-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ରାଜଧାନୀରେ ସଂସ୍କୃତି ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ତଥା ଯାଦୁକର ଉଦ୍ଧବ ପଧାନ

16-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ଭୁବନେଶ୍ୱରର ସାମାଜିକ ସାଂସ୍କୃତିକ ଅନୁଷ୍ଠାନ କଳାଭୂମି ପଣା ସଂକ୍ରାନ୍ତି ଠାରୁ ଏକମାସ ଧରି ପଟିଆ ବିଗବଜାର ଛକ ଠାରେ ଦହିପଣା, ସର୍ବତ, ଗ୍ଲୁକୋଜ ଆଦି ବଣ୍ଟନ କରି ଆସୁଥିଲା l ଓଡ଼ିଆ ପରମ୍ପରା ଭିତ୍ତିକ ଏହି ସାମୂହିକ ପଣl ବଣ୍ଟନ ପର୍ବର ଉଦଯପନୀ ଉତ୍ସବ ଓ ଜଣେ ଅସହାୟ କର୍କଟ ପୀଡିତ ଶିଶୁକୁ ସମାଜମଙ୍ଗଳ ହୁଣ୍ଡୀ ମାଧ୍ୟମରେ ଆର୍ଥିକ ସହାୟତା ପ୍ରଦାନ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆଇଟି ବିଭାଗ ଅଧ୍ୟାପକ ତଥା ମେଣ୍ଟାଲିଷ୍ଟ ମ୍ୟାଜିସିଆନ ଉଦ୍ଧବ ପଧାନଙ୍କୁ ସଂସ୍କୃତି ସେବା ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି l କଳାଭୂମି, ଓଡିଶାର ଅଧ୍ୟକ୍ଷ ଯୁବ ବଂଶୀବାଦକ ପ୍ରମୋଦ ପତିଙ୍କ ସଭାପତିତ୍ୱରରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ ରାଉତ ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଯୋଗଦେଇ କଳାଭୂମିର ଏହି କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ l ସମ୍ମାନିତ ଅତିଥିଭାବେ ଉକ୍ତ ୱାର୍ଡ ର କର୍ପୋରେଟର ମିହିର କୁମାର ରାଉତ, ଏସିପି ବିଷ୍ଣୁ ପ୍ରସାଦ ପାତ୍ର, ବିଜେପି ନେତା ପବିତ୍ର ମୋହନ ଦାସ, ପ୍ରଯୋଜକ ଶ୍ରୀଧର ମାର୍ଥା, ବାପୁ ଓଝା ପ୍ରମୁଖ ଯୋଗ ଦେଇଥିଲେ । ବିଶେଷକରି ଚଉରା ଉପରେ ଠେକି ରଖି ସେଥିରେ ପାଣି ଢାଳି କାର୍ଯ୍ୟକ୍ରମ ଆରମ୍ଭ ପ୍ରକ୍ରିୟା ସମସ୍ତ ଙ୍କୁ ଆକର୍ଷିତ କରିଥିଲା । ଭାଗବତର ପ୍ରଚାର ପ୍ରସାର ପାଇଁ କଳାଭୂମି ଯେଉଁ ପଦକ୍ଷେପ ନେଇଛି ତାକୁ ସମ୍ପୂର୍ଣ ସହଯୋଗ କରିବେ ବୋଲି ବିଧାୟକ ସୁଶାନ୍ତ ରାଉତ ପ୍ରତିଶୃତି ଦେଇଥିଲେ । କାର୍ଯ୍ୟକ୍ରମକୁ ଇଂ. ମିଳନ ଘଟୁଆରୀ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like