-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||     

HOME   ଦେଶ ବିଦେଶ

ରାଜ୍ୟରେ ରେକର୍ଡ ସ୍ତରରେ ପେଟ୍ରୋଲ ଦର

09-Dec-2020



(ପ୍ରେରଣା ଖବର) ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସ୍ତରରେ ପେଟ୍ରୋଲ ଦର ପହଞ୍ଚିଛି। ପେଟ୍ରୋଲ୍ ଲିଟର ପିଛା ୮୪ ଟଙ୍କା ଟପି ଥିବାବେଳେ ଡିଜେଲ୍ ୮୦ ଟଙ୍କା ଉପରେ ରହିଛି। ଗତ ୧୬ ଦିନରେ ୧୪ ଥର ବଢିଲାଣି ପେଟ୍ରୋଲ ଓ ଡିଜେଲ ଦର। ଓଡ଼ିଶାରେ ୨୦୧୮ରେ ପେଟ୍ରୋଲ ଦର ଏଭଳି ଆଶାତୀତ ବଢ଼ିଥିଲେ ମଧ୍ୟ, ଅକ୍ଟୋବର ପରେ ତଳକୁ ଖସିଥିଲା। ହେଲେ ୨ ବର୍ଷ ପରେ ତୈଳ ଦର ଏଭଳି ଆକାଶଛୁଆଁ ହେବାରୁ ଲୋକଙ୍କ ଚିନ୍ତା ବଢ଼ିଛି। ଦିଲ୍ଲୀରେ ଆଜି ପେଟ୍ରୋଲ ଦର ଲିଟର ପ୍ରତି ୮୩ଟଙ୍କା ୭୧ପଇସା ରହିଥିବା ବେଳେ ଡିଜେଲ ଦର ୭୩ଟଙ୍କା ୮୭ପଇସା ରହିଛି। ସେହିପରି ମୁମ୍ବାଇରେ ଲିଟର ପ୍ରତି ପେଟ୍ରୋଲ ଦର ୯୦ଟଙ୍କା ୩୪ ପଇସା ଓ ଡିଜେଲ ୮୦ଟଙ୍କା ୫୧ପଇସା ରହିଛି। ଆମେରିକା ନିର୍ବାଚନ ଓ କିଛି ଦେଶର ଆଭ୍ୟନ୍ତରୀଣ ସମସ୍ୟା ଯୋଗୁ ଅନ୍ତର୍ଜାତୀୟ ବଜାରରେ ତୈଳଦର ବୃଦ୍ଧି ପାଇଥିବା କୁହାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026

You Might Also Like