-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩ ବାଦୀକୁ ହରାଇ ସାଗର-୧୧ କ୍ୱାଳିଫାୟାରକୁ ପ୍ରବେଶ(ଆଜି ତ୍ରିରଙ୍ଗା ଓ କମ୍ରେଡ ମଧ୍ୟରେ କର ମର ସ୍ଥିତି) 

18-May-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ମଙ୍ଗଳବାର ଅନୁଷ୍ଟିତ ସପ୍ତମ ରାଉଣ୍ଡର ଦ୍ଵିତୀୟ ମ୍ୟାଚରେ ବାଦୀ ବ୍ରଦରସକୁ ହରାଇ ସାଗର-୧୧ ଦ୍ଵିତୀୟ ଦଳ ଭାବେ କ୍ୱାଳିଫାୟାରକୁ ପ୍ରବେଶ କରିଛି   । ଟଚ ଜିଣି ସାଗର -୧୧ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୫ୱିକେଟ ହରାଇ ୬୦ରନ କରିଥିଲା ତାର ଜବାବରେ ବାଦୀ ବ୍ରଦରସ ୯ୱିକେଟ ହରାଇ ମାତ୍ର ୫୭ରନ କରି ପରାଜିତ ହୋଇଥିଲା । ମ୍ୟାଚକୁ ସଂଗ୍ରାମ କେଶରୀ ନାଏକ ଓ ମଣ୍ଟୁ ମୁଦୁଲି ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ପ୍ରତ୍ୟୁଷ,ଶ୍ରୀତମ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର ଓ ବୈରାଗୀ  ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ(ଏଲପିଇ) ସତ୍ୟ ନାରାୟଣ ତ୍ରୀପାଠୀ,ସ୍ଵତନ୍ତ୍ର ଅତିଥି ଭାବେ ଯୁବ ଆଇନଜୀବୀ ଠଣସୁନ୍ଦର ଭେସେରା,ସମ୍ମାନିତ ଅତିଥି ଭାବେ ପୂର୍ବତନ କ୍ରିକେଟ ତାରକା ରଞ୍ଜନ ବଢେଇ,ଯୁବ ବ୍ୟବସାୟୀ ଅନିଲ କୁମାର ମାହାର,ମେଘେଲା ହାଇସ୍କୁଲ ଖେଳ ଶିକ୍ଷକ ସୁଶାନ୍ତ ବାଘ ପ୍ରମୁଖ ଯୋଗଦେଇ ବିଜେତା/ଉପ ବିଜେତା ତଥା ମ୍ୟାନ ଅଫ ଦି ମ୍ୟାଚ ସୁନିଲ ଭୋଇ,ବେଷ୍ଟ ବ୍ୟାଟ୍ସମ୍ୟାନ ଆଶିଷ ଜଗଦଲା, ବେଷ୍ଟ ବୋଲର ଜୟରାମ କୁମ୍ବାର ପ୍ରମୁଖଙ୍କ ପୁରସ୍କାର ପ୍ରଦାନ କରାଯାଇଥିଲା ।ଗୁରୁବାର

ତ୍ରିରଙ୍ଗା ୟୁଥ କ୍ଲବ ବନାମ କମ୍ରେଡ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ପୁରସ୍କାର ପ୍ରଦାନ ପାଇଁ ଅତିଥି ଭାବରେ ଫୁଲମୁଠୀ ଗୋକୁଳାଷ୍ଟମୀ ଲୀଲା ଯାତ୍ରା କମିଟୀ ସଭାପତି ଆନନ୍ଦ ହୋତା,ବିନିକା ଗୋକୁଳାଷ୍ଟମୀ ଲୀଲା ଯାତ୍ରା କମିଟୀ ସଭାପତି ସୀତାରାମ ଦାସ,ପୂର୍ବତନ ଖେଳାଳୀ ସତ୍ୟ ନାରାୟଣ ବାରଖୁଣ୍ଟିଆ, ସମୀର ରଞ୍ଜନ ପଣ୍ଡା ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like