-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଶ୍ରମିକ ବଦଲରେ ମେସିନ କରୁଛି ମନରେଗା କାମ, କନିଷ୍ଠ ଯନ୍ତ୍ରୀ ଙ୍କ ସମ୍ପୃକ୍ତ ଥିବା ଅଭିଯୋଗ , ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଦୃଷ୍ଟି ଦେବାକୁ ଦାବି

13-May-2023



ପାଟଣାଗଡ଼/ବେଲପଡା (ଦିଲୀପ ପଣ୍ଡା ): ଶ୍ରମିକ ମାନେ କିଭଲି ବାହ୍ୟ ରାଜ୍ୟକୁ ଦାଦନ ଖଟିବାକୁ ନଜାଇ ନିଜ ଅଞ୍ଚଳରେ କାମଧନ୍ଦା ପାଇବେ ସେଥିପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଏମଜିଏନଆରଜିଏସ ଯୋଜନା ମାଧ୍ୟମରେ ଶ୍ରମିକ ମାନଙ୍କୁ କାମ ଯୋଗାଇ ଆସୁଛନ୍ତି । କିନ୍ତୁ ଏହାର ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ଦର୍ଲିପାଲି ପଞ୍ଚାୟତ ଆଡମୁଣ୍ଡା କୁର୍ମିବନ୍ଧ ପଙ୍କ ଉଦ୍ଧାର କାଯ୍ୟରେ । ଏଠାରେ ଶ୍ରମିକ ବଦଳରେ ଜେସିବି ଲଗାଇ ଆଜିକୁ ଆଠଦିନ ହେଲା କାମ କରାଯାଉଛି । ସୂଚନା ଅନୁସାରେ ୨୦୨୨-୨୩ ଆର୍ଥିକ ବର୍ଷରେ ୧୦ ଲକ୍ଷ ଟଙ୍କା ବ୍ୟଜ ଅଟକଳରେ ଏମଜିଏନଆରଜିଏସ ଯୋଜନାରେ କୁର୍ମୀ ପୋଖରୀର ପଙ୍କ ଉଦ୍ଧାର କାମ ଚାଲିଛି । ନିୟମ ମୁତାବକ

ଏହି କାମ ଜବକାଡ ଧାରି ଶ୍ରମିକ ମାନେ କରିବାକଥା କିନ୍ତୁ ଦର୍ଲି ପାଲି ପଞ୍ଚାୟତ ସମିତି ସଭ୍ୟା ଙ୍କ ସ୍ଵାମୀ ସଦାନନ୍ଦ ଭୁଏଙ୍କ କହିବା ଅନୁସାରେ ଏହି ପଞ୍ଚାୟତ ଦାଇତ୍ବରେ ଥିବା କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ ଘଡେଇ ଙ୍କ ନିର୍ଦ୍ଦେଶ ମୁତାବକ ଶ୍ରମିକ ବଦଲରେ ଲୁଚାଛୁପାରେ ଆମେ ଜେସିବି ଦ୍ଵାରା ୪ ଗୋଟି ଟ୍ରାକ୍ଟର ଲଗାଇ ଏହି ପୋଖରୀର ପଙ୍କ ଉଦ୍ଧାର କାମ କରୁଛୁ । କନିଷ୍ଠ ଯନ୍ତ୍ରୀ ଜଣେ ସରକାରୀ କର୍ମଚାରୀ ହୋଇ ମଧ୍ୟ କାହିଁକି ସେ ଏଭଳି କାର୍ଯ୍ୟ କରୁଛନ୍ତି ତାହା ତଦନ୍ତ ସାପେକ୍ଷ ? ଏସମ୍ପର୍କରେ କନିଷ୍ଠ ଯନ୍ତ୍ରୀ ଶ୍ରୀ ଘୋଡେଇ କୁ ପଚାରିବାରୁ ଏହି ପୋଖରୀରେ ଏମଜିଏନଆରଜିଏସ କାମ ସରିବାପରେ ସିଏଫସି ଫଣ୍ଡରୁ ଜେସିବି ଦ୍ଵାରା କାମ କରାଜାଉଛି ବୋଲି ସଫେଇ ଦେଇଥିଲେ । ଅପରପକ୍ଷରେ ସମିତି ସଭ୍ୟାଙ୍କ ସ୍ଵାମୀ ଶ୍ରୀ ଭୁଏ  ଶ୍ରମିକ ଅଭାବଵରୁ ପ୍ରାରମ୍ଭରୁ ଆଜିକୁ ୮ ଦିନହେଲା ଜେସିବି ଦ୍ଵାରା ଟ୍ରାକ୍ଟର ମାଧ୍ୟମରେ ଏହି ପୋଖରୀର ପଙ୍କ ଉଦ୍ଧାର କାମ କରାଯାଉଛି ବୋଲି ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ବିଡିଓ ଭିକ୍ଟର ସୋରେନ୍ କୁ ପଚାରିବାରୁ ଆଜିକୁ ସପ୍ତାହେରୁ ଉର୍ଦ୍ଧ ହେବ ଜେସିବି ଦ୍ଵାରା କାମ ହେଉଥିବା

ଅଭିଯୋଗ ପାଇଛି । ଏହାର ତଦନ୍ତ କରାଜିବବୋଲି କହିଥିଲେ । ତେବେ ସମିତି ସଭ୍ୟାଙ୍କ ସ୍ଵାମୀ, କନିଷ୍ଠ ଯନ୍ତ୍ରୀ ଓ ବିଡ଼ିଓ ଙ୍କ ପ୍ରତିକ୍ରିୟା ରେ ତାଲମେଲ ରହୁ ନଥିବା ସହ ପୋଖରୀ କୁଲରେ ଲାଗିଥିବା ସୁଚନା ଫଲକରୁ ବ୍ଲକ ପ୍ରଶାସନ ଜାଣିସୁଣି ଶ୍ରମିକ ମାରଣା ନିତି କରୁଥିବା ଅଭିଯୋଗ ହେଉଛି ।ଏଥିପ୍ରତି ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like