-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ:

17-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ  ସମ୍ମାନନୀୟ ଅତିଥିଭାବେ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୋଗଦାନ କରିଥିବା ବେଳେ ବୈଠକରେ ଜିଲ୍ଲାର ଅନ୍ୟାନ୍ୟ ସମ୍ପୃକ୍ତ ପଦସ୍ଥ ଅଧିକାରୀ ଙ୍କ ସହ କମିଟିର ସଦସ୍ୟ ସଦସ୍ୟା ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଜିଲ୍ଲାପାଳ ଶ୍ରୀ ଦାଶ ଦୁର୍ଘଟଣା ଜନିତ ମୃତ୍ୟୁ ର ପ୍ରକୃତ କାରଣକୁ ସଠିକ ଭାବରେ ଅନୁଧ୍ୟାନ କରିବା ପାଇଁ ଏମଭିଆଇ ଓ ପୋଲିସ ବିଭାଗ କୁ ନିର୍ଦେଶ ଦେଇଥିଲେ । ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର ତାଙ୍କ ବକ୍ତବ୍ୟରେ କହିଲେ ଯେ, ବିନା ହେଲମେଟ ପରିଧାନ କରି ଦୁଇ ଚକିଆ ଗାଡି ଚଲେଇବା କୁ ଦୁର୍ଘଟଣା ଜନିତ ମୃତ୍ୟୁହାର  ବୃଦ୍ଧିର ପ୍ରକୃତ କାରଣ  ବୋଲି କହିଛନ୍ତି । ତେଣୁ ଯେଉଁ ଦୁଇ ଚକିଆ ଗାଡି ଚାଲାକ ମାନେ ବିନା ଲାଇସେନ୍ସ ଏବଂ ବିନା ହେଲମେଟ ରେ ଗାଡି ଚଲେଇବେ, ସେମାନଙ୍କ ଗାଡି କୁ ଜବତ କରାଯାଇ  ଚାଲାଣ ମୁତାବକ ଜରିମାନା ଆଦାୟ କରାଯିବ ।
ତତ୍ପରେ ଜିଲ୍ଲାର ବିଭିନ୍ନ ବ୍ଲକ ରେ ଦୁର୍ଘଟଣା ଜନିତ ଆହତ ମାନଙ୍କୁ ଠିକ ସମୟରେ ମେଡିକାଲ ରେ ପହଞ୍ଚାଇ ଉପଯୁକ୍ତ ଚିକିତ୍ସା ର ବ୍ୟବସ୍ଥା କରିଥିବା ୯ ଜଣ ଗୁଡ଼ ସାମରିଟନ ମାନଙ୍କୁ ମାନ ପତ୍ର ସହ ପ୍ରତ୍ୟକ କେଶ ପାଇଁ  ୨୦୦୦ ଟଙ୍କା ହିସାବ ରେ ୨୪୦୦୦ ଟଙ୍କା ର ଚେକ ରାଜକୁମାର ମେହେର, ଅନିଲ  କୁମାର  ମେହେର, ଅକ୍ରୁର ପଧାନ,   ଶତ୍ରୁଘନ ପଧାନ, ଶିବଶଙ୍କର  ନାଏକ, ଗୁଜୁନୁ ସିଂ, ମୁନା ଜମିଦାର, ସାବନ ନାୟକ ଓ ମୋହନ ବନଛୋର ଙ୍କୁ ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like