-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ମାଟିଲଗ୍ନା ସାହିତ୍ୟ ସଂସଦର ଆଭାଷୀ ଆଧ୍ୟାତ୍ମିକ ଆଲୋଚନା ଚକ୍ର

16-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମାଟିଲଗ୍ନା ସାହିତ୍ୟ ସଂସଦ ଆନୁକୁଲ୍ୟରେ ଗୁଗୁଲମିଟ୍ ମାଧ୍ୟମରେ ଏକ ଆଧ୍ୟାତ୍ମିକ ଆଲୋଚନା ଚକ୍ର ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମଦ୍ ଭଗବତ ଗୀତାରେ ଜୀବନ ଦର୍ଶନ ଶୀର୍ଷକ ଉପରେ ହୋଇଥିବା ଆଲୋଚନା ଚକ୍ରରେ ସଭାପତିତ୍ବ କରିଥିଲେ ଅନୁଷ୍ଠାନର ପ୍ରତିଷ୍ଠାତା  କିଶୋର ଚନ୍ଦ୍ର ପ୍ରଧାନ ।  ସାଧାରଣ ସମ୍ପାଦକ  ଶୁଭ୍ରାଂଶୁ ଶେଖର ପାଢ଼ୀ ମଞ୍ଚ ପରିଚାଳନା କରିବା ସହିତ ଗୀତା ସମ୍ପର୍କରେ ପ୍ରାକ୍ କଥନ ରଖିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରର  ସାମ୍ବାଦିକ  ଯୁଗଳ କିଶୋର ମିଶ୍ର, କଳାହାଣ୍ଡିର ବରିଷ୍ଠ କବି  ଭୁବନେଶ୍ୱର ପୁରୋହିତ, ଭଦ୍ରକ ଜିଲ୍ଲା ବାସୁଦେବପୁରର ଶିକ୍ଷୟତ୍ରୀ ସରସ୍ଵତୀ ବାରିକ୍ ଏବଂ ଭୁବନେଶ୍ବରର ବରିଷ୍ଠ କବି  ବଦ୍ରି ନାରାୟଣ ମହାନ୍ତି ପ୍ରମୁଖ ପ୍ରସଙ୍ଗ ଭିତ୍ତିକ ଆଲୋଚନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ  କୃଷ୍ଣଚନ୍ଦ୍ର ପାଢ଼ୀ, ଦ୍ଵିତୀକୃଷ୍ଣ ପଣ୍ଡା, ଯମୁନା ଦାଶ, ହୀରାବତୀ ସାହୁ, ମଧୁସ୍ମିତା ମିଶ୍ର, ନୀଳକାନ୍ତି ପଟ୍ଟନାୟକ, ନୁରାବତି ସାହୁ, ସରିତା ମହାନ୍ତି, ସବିତା ହୋତା , ସାଗରିକା ପଣ୍ଡା, ସ୍ନେହ ମିଶ୍ର, କିଶୋର ଚନ୍ଦ୍ର ତ୍ରିପାଠୀ, ନାରାୟଣ ଦଣ୍ଡସେନା , ନିରୁପମା ଶତପଥୀ, ସୁରେଶ ଚନ୍ଦ୍ର ପାଢ଼ୀ ପ୍ରମୁଖ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ପୁଷ୍ପାଞ୍ଜଳୀ ଦେବୀ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ  ଭଗବାନ ସିଂ ମାଝୀ ଓ ବିନୟ କୁମାର ଦଣ୍ଡସେନା ପ୍ରଶ୍ନୋତ୍ତର ପରିଚାଳନା କରିଥିଲେ । ମାଟିଲଗ୍ନାର ଉପଦେଷ୍ଟା  ନରସିଂହ ପ୍ରସାଦ ନାୟକ ଧନ୍ୟବାଦ ଅର୍ପଣ କରିଥିବା ବେଳେ ମୁଖ୍ୟ ଉପଦେଷ୍ଟା ନୁରାବତୀ ସାହୁ ସଭା ସାଙ୍ଗ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like