-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ସାଗର-୧୧କୁ ହରାଇ   ତ୍ରିରଙ୍ଗା ୟୁଥ କ୍ଲବ ବିଜୟୀ(ଆଜି ଆନ୍ୟା ଓ ସିଦ୍ଧିକ୍ଷ୍ୟା ମଧ୍ୟରେ ଲଢେ଼ଇ)

15-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ରବିବାର ଅନୁଷ୍ଟିତ ଷଷ୍ଠ ରାଉଣ୍ଡର ତୃତୀୟ ମ୍ୟାଚରେ ସାଗର-୧୧କୁ ହରାଇ ତ୍ରିରଙ୍ଗା ୟୁଥ କ୍ଲବ ବିଜୟୀ ହୋଇଛି ।ଟଚ ଜିଣି ତ୍ରିରଙ୍ଗା  ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୭ୱିକେଟ ହରାଇ ୬୧ରନ କରିଥିଲା ତାର ଜବାବରେ ସାଗର-୧୧ ୮ୱିକେଟ ହରାଇ ମାତ୍ର ୪୩ରନ କରିବାକୁ ସକ୍ଷମ ହୋଇଥିଲା ମ୍ୟାଚକୁ ମଣ୍ଟୁ ମୁଦୁଲି ଓ ଦାଶରଥି ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ଶ୍ରୀତମ ଦାସ,ଆଲୋକ ସେଠୀ ଏବଂ ମ୍ୟାଚର ଧାରାବିବରଣୀ ବୈରାଗୀ ପ୍ରଧାନ,ଶଶାଙ୍କ ଶେଖର ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖର ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିନିକା ଓକିଲ ସଂଘ ସଭାପତି ତଥା ଭବିଷ୍ୟ ଚାରିଟେବୁଲ ଟ୍ରଷ୍ଟ ମେନେଜିଂ ଡାଇରେକ୍ଟର ଶୁଧାଂଶୁ ଶେଖର ଦାଶ,ସ୍ଵତନ୍ତ୍ର ଅତିଥି ଭାବେ ଭବିଷ୍ୟ ଚାରିଟେବୁଲ ଟ୍ରଷ୍ଟ ଏକାଡେମୀ ମୁଖ୍ୟ ଡାକ୍ତର ଭବାନୀ ଶଙ୍କର ମେହେର, ବିନିକା ସ୍ପୋର୍ଟସ କ୍ଲବ ପୂର୍ବତନ କ୍ରିକେଟିୟର ତଥା ଡିସିବି ବ୍ୟାଙ୍କ ଡୁଙ୍ଗୁରିପାଲି ଶାଖା ପରିଚାଳକ ଅନିଲ କୁମାର ନାଏକ,ସମ୍ମାନିତ ଅତିଥି ଭବିଷ୍ୟ ଚାରିଟେବୁଲ ଟ୍ରଷ୍ଟ ଏସିଷ୍ଟାଣ୍ଟ

ମେନେଜିଂ ଡାଇରେକ୍ଟର ସୁନିଲ ମେହେର ପ୍ରମୁଖ ଯୋଗଦେଇ ବିଜେତା/ଉପବିଜେତା ଦଳ,ମ୍ୟାନ ଅଫ ଦି ମ୍ୟାଚ ସୁରେଶ ଜଗଦଲା, ବେଷ୍ଟ ବୋଲର ଆଲ୍ଲା ନାଗାର୍ଜୁନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ସୋମବାର ଆନ୍ୟା ସ୍ପୋର୍ଟିଙ୍ଗ ବନାମ ସିଦ୍ଧିକ୍ଷା ରେବେଲସ ମଧ୍ୟରେ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଓକିଲ ସଂଘ ସଭାପତି ବିଧାନ ଚନ୍ଦ୍ର ପାଣିଗ୍ରାହୀ,ସ୍ଵତନ୍ତ୍ର ଅତିଥି ଭାବେ ଆଇନଜୀବୀ ତଥା ବିନିକା ପୁରୁଣା ବସଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଭାପତି ସନ୍ତୋଷ ପଣ୍ଡା,ସାମାଜିକ କର୍ମୀ ତଥା ଆଇନଜୀବୀ ସୁଜିତ କୁମାର ମିଶ୍ର,ସମ୍ମାନିତ ଅତିଥି ଭାବେ ଆସାମ ରାଇଫଲରେ କାର୍ଯ୍ୟରତ ସୈନିକ ସତ୍ୟ ନାରାୟଣ ଥାଟ୍ଟି,ସାମ୍ବାଦିକ ଅଶୋକ କୁମାର ପଣ୍ଡା ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like