-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

ବିପିଏଲ ସିଜନ-୩ ପିସିସିକୁ ହରାଇ ଅତୁଳ-୧୧ ବିଜୟୀ(ଆଜି ବାଦୀ ବ୍ରଦରସ ଓ ସାଗର-୧୧ ମଧ୍ୟରେ ରୋମାଞ୍ଚକର ମ୍ୟାଚ)

17-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ମଙ୍ଗଳବାର ଅନୁଷ୍ଟିତ ସପ୍ତମ ରାଉଣ୍ଡର ଦ୍ଵିତୀୟ ମ୍ୟାଚରେ ପିସିସିକୁ ହରାଇ ଅତୁଳ ବିଜୟୀ ହୋଇଛି । ଟଚ ଜିଣି ଅତୁଳ-୧୧ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୫ୱିକେଟ ହରାଇ ୮୫ରନ କରିଥିଲା ତାର ଜବାବରେ ପିସିସି ୬ୱିକେଟ ହରାଇ ମାତ୍ର ୭୦ରନ କରି ପରାଜିତ ହୋଇଥିଲା । ମ୍ୟାଚକୁ ସପଲିନ ପଣ୍ଡା ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ଆନନ୍ଦ ବଢେଇ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର ଦାସ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖର ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ସମ୍ମାନିତ ଅତିଥି ଭାବେ ବିନିକା-ଫୁଲମୁଠୀ ମହିଳା ଜୁନିଅର କଲେଜ ଗୃହ ବିଜ୍ଞାନ ବିଭାଗ ଅଧ୍ୟାପିକା ବୈଜୟନ୍ତୀ ସାହୁ,ଖେଳ ଶିକ୍ଷୟତ୍ରୀ ବିନ୍ଦୁଲତା କର,ବିଶିଷ୍ଟ କବିୟତ୍ରୀ ଗୀତାଞ୍ଜଳି ମିଶ୍ର,ବିନିକା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ବିନ୍ଦୁ ଲୋହାର ପ୍ରମୁଖ ଯୋଗଦେଇ ବିଜେତା/ଉପ ବିଜେତା ଓ ମ୍ୟାନ ଅଫ ଦି ମ୍ୟାଚ ଅଜୁ ପୁରୋହିତ,ବେଷ୍ଟ ବ୍ୟାଟ୍ସମ୍ୟାନ ଭରତ ମହାକୁର,ବେଷ୍ଟ ବୋଲଲ ବାବୁଲା ଝାଙ୍କର ପ୍ରମୁଖଙ୍କୁ ମାନପତ୍ର

ଓ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା ।ବୁଧବାର ବାଦୀ ବ୍ରଦରସ ବନାମ ସାଗର-୧୧ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ(ଏଲପିଇ) ସତ୍ୟ ନାରାୟଣ ତ୍ରୀପାଠୀ,ସ୍ଵତନ୍ତ୍ର ଅତିଥି ଭାବେ ଯୁବ ଆଇନଜୀବୀ ଠଣସୁନ୍ଦର ଭେସେରା,ସମ୍ମାନିତ ଅତିଥି ଭାବେ ପୂର୍ବତନ କ୍ରିକେଟ ତାରକା ରଞ୍ଜନ ବଢେଇ,ଯୁବ ବ୍ୟବସାୟୀ ଅନିଲ କୁମାର ମାହାର,ଧରିତ୍ରୀ ସ୍ପୋର୍ଟୀଙ୍ଗ ଓନର ସୁଶାନ୍ତ ବାଘ ପ୍ରମୁଖ ଯୋଗଦେବେ ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like