-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଶ୍ରୀନିବାସ ଉଦ୍ଗାତାଙ୍କୁ ନାଗରିକ ସମ୍ବର୍ଦ୍ଧନା

15-May-2023



ବଲାଙ୍ଗୀର,  ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡଃ ଶ୍ରୀନିବାସ ଉଦ୍‌ଗାତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ମର୍ଯ୍ୟାଦାଜନକ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପଦାନ କରିବା ପରେ ଶ୍ରୀ ଉଦ୍‌ଗାତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଉଛି । ଏହି କ୍ରମରେ ଆଜି  ଆଜି ସ୍ଥାନୀୟ ଟାଉନ ବାଳିକା ବିଦ୍ୟାଳୟ ଠାରେ ଡ. ଶ୍ରୀ ଉଦ୍‌ଗାତାଙ୍କୁ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି ଅବସରରେ କବି ତଥା ସାମ୍ବାଦିକ ସନ୍ଦୀପ କୁମାର କୁଅଁରଙ୍କ ସଂଯୋଜନାରେ ତଥା ସାମ୍ବାଦିକ ବୀରେନ୍ଦ୍ର ଝାଙ୍କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ନାଗରିକ ସମ୍ବର୍ଦ୍ଧନା ଉତ୍ସବରେ  ବଲାଙ୍ଗୀରର ବହୁ ସାହିତ୍ୟ ଓ ସାମାଜିକ ଅନୁଷ୍ଠାନ ତଥା ବ୍ୟକ୍ତିବିଶେଷଙ୍କ ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସଭା ପ୍ରାରମ୍ଭରେ ନଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ନିଜ ବକ୍ତବ୍ୟରେ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗତାଙ୍କ ସଂଘର୍ଷମୟ ସାରସ୍ୱତ ଜୀବନ ଯାତ୍ରା ଓ ସାହିତ୍ୟ ସାଧାନ ବିଷୟରେ ଆଲୋକପାତ କରିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗୀର ନାଗରିକ କମିଟି, ଜିଲ୍ଲା ସାମ୍ବାଦିକ ସଂଘ, ବିଙ୍ଗ୍ ହ୍ୟୁମେନ ଫାଉଣ୍ଡେସନ, ପୁଇଁନ୍ତଳା ସମ୍ବାଦ ସାହିତ୍ୟ ଘର, ପଲ୍ଲୀ ଆଲୋକ ପାଠାଗାର, ନାଟ୍ୟଗ୍ରାମ ଅନୁଷ୍ଠାନ,  ସାହିତ୍ୟ ଅନୁଷ୍ଠାନ ରଚନା, ତହଁକ କୁଟୁମ୍‌, ପୂଜ୍ୟ ପୂଜା ସେବା ସଂସଦ, ଆଦ୍ୟଶକ୍ତି ନାରୀ ସଂଗଠନ ସାପ୍ତାହିକ  ଜନସମ୍ବାଦ ଆଦି ଅନୁଷ୍ଠାନ ତରଫରୁ ଡ. ଉଦ୍‌ଗାତାଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

ନାଗରିକ କମିଟିର ସଂପାଦକ ମନୋରଂଜନ ସାହୁ, ସାହିତ୍ୟିକ ଭାଗିରଥୀ ମିଶ୍ର, ଡ. ପ୍ରହଲ୍ଲାଦ ଶତପଥୀ ପ୍ରମୁଖ ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ଲମ୍ବା ସାହିତ୍ୟ ଜୀବବନର ବିଭିନ୍ନ ଦିଗ ଉପରେ ଆଲୋକପାତକରିଥିଲେ । ସଭା ଶେଷ ରେ ବ୍ୟାସଦେବ ନନ୍ଦ ଧନ୍ଯବାଦ ଅର୍ପଣ କରିଥିଲେ l
ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କ ତାଙ୍କର ଜୀବନବ୍ୟାପୀ ସାହିତ୍ୟ ସାଧନା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଅତିବଡି ଜଗନ୍ନାଥ ଦାସ ସମ୍ମାନ ମିଳିଛି । ସୂଚନାଯୋଗ୍ୟ ଯେ ଏଜାବତ ସାହିତ୍ୟ ଭଣ୍ଡାରକୁ ଶ୍ରୀନିବାସ ଉଦ୍‌ଗାତ ଭେଟି ଦେଇଛନ୍ତି ମୋଟ ୩୨୪ ଖଣ୍ଡ କାଳଜୟୀ ପୁସ୍ତକ । ଏହି ପରିଣତ ବୟସରେ ମଧ୍ୟ ତାଙ୍କର ଲେଖନୀ ମୂନ ଥମି ନାହିଁ । ଭାଷା ସାହିତ୍ୟ ପ୍ରତି ସମର୍ପିତ ଶ୍ରୀନିବାସ ଉଦଗାତା ଙ୍କୁ ଏବେ ଅତିବଡି ଜଗନ୍ନାଥ ଦାସ ପୁରସ୍କାର ମିଳିବା ବିଷୟ  ନା ଯେ କେବଳ ବଲାଙ୍ଗୀର ବରଂ  ସମଗ୍ର ଓଡ଼ିଶା ପାଇ ଗର୍ବ ଓ ଗୌରବର ବିଷୟ । 'ପ୍ରେରଣା'ପରିବାର ତରଫରୁ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କ ଏକ ନିରାମୟ ଓ ସୁସ୍ଥ ଜୀବନ କାମନା କରାଯାଉଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like