-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ତୁଷୁରାର ନମିତାରାଣୀ ଭୋଇ ପାଇଲେ ଓ.ଇ.ଏସ୍

18-May-2023



ତୁଷୁରା(ପ୍ରେରଣା ଖବର ): ଓଡିଶା ପବ୍ଲିକ୍ ସର୍ଭିସ୍ କମିଶନ୍ (ଓ.ପି.ଏସ୍.ସି) ମାଧ୍ୟମରେ ଅନୁଷ୍ଠିତ ଓଡିଶା ଏଜୁକେସନ୍ ସର୍ଭିସ୍ (ଓ.ଇ,ଏସ୍) ର ସାକ୍ଷାତକାରର ଫଳ ଗତ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ତୁଷୁରାର ସୁଶ୍ରୀ ନମିତାରାଣୀ ଭୋଇ ୧୪୪ ନଂ ରେଙ୍କ ରେ ଉତୀର୍ଣ୍ଣ ହୋଇ ଗୁଡଭେଲା ବ୍ଲକ୍ ପାଇଁ ଗୌରବ ଆଣି ଦେଇଛନ୍ତି। ସୁଶ୍ରୀ ଭୋଇ ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଦେଉଳଗୁଡି ଗ୍ରାମ ପଞ୍ଚାୟତ ର ମଧୁପର ଗ୍ରାମର ଶ୍ରୀ ଭକ୍ତ ରଞ୍ଜନ ଭୋଇ ଓ ଶ୍ରୀମତୀ ପଙ୍କଜିନୀ ଭୋଇଙ୍କ ସୁପୁତ୍ରୀ ଅଟନ୍ତି। ତାଙ୍କର ବାପା ଶ୍ରୀ ଭୋଇ ଦେଉଳଗୁଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ପୂର୍ବତନ ବ୍ଲକ ଶିକ୍ଷା ଅନୁନିରୀକ୍ଷକ (ସ୍କୁଲ୍ ଏସ୍.ଆଇ.) ଅଟନ୍ତି । ନମିତା ରାଣୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରାରେ ପ୍ରାଥମିକ ଶିକ୍ଷା ଲାଭ କରିଥିଲେ। ତୃତୀୟ ଓ ପଞ୍ଚମ ଶ୍ରେଣୀରେ ସରକାରୀ ମେଧାବୃତ୍ତି ପାଇ ବିଦ୍ୟାଳୟ ପାଇଁ ଗୌରବ ଆଣି ଦେଇଥିଲେ। ତତ୍ପରେ ଜବାହର ନବୋଦୟ ବିଦ୍ୟାଳୟ ବେଲପଡା ଠାରେ ଯୁକ୍ତ ଦୁଇ ପର୍ଯ୍ୟନ୍ତ ଶିକ୍ଷା ଲାଭ କରାଥିଲେ। ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ବଲାଙ୍ଗିର ଠାରେ ବିଜ୍ଞାନରେ ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ। ପରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ବିଇଡି  ତାଲିମ ଗ୍ରହଣ କରିଥିଲେ। ସେ ଜଣେ ମେଧାବିନୀ ଛାତ୍ରୀ ଓ ଉଚ୍ଚାଭିଳାଷି ଥିଲେ ବୋଲି ତତ୍କାଳୀନ ଗୁରୁଜୀ ହେମନ୍ତ ଦାଶ କୁହନ୍ତି। ତୁଳସୀ ଦୁଇ ପତ୍ରରୁ ବାସିଲା ପରି ତାଙ୍କର ପ୍ରତିଭା ବାଲ୍ୟ କାଳରୁ ପ୍ରସ୍ଫୁଟିତ ହୋଇ ଉଠିଥିଲା। ନମିତା ରାଣୀ ନିଜ ସଫଳତାର ଶ୍ରେୟ ନିଜ ବାପା ମାଁ , ଗୁରୁଜୀ ଗୁରୁମା ଓ ଅଧ୍ୟାପକ ଅଧ୍ୟାପିକାଙ୍କୁ ଦେଇଛନ୍ତି। ସେ ବର୍ତ୍ତମାନ ସଇନ୍ତଳା ବ୍ଲକ୍ ଅନ୍ତର୍ଗତ କନ୍ଧକେଲ ଗାଁ ହାଇସ୍କୁଲ୍ ରେ ବିଜ୍ଞାନ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ସେ ଓଇଏସ୍ ପାଇଥିବା  ଖବର ପ୍ରକାଶିତ ହେବା ପରେ ସମଗ୍ର ତୁଷୁରା ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଥିଲା। ତାଙ୍କର ସାଙ୍ଗ ସାଥୀ, ବନ୍ଧୁବର୍ଗ, ଶୁଭେଚ୍ଛୁଙ୍କ ଠାରୁ ଶୁଭେଚ୍ଛାର ସୁଅ ଛୁଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like