-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ଆନ୍ୟା ସ୍ପୋର୍ଟିଙ୍ଗକୁ ହରାଇ ସିଦ୍ଧୀକ୍ଷା କ୍ୱାଲିଫାୟାରକୁ ପ୍ରବେଶ(ଆଜି ପିସିସି ବନାମ ଅତୁଳ-୧୧ ମଧ୍ୟରେ ମୁକାବିଲା)

16-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ସୋମବାର ଅନୁଷ୍ଟିତ ସପ୍ତମ ରାଉଣ୍ଡର ପ୍ରଥମ ମ୍ୟାଚରେ ଅନ୍ୟା ସ୍ପୋର୍ଟିଙ୍ଗକୁ ହରାଇ ସିଦ୍ଧିକ୍ଷା ରେବେଲସ ଦ୍ଵିତୀୟ ଦଳ ଭାବେ କ୍ୱାଲିଫାୟାରକୁ ପ୍ରବେଶ କରିଛି।ଟଚ ଜିଣି ସିଦ୍ଧିକ୍ଷା ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ସମସ୍ତ ୱିକେଟ ହରାଇ ୬୯ରନ କରିଥିଲା ତାର ଜବାବରେ ଆନ୍ୟା ସ୍ପୋର୍ଟିଙ୍ଗ ମାତ୍ର ୫୮ରନ କରି ପରାଜିତ ହୋଇଥିଲା । ମ୍ୟାଚକୁ ମଣ୍ଟୁ ମୁଦୁଲି ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ରୀନ୍ତୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧାରାବିବରଣୀ ମାନସ ରଞ୍ଜନ ଦାଶ,ଶଶାଙ୍କ ଶେଖର ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଓକିଲ ସଂଘ ସଭାପତି ବିଧାନ ଚନ୍ଦ୍ର ପାଣିଗ୍ରାହୀ,ସ୍ଵତନ୍ତ୍ର ଅତିଥି ଆଇନଜୀବୀ ତଥା ବିନିକା ପୁରୁଣା ବସଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଭାପତି ସନ୍ତୋଷ ପଣ୍ଡା,ଆଇନଜୀବୀ ତଥା ସମାଜସେବୀ ସୁଜିତ କୁମାର ମିଶ୍ର,ସମ୍ମାନିତ ଅତିଥି ଭାରତୀୟ ସ୍ଥଳ ବାହିନୀ ଆସାମ ରାଇଫଲ ଜବାନ ସତ୍ୟ ନାରାୟଣ ଥାଟି,ସାମ୍ବାଦିକ ଅଶୋକ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ବିଜେତା/ଉପ ବିଜେତା ଦଳ,ମ୍ୟାନ ଅଫ ଦି ମ୍ୟାଚ ଅଭି ମେହେର,ବେଷ୍ଟ ବ୍ୟାଟ୍ସମ୍ୟାନ

ସୁଧାଂଶୁ ନାୟକ,ବେଷ୍ଟ ବୋଲର ଅନିଲଙ୍କୁ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା ମଙ୍ଗଳବାର ଅପରାହ୍ନରେ ଅତୁଳ-୧୧ ବନାମ ପିସିସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ । ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ପୁରସ୍କାର ପ୍ରଦାନ ନିମନ୍ତେ ମୁଖ୍ୟଅତିଥି ଭାବରେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ସମ୍ମାନିତ ଅତିଥି ଭାବେ ବିନିକା-ଫୁଲମୁଠୀ ମହିଳା ଜୁନିଅର କଲେଜ ଗୃହ ବିଜ୍ଞାନ ଅଧ୍ୟାପିକା ବୈଜୟନ୍ତୀ ସାହୁ,ଖେଳ ଶିକ୍ଷୟତ୍ରୀ ବିନ୍ଦୁଲତା କର,ବିଶିଷ୍ଟ କବିୟତ୍ରୀ ଗୀତାଞ୍ଜଳି ମିଶ୍ର,ବିନିକା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ବିନ୍ଦୁ ଲୋହାର ପ୍ରମୁଖ ଯୋଗଦେବେ   ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like