-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଆଦର୍ଶ ଗୁହାଳ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ସୁଦ୍ଧା ପାଉଣା ପାଇବାରୁ ବଞ୍ଚିତ ହିତାଧିକାରୀ

16-May-2023



ଗାଈ ଗୋରୁ ଛେଳି ମେଣ୍ଢା ରଖିଥିବା ବ୍ୟକ୍ତିଙ୍କ ପାଇଁ ସରକାର ମନରେଗା ଯୋଜନାରେ ଆଦର୍ଶ  ଗୁହାଳ ନିର୍ମାଣ କରିବାକୁ ଷାଠିଏ ହଜାର ରୁ ଉର୍ଦ୍ଧ୍ବ ଟଙ୍କା ଦେଉଥିବା ବେଳେ ବ୍ଳକ ଓ ପଞ୍ଚାୟତ ଅଧିକାରୀ ମାନେ ହିତାଧିକାରୀ ମାନଙ୍କ ଠାରୁ ପାଞ୍ଚ ରୁ ଦଶ ହଜାର ଟଙ୍କା ଲାଞ୍ଚ ନେଉଥିବା ଶୁଣିବାକୁ ମିଳୁଛି। କିନ୍ତୁ ଆଦର୍ଶ ଗୁହାଳ ନିର୍ମାଣ କରୁଥିବା ବ୍ୟକ୍ତି ଙ୍କ ଠାରୁ ଅଧା ଟଙ୍କା ଗ୍ରାମ ରୋଜଗାର ସେବକମାନେ ହଡ଼ପ କରୁଥିବା ମଧ୍ୟ ଅଭିଯୋଗ ଆସୁଛି। ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଳକ ଚଣାବାହାଲ ପଞ୍ଚାୟତ କୁମ୍ଭାରୀ ଗାଁ ର ଘନଶ୍ୟାମ ମହାକୁର ପିତା, ହରିବନ୍ଧୁ ମହାକୁର ମୁରିବାହାଲ ବ୍ଳକ ଠାରୁ ୨୨/୦୪/୨୧ ତାରିଖ ରେ ଗାଈ ଗୁହାଳ ନିର୍ମାଣ ପାଇଁ ଆଦେଶ ପାଇଥିଲେ। ସିଧାସଳଖ ତାଙ୍କ ନାଁ ରେ ୬୬୦୦୦ ହଜାର ଟଙ୍କା ପ୍ରଦାନ କରାଯାଇଛି ବୋଲି ଆଦେଶନାମା ରେ ଦର୍ଶାଯାଇଛି। ନିୟମ ମୁତାବକ ସେ ଗାଈ ଗୁହାଳ ନିର୍ମାଣ କାର୍ଯ୍ୟ ଶେଷ କରିଥିବା ବେଳେ ତାଙ୍କୁ ମାତ୍ର ତିରିଶ ହଜାର ଟଙ୍କା ପ୍ରଦାନ କରାଯାଇଥିବା ସେ କହିଛନ୍ତି ଓ ଆହୁରି ଛଅଷଠି ହଜାର ଟଙ୍କା ତାଙ୍କୁ ମିଳିନଥିବାରୁ ସେ ନ୍ୟାୟ ପାଇଁ ଜିଲ୍ଲାପାଳ ଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଦୁଇ ବର୍ଷ ପରେ ସେ ପାଉଣା ନପାଇବା ଯୋଗୁଁ ବାରମ୍ବାର ପଞ୍ଚାୟତ ଓ ବ୍ଲକ ପ୍ରଶାସନ ର ଦ୍ବାରସ୍ଥ ହୋଇ ହଇରାଣ ହେଉଛନ୍ତି ‌। ପ୍ରକୃତରେ କିଏ ତାଙ୍କ ବକେୟା ଟଙ୍କା ହଡ଼ପ କରିଛି ତାହା ପ୍ରତି ବଲାଙ୍ଗିର ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ଉଚିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


(ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like