-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ରାଜ୍ୟ

ବଢିଲା ହରଡ଼ ଡାଲି ଦର, କ୍ଵିଣ୍ଟାଲ ପିଛା ବଢ଼ିଛି ୫୦୦ ଟଙ୍କା, ଦର ନିୟନ୍ତ୍ରଣକୁ ଆଖି ବୁଜିଦେଉଛନ୍ତି କେନ୍ଦ୍ର ସରକାର

16-May-2023



ଭୁବନେଶ୍ବର : ବଢିଲା ହରଡ଼ ଡାଲି ଦର। କ୍ଵିଣ୍ଟାଲ ପିଛା ବଢ଼ିଛି ୫୦୦ ଟଙ୍କା। ଦର ନିୟନ୍ତ୍ରଣକୁ ଆଖି ବୁଜିଦେଉଛନ୍ତି କେନ୍ଦ୍ର ସରକାର। ମହଙ୍ଗା ଡାଲି ଦର ଯୋଗୁ ହନ୍ତସନ୍ତ ଖାଉଟି। ଦରବୃଦ୍ଧିକୁ ନିନ୍ଦା କଲା ରାଜ୍ୟ ବ୍ୟବସାୟୀ ମହାସଂଘ। ଓଡ଼ିଶା ବଜାରରେ ହରଡ଼ ଡାଲିର ପାଇକରି ଦର କିଲୋ ପିଛା ୧୧୦ ଟଙ୍କାରୁ ୧୨୮ ଟଙ୍କା। ପୂର୍ବରୁ କିଲୋ ପିଛା ପାଇକରୀ ଦର ଥିଲା ୯୫ ଟଙ୍କାରୁ ୧୧୦ ଟଙ୍କା। ରାଜ୍ୟ ବ୍ୟବସାୟୀ ମହାସଂଘ ମହାସଚିବ ସୁଧାକର ପଣ୍ଡାଙ୍କ ପ୍ରତିକ୍ରିୟା। ଚଳିତ ବର୍ଷ ହରଡ଼ ଡାଲି ଉତ୍ପାଦନ ୧୦ ପ୍ରତିଶତ କମ ହୋଇଛି। ଏହାର ସୁଯୋଗ ନେଇ ଅସାଧୁ ଭାବେ କର୍ପୋରେଟ ମଲ୍ ମଲିକ ଡାଲି ହୋର୍ଡ଼ିଂ କରୁଛନ୍ତି।  ସେମାନଙ୍କ ଉପରେ କିଛି ବି ଅଙ୍କୁଶ ଲଗାଉ ନାହାନ୍ତି କେନ୍ଦ୍ର ସରକାର। ଫଳରେ  ୧୫  ଦିନ ଭିତରେ ଡାଲି ଦର ଅହେତୁକ ଭାବେ ବଢ଼ିଚାଲିଛି। ମାତ୍ର ୧୦ ପ୍ରତିଶତ ଉତ୍ପାଦନ କମ୍ ପାଇଁ ଦର ବୃଦ୍ଧି ଆବଶ୍ୟକତା ବା ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like