-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଧ୍ଵଂସ ମୁଖରୁ ବର୍ତିଲା ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ

16-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଆଜି ଭୋର ସକାଳୁ ବିନିକାର  ଐତିହାସିକ ପର୍ଯ୍ୟଟନସ୍ଥଳୀ ପାପକ୍ଷୟ ପରିସରର ବିଭିନ୍ନ ସ୍ଥାନରେ ଏବଂ ପରିସର ଭିତରେ ଥିବା ବହୁ ପୁରାତନ ବରଗଛ କୋରଡ ମାନଙ୍କରେ ନିଆଁ ଲାଗି ଧୁ ଧୂ ହୋଇ ଜଳୁଥିବା ସାଧାରଣ ଲୋକେ ଦେଖିବାକୁ ପାଇଥିଲେ  ।ଖବର ପ୍ରଚାରିତ ହେବା ପରେ ପର୍ଯ୍ୟଟନ ସ୍ଥଳୀ ରେ ଲୋକଙ୍କ ନାହିନଥିବା ଭିଡ ଜମି ଥିଲା ନିକଟ ପାପକ୍ଷୟ ଘାଟରୁ ଲୋକେ ପାଣି ସଂଗ୍ରହ କରି ଲିଭାଇବାକୁ ଚେଷ୍ଟା କରିଥିଲେ ।ପରେ ଖବର ପାଇ ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ,ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ

କରିବାରେ ସଫଳ ହୋଇଥିଲେ । ଅଞ୍ଚଳବାସୀଙ୍କ ଭାବାବେଗ ସହ ଜଡ଼ିତ ଏବଂ ପର୍ଯ୍ୟଟକଙ୍କ ପାଇଁ ଆକୃଷ୍ଟ ଏହି ଐତିହାସିକ ପୀଠ ଧ୍ଵଂସ ମୁଖରୁ ବର୍ତ୍ତି ଯାଇଛି ।କେଉଁ ଦୁର୍ବୃତ୍ତଙ୍କ ଦ୍ଵାରା ଏହି କାମ ହୋଇଛି ସ୍ଥାନୀୟ ପ୍ରଶାସନ ତା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜନସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like