-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜ଼ିଲ୍ଲା ଫୁଟବଲ ଲିଗ ପାଇଁ ପ୍ରସ୍ତୁତି ବୈଠକ

15-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜ଼ିଲ୍ଲା କ୍ରୀଡା ସଂଘ ଆନୁକୂଲ୍ୟରେ ଜ଼ିଲ୍ଲା ଫୁଟବଲ ଲିଗ ପାଇଁ ଜ଼ିଲ୍ଲା କ୍ରୀଡା ସଂଘ କାର୍ଯ୍ୟାଳୟ ରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜ଼ିଲ୍ଲା କ୍ରୀଡା ସଂଘ ସମ୍ପାଦକ ପିୟୁଷ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକ ରେ ଜ଼ିଲ୍ଲା ର ଛଅ ଟି ବ୍ଳକ କୁ ଛଅ ଟି ଜୋନ ରେ ବିଭକ୍ତ କରି ପ୍ରତି ଜୋନ ରେ ମ୍ୟାଚ ଆୟୋଜନ କରାଯିବ ବୋଲି ସ୍ଥିର କରାଯାଇଛି l ଜୁଲାଇ ମାସ ପ୍ରଥମ ସପ୍ତାହ ରେ ଅନୁଷ୍ଠିତ ଏହି  ଫୁଟବଲ ଲିଗ  ର ଖେଳରେ ଗ୍ରାସରୁଟ ରୁ କିଭଳି ଭଲ ଖେଳାଳୀ ଆଗକୁ ଆସି ଜ଼ିଲ୍ଲା ତଥା ରାଜ୍ୟସ୍ତରରେ ପ୍ରତିନିଧିତ୍ୱ କରିପାରିବେ ଏ ବିଷୟ ରେ ଗୁରୁତ୍ୱlରୋପ ଦିଆ ଯାଇଥିଲା l ଟାଉନଓ ବ୍ଳକର ସମସ୍ତ  ଫୁଟବଲ କ୍ଲବର କ୍ୟାପଟେନ, କୋଚ ଓ ମ୍ୟାନେଜର ଉପସ୍ଥିତ ଥିବା ବେଳେ ଭେଟେରାନ ଖେଳାଳୀ ଚିତ୍ତ ରଞ୍ଜନ ତରା଼ସିଆ, ଫୁଟବଲ ସମ୍ପାଦକ ରାଜୀବ କୁମାର ସାହୁ, ଆଦିତ୍ୟ କିଶୋର ଦାନୀ, ପୁରୋଷୋତ୍ତମ ପାଣିଗ୍ରାହୀ,

ବଳରାମ ପଟ୍ଟନାୟକ, ସୁଭାଷ ବିଶ୍ଵାଳ, ଜିତେନ୍ଦ୍ର ସାହୁ, ଗୌରୀଶ୍ୟାମ ପଣ୍ଡା, କଳାକାଁହୁ ବାଘ, ଦିଗାମ୍ବର  ଶତପଥୀ, ସତ୍ୟ ନାରାୟଣ ରାଓ, କମଳା ସାହୁ, ପିଣ୍ଟୁ ପଣ୍ଡା, କୋଚ କଲିମ ମହମ୍ମଦ, ଚନ୍ଦନ ବେହେରା, ଲିପୁନ ପଧାନ, କୋଚ ସୁରଟି ଦୀପ, ସନତ ହୋତା, କିରଣ ନାଏକ, ରାଜେଶ ଥନାପତି, ଗୁରୁ ଦଳାଇଙ୍କ ସମେତ ଜ଼ିଲ୍ଲା କ୍ରୀଡା ସଂଘର ସମସ୍ତ ସଦସ୍ୟ ଯୋଗ ଦେଇ ଫୁଟବଲ ଖେଳ ଓ ଖେଳାଳୀଙ୍କ ଉନ୍ନତି ପାଇଁ  ବିଭିନ୍ନ ମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like