-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମୃତିକା ସଂରକ୍ଷଣ ବିଭାଗରେ ଦୁର୍ନୀତି, ମୋପୋଖରି କାମନକରି ଟଙ୍କା ଆତ୍ମସାତ ଅଭିଯୋଗ,  ବିଭାଗୀୟ କର୍ମଚାରୀ ଙ୍କ ସମ୍ପୃକ୍ତିକୁ ନେଇ ଚାଷୀଙ୍କ ଅଭିଯୋଗ ,ଥାନାର ଦ୍ବାରସ୍ଥ ହେଲେ ଚାଷୀ 

13-May-2023



ପାଟଣାଗଡ଼(ଦିଲୀପ ପଣ୍ଡା )ପାଟଣାଗଡ଼ ବ୍ଲକ ସହକାରୀ ମୃର୍ତ୍ତକା ସଂରକ୍ଷଣ ବିଭାଗ ପକ୍ଷରୁ ମୋପୋଖରୀ ଖନନ ନକରି ବିଭାଗୀୟ କର୍ମଚାରୀ ଟଙ୍କା ଆତ୍ମସାତ କରିଥିବା ଭରତବାହାଲ ,ବଡଝୁଲା,ଠେଲକୋଛାପର ଗାଁର ଚାଷୀମାନେ ଅଭିଯୋଗ କରିଛନ୍ତି । ଭରତବାହାଲ ଗାଁର ଚାଷୀ ଜଗନ୍ନାଥ ନାଏକ,ସଦାନନ୍ଦ ସାହୁ,ବଡଝୁଲା ଗାଁର ମାଧବୀ ସିଂ,ଠେଲକୋଛାପର ଗାଁର ଉଦ୍ଧବ ଧରୁଆ ଙ୍କ ଚାଷ ଜମିରେ ମୋପୋଖରୀ କାର୍ଯ୍ୟ ଖନନ ନକରି ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଟଙ୍କା ଉଠାଇ ଆତ୍ମସାତ କରିଥିବା ଅଭିଯୋଗ ହେଉଛି । ସେହିପରି ଭାବରେ ଭରତବାହାଲ ଗାଁର ଚିଷୀ ଜାଦବ ସିଂ ବାବୁ ,ସୁରୁ ମିଶ୍ର, ଗୁଡୁରାଷ୍ଟ୍ର ନାଏକ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଙ୍କୁ ମୋପୋଖରୀ ଖନନ ସମ୍ପର୍କିତ ଆବଶ୍ୟକୀୟ କାଗଜପତ୍ର ଦେଇଥିଲେ । ତାଙ୍କ ନିର୍ଦ୍ଦେଶକ୍ରମେ ଏହି ୩ ଜଣ ଚାଷୀ ମନରେଗା ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ୧ ଲକ୍ଷ ୨୦ ହଜାର ଟଙ୍କା ବ୍ୟୟ ଅଟକଲରେ  ବିଭାଗୀୟ କର୍ମଚାରୀ ସୈ।କିଲାଳ ସାହୁ ଙ୍କ ଉପସ୍ଥିତିରେ ମୋପୋଖରି ଖନନ କାର୍ଯ୍ୟ କରିଛନ୍ତି । କାମ  ସରିଯିବାର  ୧ ବର୍ଷରୁ ଉର୍ଦ୍ଧ୍ବ ସମୟ ବିତିଯାଇଥିଲେ ସୁଦ୍ଧା ଜାଦବ ୬୫ ହଜାର ସୁରୁ ୪୦ ହଜାର ଓ ଗୁଡୁ ୭୫ ହଜାର ଟଙ୍କା ଲେଖାଏଁ ପାଇଛନ୍ତି । ବାକିତକ ଟଙ୍କା ବିଭାଗୀୟ କର୍ମଚାରୀ ସୈ।କିଲାଳ ଆତ୍ମସାତ କରିଦେଇଥିବାନେଇ ବିଭାଗୀୟ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ରଜନୀ କୁମ୍ଭାର ଙ୍କ ଠାରେ ବାରମ୍ଵାର ଅଭିଯୋଗ ସ୍ବତ୍ବେ କୌଣସି ସୁଫଲ ପାଇନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି ।  ଜାହାକୁ ନେଇ ଏ‌ହିସବୁ ଚାଷୀ ମାନେ ଆଜି ଲରମ୍ଭା ଥାନାର ଦ୍ବାରସ୍ଥ ହୋଇଥିଲେ । ଥାନା ଅଧିକାରୀ ସେମାନଙ୍କୁ ଘଟଣା ସମ୍ପର୍କରେ ଉପଜିଲ୍ଲାପାଳ ଓ ପିଡିଡିଆରଡିଏ ଙ୍କୁ ଲିଖିତ ଭାବରେ ଜଣାଇବା ସହ ସେ ସମ୍ପର୍କିତ ଅଭିଯୋଗ ପତ୍ର ସଂଲଗ୍ନ କରି ଦେବାପରେ ମାମଲା ରୁଜୁ କରାଜିବବୋଲି ଚାଷୀ କରୁଣା ମିଶ୍ର ଙ୍କଠାରୁ ଜଣାପଡିଛି । ଏସମ୍ପର୍କରେ ବିଭାଗୀୟ କର୍ମଚାରୀ ସୈ।କିଲାଳ ସାହୁ ଙ୍କୁ ବାରମ୍ବାର ଫୋନକଲେ ମଧ୍ୟ ସେ ଜାଣିସୁଣି ଫୋନ ଉଠାଉନଥିବାବେଲେ ସରକାରୀ ମୃତିକା ସଂରକ୍ଷଣ ଅଧିକାରୀ ରଜନୀ କୁମ୍ଭାର ସୋମବାର ଦିନ କାର୍ଯ୍ୟାଲଜକୁ ଆସନ୍ତୁ ବୋଲି କହିଥିଲେ ।ଏଥିପ୍ରତି ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଦୃଷ୍ଟି ଦେବାକୁ ଚାଷୀମାନେ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like