-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

15-May-2023



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି,ସାମୁହିକ ଦରଖାସ୍ତ ୧୫ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବୀରମହାରାଜପୁର
ଶ୍ରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି -ଇଂ ଦାମୋଦର କୈବର୍ତ୍ତ ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like