-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଉମାରେ ହଳଦୀଗୁଣ୍ଡ ପ୍ୟାକିଙ୍ଗ ୟୁନିଟର ଶୁଭାରମ୍ଭ

18-May-2023



କଣ୍ଟାମାଳ(ସତ୍ୟ ବିଭାର): ମହିଳାମାନଙ୍କୁ ସ୍ଵାଵଲମ୍ବି କରିବାପାଇଁ ବାଏରିସନ୍ସ ଏଗ୍ରୋ ପ୍ରଡକ୍ଟ ତରଫରୁ ବୌଦ୍ଧ ଜିଲ୍ଳା କଣ୍ଟାମାଳ ବ୍ଲକ ଉମାଠାରେ  ପଞ୍ଚାୟତସ୍ତରୀୟ ହଳଦୀଗୁଣ୍ଡ ପ୍ୟାକିଙ୍ଗ ୟୁନିଟର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଉମା ସରପଞ୍ଚ ଦୌଲଥ ପାଣ୍ଡେ ଏବଂ ସମ୍ମାନିତ ଅତିଥି ଭାବେ ପୂର୍ବତନ ସରପଞ୍ଚ ରାମଦାସ ରଣା, ଶରତ ରଣା, ବିଶ୍ଵାମିତ୍ର ଭୋଇ, ରାଜକିଶୋର ମହିଳା ସଂଘର ଏମବିକେ ବିନୋଦିନୀ ମହାନନ୍ଦ,ଉମା ମହାସଂଘର ସଭାନେତ୍ରୀ ପ୍ରତିମା ମହାନନ୍ଦ ଓ ସମ୍ପାଦିକା ଶାମୁକା ଦୀପ ପ୍ରମୁଖ ମଞ୍ଚସୀନ ଥିଲେ l ଅନ୍ୟତମ ଅତିଥି ଭାବେ ବାଏରୀ ସନସ୍ ସଂସ୍ଥାର ବ୍ୟବସ୍ଥାପକ ବାକି ବାଏରୀ ରେଡ୍ଡୀ ଯୋଗଦେଇ ସଂପୃକ୍ତ ହଳଦୀ ଗୁଣ୍ଡକୁ ପ୍ୟାକିଂଗ ପରେ ବିକ୍ରୟ କରି କିପରି ଲାଭବାନ ପାଇପାରିବା ତା ଉପରେ ଆଲୋଚନା କରିଥିଲେ I ପରେ ଅତିଥି ମାନଙ୍କ ଦ୍ୱାରା ପ୍ୟାକିଙ୍ଗ ୟୁନିଟର ପୋଷ୍ଟର ମଧ୍ୟ ଉନ୍ମୋଚନ କରାଯାଇଛି l ପଞ୍ଚାୟତସ୍ତରୀୟ ସ୍ୱୟଂ ସହାୟକ ଗୋଷ୍ଠୀ ମାଁ ମଙ୍ଗଳା, ମାଁ ଦୂର୍ଗା, ଭିମା ବୁଢ଼ା ଓ ଜୟ ଶ୍ରୀରାମ ଆଦି ୪ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମିଳିତ ଉଦ୍ୟମରେ ପଞ୍ଚାୟତସ୍ତରୀୟ ହଳଦୀଗୁଣ୍ଡ ପ୍ୟାକିଙ୍ଗ ୟୁନିଟ ନିଜର କାର୍ଯ୍ୟ ଆରମ୍ଭ କରିଥିବା ବେଳେ ସହଜ ମାର୍କେଟିଙ୍ଗ ସୁବିଧା ନିମନ୍ତେ ବାଏରୀ ସନସ୍ ଏଗ୍ରୋ ଇଣ୍ଡିଆ ସଂସ୍ଥା ପ୍ୟାକିଙ୍ଗ ବିକ୍ରୟ ଦାୟିତ୍ୱ ନେଇଛି l ଆଜି ହଳଦୀ ଗୁଣ୍ଡ ବିକ୍ରୟର ଶୁଭାରମ୍ଭ କରାଯାଇଥିଲା l ହଳଦୀ ଗୁଣ୍ଡ ପ୍ୟାକିଙ୍ଗ ୟୁନିଟ କରିବା ଦ୍ୱାରା ଘରେ ବସି ରହୁଥିବା ମହିଳା ମାନେ ସ୍ୱାବଲମ୍ବୀ ହେବା ସହ ବେକାର ଯୁବକ ଯୁବତୀମାନେ ମଧ୍ୟ ରୋଜଗାରକ୍ଷମ ହୋଇ ପାରିବେ ବୋଲି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଆଶାବ୍ୟକ୍ତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like