-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନିଷାନ୍ ସାହିତ୍ୟ ସଂସଦର ଅଠାରି କବିତା ଆସର ଅନୁଷ୍ଠିତ

14-May-2023



ତୁଷୁରା (ପ୍ରେରଣା ଖବର )
ନିଷାନ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ମାତୃ ଦିବସରେ ଅଠାରି ଆଭାସି କବିତା ଆସର ନିଷାନ୍ ର ପ୍ରତିଷ୍ଠାତା ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ କବୟିତ୍ରୀ ତୃପ୍ତିମୟୀ ତ୍ରିପାଠୀ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ। ଏଥିରେ ବିଶିଷ୍ଟ କବୟିତ୍ରୀ ଶ୍ରୀମତୀ କସ୍ତୁରୀ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାତୃ ଦିବସର ମହତ୍ତ୍ବ ଉପରେ ଆଲୋକପାତ କରିଥିଲେ। ତତ୍ ସଂଗେ କୋସଲି ଛଟକା ଶ୍ରୋତା ମଣ୍ଡଳୀଙ୍କୁ ଶୁଣାଇ ମନ ମୋହିନେଇଥିଲେ। ସମ୍ମାନୀତ ଅତିଥି ଭାବେ କବୟିତ୍ରୀ ଆହ୍ଲାଦିନୀ ପାଣିଗ୍ରାହୀ ଦାଶ ଓ କବୟିତ୍ରୀ ସାବିତ୍ରୀ ସାହୁ ସ୍ବରଚିତ କବିତା ଶୁଣାଇ ସମସ୍ତଙ୍କୁ ବିସ୍ମିତ କରି ଦେଇଥିଲେ। କବିତା ଆସର ଶେଷରେ ଯୁଗ୍ମ ସଂପାଦକ ଯୁବକବି କୃଷ୍ଣେନ୍ଦୁ ହୋତା ଧନ୍ୟବାଦ ଅର୍ପଣ କରିଥିଲେ। କୋଷାଧ୍ୟକ୍ଷ ଦେବେନ୍ଦ୍ର ଭୋଇ, ବିଶିଷ୍ଟ କବି, କଣ୍ଠଶିଳ୍ପୀ, ଶିକ୍ଷାବିତ ନେପାଳ ଚନ୍ଦ୍ର ବାଗ,ସିରଜିନା ସଂପାଦକ ରାଜେନ୍ଦ୍ର ମହାନ୍ତି, ଘଣ୍ଟି ର ସଂପାଦକ ତରଣୀସେନ ମେହେର, ଓଡିଆ ଅଧ୍ୟାପିକା ଆର୍. ପୁଷ୍ପାଞ୍ଜଳି, ବିଶିଷ୍ଟ କବି ଦିଲୀପ କୁମାର ମିଶ୍ର, 
ବାଣୀପୁତ୍ର ଆଶୁତୋଷ ଠାକୁର, କବୟିତ୍ରୀ ଚନ୍ଦନା ତ୍ରିପାଠୀ, କବିତା ମିଶ୍ର,ଖୁସି ଶର୍ମା,ପ୍ରଦ୍ଯୁତ ହୋତା, ରାଜୀବ ପଟେଲ, ନରେନ୍ଦ୍ର ପଟେଲ, ସ୍ମାର୍ଟ୍ ଚିନ୍ମୟ, ଭକ୍ତ ବନ୍ଧୁ ସାହୁ, ବାଳ ମୁକୁନ୍ଦ ନିଆଲ, ନକୁଳ ସାହୁ, ଗୌରବ ଦୀପ, ଅଭିନବ ପଟ୍ଟନାୟକ, ପରକ୍ଷିତ ବରିହା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ପ୍ରତି ରବିବାର ଅଠାରି କବିତା ଆସର ଅନୁଷ୍ଠିତ ହେବ ବୋଲି ସଂପାଦକ ଶ୍ରୀ ଦାଶ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like