-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ସାଲେପାଲି ପଞ୍ଚାୟତ ରେ ଏସ୍ଇଏମ୍ ଙ୍କୁ ମିଳୁନି ୨ ବର୍ଷ ର ପାରିଶ୍ରମିକ । ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ

09-Dec-2020



ପାଟଣାଗଡ଼(ଗୋରେଖନାଥ ବରିହା) ସରକାର ଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ଙ୍କ ନିର୍ଦ୍ଦେଶରେ  ପ୍ରତ୍ୟେକ ଗ୍ରାମ ପାନୀୟ ଜଳ ସମସ୍ୟା ଦୂର କରିବାକୁ ଅନେକ ଯୋଜନା କାର୍ଯ୍ୟକାରୀ କରିବା ସଙ୍ଗେ ନଲକୂପ ମରାମତି କରିବା ପାଇଁ ପଞ୍ଚାୟତ କୁ କ୍ଷମତା ପ୍ରଦାନ କରିଛନ୍ତି । ପ୍ରତି ପଞ୍ଚାୟତରେ ଦୁଇ ଜଣ ( ଏସ୍ ଇ ଏମ୍)  ଗ୍ରାମ୍ୟ କାରିଗରୀ ଙ୍କୁ ନିଯୁକ୍ତି ଦେବା ର ବ୍ୟବସ୍ଥା  ପଞ୍ଚାୟତ କରିଥାନ୍ତି । ଏସ ଇଏମ୍ ମାନେ କମ ପାରିଶ୍ରମିକରେ  କାମ କରିଥାନ୍ତି । ହେଲେ ସେହି କମ ପାରିଶ୍ରମିକ ମଧ୍ୟ ଜନୈକ ଏସ୍ଇଏମ୍ ପ୍ରାୟ ଦୁଇ ବର୍ଷ ହେବ ପାଇନାହିଁ ବୋଲି ଅଭିଯୋଗ କରିଛନ୍ତି।। ଅଭିଯୋଗ ଅନୁଯାୟୀ ପାଟଣାଗଡ଼ ବ୍ଳକ  ସାଲେପାଲି ପଞ୍ଚାୟତ  ତୁର୍ଲାମାଲ ଗ୍ରାମର ବିଷ୍ଣୁ ଥପା ୨୦୧୩ ମସିହାରେ ଏସ୍ଇଏମ୍  ଭାବେ ପଞ୍ଚାୟତ ରେ ନିଯୁକ୍ତି ପାଇଥିଲେ । ସେ ନିୟମିତ କାମ କରି ଆସୁଥିଲେ ମଧ୍ୟ ୨ ବର୍ଷ ର ପାରିଶ୍ରମିକ ପାଇଁ ନଥିବା ଅଭିଯୋଗ କରିଛନ୍ତି । ସେ ତାଙ୍କ ପାରିଶ୍ରମିକ ମିଳିବା ପାଇଁ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହ ଅଧିକାରୀ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଅନ୍ୟ ପକ୍ଷରେ ବିଷ୍ଣୁ ସରପଞ୍ଚ ଙ୍କୁ ଲିଖିତ  ଅଭିଯୋଗ କରିଥିଲେ ମଧ୍ୟ ସରପଞ୍ଚ ବିଷ୍ଣୁ ଙ୍କ ଲିଖିତ ଅଭିଯୋଗ ପତ୍ର କୁ 
ମୋ ପାଖରେ ଥିଲେ ହଜିଯିବ କହି ଫେରାଇ ଦେଇଥିଲେ ବୋଲି ବିଷ୍ଣୁ କହିଛନ୍ତି । ବିଷ୍ଣୁ ନଳକୂପ ମରାମତି କରିବା ପାଇଁ ନିଜ ଟଙ୍କା ରେ ଯନ୍ତ୍ରାଂଶ କିଣି ମରାମତି କରୁଥିଲେ ବୋଲି କହିଛନ୍ତି । ବିଷ୍ଣୁ ତାଙ୍କ ପାରିଶ୍ରମିକ ପାଇଁ ଅଗଷ୍ଟ ୨୦୧୯ ରେ ତିନି ଥର ପଞ୍ଚାୟତ କାର୍ଯ୍ୟାଳୟ କୁ ଯାଇ ସରପଞ୍ଚ ଓ କାର୍ଯ୍ୟ ନିର୍ବାହ ଅଧିକାରୀ ଙ୍କୁ ଗୁହାରି କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଆଜି କାଲି ହେବ କହିଚାଲିଥିଲେ । ସରପଞ୍ଚ ଙ୍କୁ କହିଲେ  କାର୍ଯ୍ୟ ନିର୍ବାହ ଅଧିକାରୀ ଙ୍କୁ କହ ସେ ଜାଣି ବେ କାର୍ଯ୍ୟ ନିର୍ବାହ ଅଧିକାରୀ ଙ୍କୁ କହି ଦରମା କରି ଦେବା କହିଛନ୍ତି ହେଲେ ସରପଞ୍ଚ କରୁନାହାନ୍ତି ।। ୨ ବର୍ଷ ର ପାରିଶ୍ରମିକ ବିଷ୍ଣୁ ମିଳିନଥିବା ଯୋଗୁଁ ସେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ  ବିଷ୍ଣୁ ଙ୍କ ୨ ବର୍ଷ ର ପାରିଶ୍ରମିକ ପ୍ରଦାନ କରିବାକୁ ଦାବି କରିଛନ୍ତି ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like