-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ପାଚିକା ସହାୟିକା ଙ୍କ 16 ଦଫା ଦାବୀପତ୍ର ପ୍ରଦାନ

15-May-2023



ଲୋଇସିଂହା, (ବିନୋଦ କୁମାର ଦୀପ) ନିଖିଳ ଓଡିଶା ଏମଡିଏମ ପାଚିକା ସହାୟିକା ସଂଘ ପକ୍ଷରୁ ଲୋଇସିଂହା ବ୍ଲକ ଶିକ୍ଷା ଅଧିକାରୀ ଙ୍କ ଜରିଆରେ ଓଡିଶା ଶିକ୍ଷାମନ୍ତ୍ରୀ ଙ୍କୁ ବିଭିନ୍ନ ସମସ୍ୟାକୁ ନେଇ ବିଇଓ ଙ୍କ ଅନୁପସ୍ଥିତି ରେ ଏବିଇଓ ଟଙ୍କଧର ଭୋଇ ଙ୍କୁ 16 ଦଫା ଦାବୀପତ୍ର ପ୍ରଦାନ l ପାଚିକା ସହାୟିକା ସଂଘ ଜିଲ୍ଲା ସଭାପତି ପାଣ୍ଡଵ ଭୋଇ ଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ପାଚିକା ସହାୟିକା ଙ୍କ ମୁଖ୍ୟ ଦାବୀହେଲା 2009 ଡିସେମ୍ବର ରୁ 2012 ମାର୍ଚ୍ଚ ପର୍ଯ୍ୟନ୍ତ କାମ କରିଥିବା ସମସ୍ତ ପାଚିକା ସହାୟିକା ଙ୍କ ନିର୍ଭୁଲ ତାଲିକା ପ୍ରସ୍ତୁତ କରି ମୃତକଙ୍କ ଉତ୍ତରାଧିକାରୀଙ୍କୁ ଓ ଅବସର ପ୍ରାପ୍ତ ପାଚିକାଙ୍କୁ ବିଦ୍ୟାଳୟ ରୁ ବାଦ ପଡ଼ିଥିବା ସମସ୍ତ ପାଚିକାଙ୍କୁ 28 ମାସର ବର୍ଦ୍ଧିତ ବକେୟା ପାରିଶ୍ରମିକ ଅବିଳମ୍ବେ ପ୍ରଦାନ କରାଯାଉ l କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ 2009 ଡିସେମ୍ବର ଠାରୁ 2017 ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ 40% ଭାଗ ବକେୟା ପାରିଶ୍ରମିକ ପ୍ରଦାନ କରାଯାଉ l ପାଚିକା ମାନଙ୍କୁ ସରକାରୀ ମାନ୍ୟତା ଓ ମାସିକ ସର୍ବନିମ୍ନ 26 ହଜାର ଟଙ୍କା ପ୍ରଦାନ କରାଯାଉ l

ସ୍କୁଲ ବନ୍ଦ, ସ୍କୁଲ ମିଶ୍ରଣ ଫଳରେ ବାଦ ପଡ଼ିଥିବା ସମସ୍ତ ପାଚିକାଙ୍କୁ ଅନ୍ୟତ୍ର ନିଶ୍ଚିତ ନିଯୁକ୍ତି ଦିଆଯାଉ l ପିଲାସଂଖ୍ୟା କମ ପାଇଁ ବନ୍ଦ ହୋଇଥିବା 966 ଓ 14379 ପ୍ରାଥମିକ ବିଦ୍ୟାଳୟକୁ ତୁରନ୍ତ ଖୋଲାଯାଇ ପାଚିକା ମାନଙ୍କୁ ନିଯୁକ୍ତି ଦିଆଯାଉ l ପାଚିକାମାନଙ୍କୁ 10 ମାସ ପରିବର୍ତ୍ତେ 12 ମାସ ର ପାରିଶ୍ରମିକ ପ୍ରଦାନ କରିବା ସହିତ 2022 ମଇ, ଜୁନ ମାସରେ କାମ କରିବା ସମସ୍ତ ପାଚିକାଙ୍କୁ ପାରିଶ୍ରମିକ ପ୍ରଦାନ କରାଯାଉ l ଅବସରକାଳୀନ ବୟସ ସୀମା 62 କୁ ବୃଦ୍ଧି କରିବା ସହିତ 60 ବର୍ଷ ପରେ ବାଦ ପଡ଼ିଥିବା ପାଚିକାଙ୍କୁ ଅଵସର କାଳୀନ ଭତ୍ତା ପ୍ରଦାନ କରାଯାଉ l ପାଚିକା ମାନଙ୍କର 4 ବର୍ଷ ର ବକେୟା ଶାଢ଼ୀ ପ୍ରଦାନ ସହିତ ବର୍ଷକୁ ୨ ହଲ ଶାଢ଼ୀ ପ୍ରଦାନ, ସାମାଜିକ ନିରାପତ୍ତା, ବୀମାଭୁକ୍ତ କରାଯାଉ l ବିଭିନ୍ନ ସ୍କୁଲରେ  ନୂତନ ଭାବେ ନିଯୁକ୍ତି ପାଉଥିବା ପାଚିକାଙ୍କୁ ନିଯୁକ୍ତି ଦିନଠାରୁ ପାରିଶ୍ରମିକ ପ୍ରଦାନ କରାଯାଉ l ଏହି ଦାବିପତ୍ର ସମୟରେ ଉପସ୍ଥିତ ସମ୍ପାଦକ ଶ୍ରୀମତୀ ମାଧବ କାଲତା, ଶ୍ରମିକ ନେତା ଶ୍ରୀ ଗୋପାଳ ଭୋଇ, ସହ ଲୋଇସିଂହା ର ସମସ୍ତ ପାଚିକା ସହାୟିକା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like