-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବିଧବା ଶୁକାନ୍ତିଙ୍କ ଟଙ୍କା ହଡ଼ପ କରୁଛି କିଏ ?

15-May-2023



ଗ୍ରୀଷ୍ମ ଋତୁ ରେ ବାଟୋଇ ମାନଙ୍କର ତୃଷ୍ଣା ମେଣ୍ଟାଇବା ନିମନ୍ତେ ସରକାର କୋଟି କୋଟି ଟଙ୍କା ବିନିଯୋଗ କରି ପଞ୍ଚାୟତ ମାନଙ୍କ ଜରିଆରେ ଜଳଛତ୍ର ର ବ୍ୟବସ୍ଥା କରିଛନ୍ତି। କିନ୍ତୁ ପ୍ରଚଣ୍ଡ ରୁଦ୍ର ତାପରେ ରହି ଯେଉଁ ବ୍ୟକ୍ତି ମାନେ ଜଳଛତ୍ର ରେ ରହି ଲୋକଙ୍କୁ ପିଇବା ପାଣି ଯୋଗାଇ ଦେଉଛନ୍ତି ସେମାନଙ୍କୁ ପଞ୍ଚାୟତ ଅଧିକାରୀ ମାନେ ଶୋଷଣ କରୁଥିବା ଦେଖିବାକୁ ମିଳୁଛି। ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଳକ ବଡ଼ ସାଇମରା ପଞ୍ଚାୟତ ର ଅଣ୍ଡାଲଦରୋ ଗାଁ ରେ ବାଟୋଇ ପାଇଁ ଜଳଛତ୍ର ରେ ପାଣି ଯୋଗାଉଛନ୍ତି ଶୁକାନ୍ତି ବାଗ ।ଶୁକାନ୍ତି ବାଗ ଙ୍କ ସ୍ବାମୀ ବିଗତ ତିନି ବର୍ଷ ତଳେ ମୃତ୍ୟୁବରଣ କରିଥିବାବେଳେ ଆଜି ପର୍ଯ୍ୟନ୍ତ ସେ ବିଧବା ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ତାଙ୍କ ଝିଅକୁ ଅନ୍ୟତ୍ର ବାହା ଦେଇ ସେ ଏବେ ଏକାକୀ ବାସ କରୁଥିବା ବେଳେ ସରକାରୀ ସହାୟତା କହିଲେ ମାତ୍ର ଚାଉଳ ୫ କେଜି । ସେହି ପାଞ୍ଚ କିଲୋଗ୍ରାମ ଚାଉଳ ସେ କିପରି ମାସ ବିତାଉଛନ୍ତି ତାହା ଚିନ୍ତା କରନ୍ତୁ। ଏପରି କି ସେ ଦୁର୍ବଳ ଥିବା ଯୋଗୁଁ କେହି ତାକୁ ମୂଳ ଲାଗିବା ପାଇଁ ଡାକନ୍ତି ନାହିଁ ।ସେ ନିଜ ପେଟପାଟଣା ପାଇଁ ଖରାଦିନେ ଜଳଛତ୍ର ରେ ପାଣି ଯୋଗାଉଛନ୍ତି ହେଲେ ସେଠାରେ ତାଙ୍କୁ ଠିକ ମୂଲ୍ୟରେ ପ୍ରାପ୍ୟ ମିଳୁନାହିଁ। ତାଙ୍କ କହିବା ଅନୁଯାୟୀ ଗତବର୍ଷ ଏପ୍ରିଲ ୧ ରୁ ଜୁନ ୧୫ ପର୍ଯ୍ୟନ୍ତ ସେ ପାଣିଛତ୍ର ଦେଇଥିଲେ କିନ୍ତୁ ତାଙ୍କୁ ମାତ୍ର ଦଶ ହଜାର ଟଙ୍କା ପ୍ରଦାନ କରିଥିଲେ ସ୍ଥାନୀୟ ସରପଞ୍ଚ ଶୁକମଣୀ ପୁଟେଲ । ସରକାରୀ ନିୟମାନୁସାରେ ଯେଉଁ ବ୍ୟକ୍ତି ଜଳଛତ୍ର ଦେଇଛି ତାକୁ ମନରେଗା ଯୋଜନାରେ ଯେପରି ଦୈନିକ ମଜୁରୀ ନିର୍ଦ୍ଧାରଣ କରିଛି ସେହି ପରିପ୍ରେକ୍ଷୀରେ ଦୈନିକ ମଜୁରୀ ଦିଆଯାଏ ଓ ଏହା ଏକାଉଣ୍ଟ୍ ମାଧ୍ୟମରେ ଦିଆଯିବାକୁ ଆଦେଶ କରାଯାଇଛି। କିନ୍ତୁ ସରପଞ୍ଚ ଓ ପିଇଓ ନିଜ ଲାଭ ପାଇଁ ହିତାଧିକାରୀ ମାନଙ୍କ ଏକାଉଣ୍ଟ୍ ନନେଇ ନିଜ ଏକାଉଣ୍ଟ୍ ରେ ଟଙ୍କା ଉଠାଇ ହଡ଼ପ କରିଥିବା ସ୍ପଷ୍ଟ ବାରି ହେଉଛି। ଏହାକୁ ମୁରିବାହାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଟିଟିଲାଗଡ ଉପଜିଲ୍ଲାପାଳ ଧ୍ୟାନ ଦେବା ସହ ଉଚିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।

(ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like