-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକ କାର୍ୟାଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ।

15-May-2023



ବଲାଙ୍ଗିର  (ଦେବାଶିଷ ବହିଦାର)  ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ପୁଇଁତଲା ବ୍ଲକ କାର୍ୟାଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ  ,  ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ବଲାଙ୍ଗିର ଉପ –ଜିଲ୍ଲାପାଳ କୁମାର ନାଗଭୂଷଣ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ପୁଇଁତଲା  ବିଡିଓ ,ତହସିଲଦାର ପ୍ରମୁଖ  ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୪୨  ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୩୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୦୭  ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଅତିରିକ୍ତ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମ ଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ଗ୍ରାମର ସଂଜୀବ କୁମାର ସାହୁ ଓ ସବ୍ୟା ସାହୁ ଙ୍କୁ  ଏବଂ ଆଗଲପୁର ବ୍ଲକ ଅନ୍ତର୍ଗତ ରେଙ୍ଗାଲି ,ବୁଦୁଳା ଗ୍ରାମର ହେମନ୍ତ କୁମାର ପଟେଲ ଓ ଶୁଶିଳା ପଟେଲ ଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ର ଚେକ ପ୍ରଦାନ କରାଯାଇଥିଲା ।ମଧୁବାବୁ ପେନସନ ଯୋଜନା ଜରିଆରେ ୨ ଜଣ ହିତାଧିକାରୀ ଙ୍କୁ ବିଧବା ଭତ୍ତା ମଞ୍ଜୁର କରାଯାଇଥିଲା ।  ସେହିପରି  ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ତୁଲଣ୍ଡି ଗ୍ରାମର ଭାଗ୍ୟସିନୀ ମିଶ୍ର ଓ ଆଗଲପୁର ବ୍ଲକ ଅନ୍ତର୍ଗତ  ହଳଦୀପଦର ,ବୁଦୁଳା ଗ୍ରାମର ସତ୍ୟବତୀ ନାଗ ଙ୍କୁ ୧୦ ହଜାର ଟଙ୍କା ର ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like