-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସାପ୍ତାହିକ ଖବରକାଗଜ ଜନ ସମ୍ବାଦ ର ୧୪ ତମ ସ୍ଵନକ୍ଷତ୍ର ସମାରୋହ ପାଳିତ

14-May-2023



ବଲାଙ୍ଗିର, (ବିନୋଦ କୁମାର ଦୀପ) ବଲାଙ୍ଗିର ରୁ ପ୍ରକାଶିତ ଓଡିଆ ସାପ୍ତାହିକ ଖବର କାଗଜ ଜନ ସମ୍ବାଦ ର ୧୪ ତମ ସ୍ଵନକ୍ଷତ୍ର ସମାରୋହ -୨୦୨୩  ସ୍ଥାନୀୟ ସାମ୍ବାଦିକ ଭବନ ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି l ଖବର କାଗଜ ର ସଂପାଦକ ସଚିତା ନନ୍ଦ ବଗର୍ତ୍ତୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ଅତିଥି ଭାବେ ତୁଷୁରା ଏନ୍.ଏ.ସି  ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଜୟ ଜୟସ୍ୱାଲ, ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ସରୋଜ କୁମାର ପଧାନ, ବଲାଙ୍ଗିର ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ, ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ  ଅଧ୍ୟକ୍ଷ ଶ୍ରୀଯୁକ୍ତ ସାନନ୍ଦ କୁମାର ମିଶ୍ର ପ୍ରମୁଖ ଯୋଗଦେଇ ଜନ ସମ୍ବାଦ ନିର୍ଭୀକତା ର ସହ ଗ୍ରାମାଞ୍ଚଳ ର ସମସ୍ୟା ଗୁଡିକୁ ପ୍ରକାଶିତ କରିବା ଦିଗରେ ପ୍ରୟାସ ଜାରି ରଖିଛି  l

ସ୍ଵଳ୍ପ  ସମ୍ବଳ ମଧ୍ୟମରେ ନିୟମିତ ଭାବେ ଖବର କାଗଜ କୁ ପ୍ରକାଶିତ କରୁଥିବାରୁ ଅତିଥି ମାନେ ସଂପାଦକ ଙ୍କୁ ସାଧୁ ବାଦ ଜଣାଇବା ସହ ଖବର କାଗଜ ର ଉତ୍ତରୋତ୍ତର  ଉନ୍ନତି କାମନା କରିଥିଲେ l ଏହି ଅବସରରେ ବଲାଙ୍ଗିର ସଦର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ନବ ନିର୍ବାଚିତ ଜିଲ୍ଲା ସମିତି ସଭ୍ୟ ସଂଘ ର ସଭାପତି ଗୋଲାପ ବାଗ ଙ୍କୁ ଜନ ସମ୍ବାଦ ପରିବାର ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା କାର୍ଯ୍ୟ ପୂର୍ବରୁ  ଜନ ସମ୍ବାଦ ର ସ୍ୱନ କ୍ଷତ୍ର ସଂଖ୍ୟା କୁ ଅତିଥି ମାନେ ଉନ୍ମୋଚିତ କରିଥିଲେ l ବରିଷ୍ଠ ସାମ୍ବାଦିକ ନବୀନ କୁମାର ପଶାୟତ ସ୍ବାଗତ ଭାଷଣ ଦେଇଥିବା ବେଳେ ସଭାକୁ ସାମ୍ବାଦିକ ସନ୍ଦୀପ କୁମାର କୁଅର ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like