-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନେସନାଲ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ (ଇଣ୍ଡିଆ ) ପକ୍ଷରୁ  ଯାଜପୁର ଠାରେ ଅନୁଷ୍ଠିତ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଉଦଯାପିତ

14-May-2023



ଯାଜପୁର (ପ୍ରେରଣା ଖବର ): ଗତ ୧୩  ଓ ୧୪ ତାରିଖ ଦୁଇ ଦିନ ଧରି ନେସନାଲ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ (ଇଣ୍ଡିଆ ) ପକ୍ଷରୁ  ଯାଜପୁର ଠାରେ ଅନୁଷ୍ଠିତ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଆଜି ଉଦଯାପିତ ହୋଇଯାଇଛି  l ଏଥିରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡେଇ ଯୋଗ ଦେଇ ରାଷ୍ଟ୍ର ନିର୍ମାଣ ଦିଗରେ ସାମ୍ବାଦିକ ମାନେ ଏକଜୁଟ୍ ହେବା ଆବଶ୍ୟକ ବୋଲି କହିଥିଲେ l 
ଅନ୍ୟତମ ଅତିଥି ଭାବରେ କୋରେଇ ବିଧାୟକ ଅଶୋକ ବଳ,ଏସ୍ ୟୁ ଜେ ର ରାଜ୍ଯ ସଭାପତି କୈଳାଶ ନାୟକ ,ରାଜ୍ଯ

 

ସାଧାରଣ ସମ୍ପାଦକ ପ୍ରଶାନ୍ତ ପାଢ଼ୀ ,ଏସ୍ ୟୁ ଜେ ର ରାଷ୍ଟ୍ରୀୟ ମହାସଚିବ ସୁରେଶ ଶର୍ମା ,ଏସ୍ ୟୁ ଜେ ର ଜୋନାଲ ସଭାପତି ଦୀପକ ମୁଖାର୍ଜୀ , ଏନ୍ ୟୁ ଯେ ର ସମ୍ପାଦକ ଅଜୟ ସାହୁ ,ଯାଜପୁର ମୁନିସିପାଲିଟି ଅଧ୍ୟକ୍ଷl ସଂଗୀତା ପିଙ୍ଗୁଆ, ନେସନାଲ୍ ସ୍କୁଲ ଅଫ୍ ଜର୍ଣ୍ଣାଲିଷ୍ଟ ର ଜିତେନ୍ଦ୍ର ଅଗସ୍ତି ପ୍ରମୁଖ ମଞ୍ଚାସୀନ ରହି ସାମ୍ବାଦିକଙ୍କ ଏକତା ଓ ଅଖଣ୍ଡତା ବଜାୟ ରଖିବ ଉପରେ ନିଜର ପ୍ରତିକ୍ରିୟା ରଖିଥିଲେ l
କାର୍ଯ୍ୟକ୍ରମ କୁ ସାମ୍ବାଦିକ ଚିନ୍ତାମଣି ପାଢୀ ପରିଚାଳନା କରିଥିଲେ l

ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ରୁ ଏସ୍ ୟୁ ଜେ ର ରାଜ୍ଯ ସମ୍ପାଦକ ମହେନ୍ଦ୍ର ଦର୍ଜି , ଏସ୍ ୟୁ ଜେ ର ଜିଲ୍ଲା ସଭାପତି ଗୋପବନ୍ଧୁ ସତପଥୀ ଓ ଏସ୍ ୟୁ ଜେ ର ଜିଲ୍ଲା ସମ୍ପାଦକ ରଘୁ ନନ୍ଦନ ସିଂହ ପ୍ରତିନିଧିତ୍ଵ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଏଥିରେ ଦେଶର 15 ଟି ରାଜ୍ୟରୁ ଡେଲିଗେଟସ୍ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସାମ୍ବାଦିକ ଓ ଏସ୍ ୟୁ ଜେ ର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like