-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||     

HOME   ଜିଲ୍ଲା

ଶିକ୍ଷକତା ରୁ ଶିକ୍ଷାସେବା

16-May-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଚଳିତ ବର୍ଷ ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡିଶା ଏଜୁକେସନ ସର୍ଭିସ (ଓଇଏସ୍) ପରୀକ୍ଷାରେ ବଲାଙ୍ଗୀର ଜିଲ୍ଲା ଆଗଳପୁର ଅନ୍ତର୍ଗତ ରେଙ୍ଗାଲି ଗ୍ରାମର ଶ୍ରୀଯୁକ୍ତ ଘନଶ୍ୟାମ ମେହେରଙ୍କ ପୁତ୍ର ଶ୍ରୀଯୁକ୍ତ ରୁଷିଆ ମେହେର ସଫଳତାର ସହିତ ଉତ୍ତୀର୍ଣ୍ଣ ହୋଇଛନ୍ତି l ସେ ପୂର୍ବରୁ ଆଗଲପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଥିଲେ ଓ ବର୍ତ୍ତମାନ ଓଡିଶା ଆଦର୍ଶ ବିଦ୍ୟାଳୟ,ଏମ୍.ଗଣ୍ଡପାଲି ବିଜେପୁରରେ ସାମାଜିକ ବିଜ୍ଞାନ ଶିକ୍ଷକ ରୂପେ କାର୍ଯ୍ୟରତ l ତାଙ୍କର ଏହି ସଫଳତା ପାଇଁ ଗ୍ରାମବାସୀ,ଅଭିଭାବକ ଓ ଶିକ୍ଷକ ମହଲରୁ ପ୍ରଶଂସାର ସୁଅ ଛୁଟୁଛି । ଏହି ଖବର ପାଇ ରେଙ୍ଗାଲି ଗ୍ରାମ ତଥା ଆଖାପାଖି ଅଂଚଳରେ ଖୁସିର ଲହରୀ ଖେଳି ଉଠିଛି l ଶିକ୍ଷକତାରୁ କିପରି ଶିକ୍ଷା ସେବା ପର୍ଯ୍ୟନ୍ତ ସୁଦୂର ପଥ କଠିନ ପରିଶ୍ରମ ବଳରେ ଅତିକ୍ରମ କରିଛନ୍ତି, ତାହା ଯୁବ ପିଢ଼ି ପାଇଁ ବର୍ତମାନ ପ୍ରେରଣାର ଉତ୍ସ l ତାଙ୍କର ଏହି ସଫଳତା ପାଇଁ ପିତାମାତା,ପତ୍ନୀ,ଭାଇଭଉଣୀ,ତାଙ୍କୁ ଶିକ୍ଷାଦାନ କରିଥିବା ଶିକ୍ଷକବୃନ୍ଦ, ଗ୍ରାମର ସାଙ୍ଗସାଥି,ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସମସ୍ତ ସହକର୍ମୀ ଓ ଶୁଭଚିନ୍ତକ ମାନଙ୍କୁ ଶ୍ରେୟ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026

You Might Also Like