-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଅନ୍ୟା ସାହିତ୍ୟ ଆସରରେ ଡ. ଦ୍ୱାରିକାନାଥ ନାୟକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

13-May-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
ସ୍ଥାନୀୟ ସାମ୍ବାଦିକ ଭବନଠାରେ ଆୟୋଜିତ ଅନ୍ୟା ସାହିତ୍ୟ ଆସରରେ  ନିକଟରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଥିବା ବିଶିଷ୍ଟ ସାହିତ୍ୟିକ ଡ. ଦ୍ୱାରିକାନାଥ ନାୟକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏହି ଅବସରରେ କବି ସଚ୍ଚି ରାଉତରାୟଙ୍କ ଜୟନ୍ତୀ ଉପଲକ୍ଷେ ଏକ କବିତା ପାଠୋତ୍ସବ ଆୟୋଜିତ ହୋଇଥିଲା। କବି ସାହିତ୍ୟିକ ଡ. ପ୍ରଦୀପ କୁମାର ପଣ୍ଡାଙ୍କ ଅଧ୍ଯକ୍ଷତାରେ ହୋଇଥିବା ଏହି ସଭାରେ ଡ. ମୀନକେତନ ପାଠୀ,ଡ. ଶ୍ୟାମସୁନ୍ଦର ଧର ଅତିଥି ଭାବରେ ଯୋଗଦେଇଥିବା ବେଳେ ଡ. ଗୌରିଦାସ ପ୍ରଧାନ ସଭା ସଂଯୋଜନା କରିଥିଲେ। ପ୍ରଫେସର ଗିରିଜା ଶଙ୍କର ଶର୍ମା,ଦୁର୍ଗାପ୍ରସାଦ ପଣ୍ଡା,ସରୋଜ, ସାବିତ୍ରୀ ପୁରୋହିତ,ପ୍ରୀତିନନ୍ଦା ପାଣିଗ୍ରାହୀ,

ପଙ୍କଜିନୀ ନାୟକ,ମୋହିନୀ ହୋତା,ଡ. ଗୋବିନ୍ଦ ମହାରଣା,ରମେଶ ଚନ୍ଦ୍ର ମିର୍ଦ୍ଧା,ବୃନ୍ଦାବନ ମିଶ୍ର,ଡ. ସତ୍ୟ ନାରାୟଣ ଠାକୁର,ଦେବାର୍ଚ୍ଚନ ଠାକୁର,ତଫିଜୁଲ୍‌ ହୁସେନ,କମଳ ଲୋଚନ ପଣ୍ଡା ପ୍ରମୁଖ କବି କବୟିତ୍ରୀମାନେ ଏହି ଅବସରରେ କବିତା ପାଠ କରିଥିଲେ।ଡ. ନାୟକଙ୍କୁ ସମ୍ବର୍ଦ୍ଧିତ କରି ଓଡିଶା ସାହିତ୍ୟ ଏକାଡେମୀ ଧନ୍ୟ ହୋଇଛି ବୋଲି ସଭାରେ ଅତିଥିମାନେ ମତ ପ୍ରକାଶ କରିଥିଲେ। ଡ. ନାୟକ ତାଙ୍କ ସମ୍ବର୍ଦ୍ଧନାର ପ୍ରତ୍ୟୁତ୍ତରରେ ନିଜକୁ ଜଣେ ନାଟୁଆ ଭାବରେ ଅବିହିତ କରି ସାହିତ୍ୟ ପ୍ରତି ତାଙ୍କ ଅଭିଋଚି ଓ ତାଙ୍କ ସାହିତ୍ଯ ସୃଷ୍ଟି ଗୁଡିକ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।ଶେଷରେ ଡ. ସିଦ୍ଧାର୍ଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like