ଧରୁଆ, ଚନ୍ଦ୍ରଶେଖର ବରିହା, ଜଗ ଜୀବନ ଭୋଇ, ଧୂବଳେଶ୍ୱର ଭୋଇ, ଜଳଧର ଧରୁଆ, ହୃଷିକେଶ ଭୋଇ, ଝସକେତନ ଧରୁଆ,ଧରମ ସିଂ ଧରୁଆ, ଗୌରାଙ୍ଗ ବରିହା, ଡମ୍ବରୁଧର ଧରୁଆ, ମିନିକେତନ ମାଝୀ, ଟିକେଶ୍ୱର ମିର୍ଧା,ଲଳିତ ମଲ୍ଲିକ, ଦୁର୍ୟୋଧନ ବର୍ଗେ,ସହିତ ସମସ୍ତ ଆଦିବାସୀ ନେତା କର୍ମକର୍ତ୍ତା ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like