-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ପରିବେଶ ଦିବସ ଉପଲକ୍ଷେ ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ବକ୍ତୃତା ପ୍ରତିଯୋଗିତା ଆୟୋଜିତ

18-May-2023



ସମ୍ବଲପୁର ( ସଂଜୀବ ପାଣିଗ୍ରାହୀ )
ଓଡିଶା ସାଂସ୍କୃତିକ ସମାଜର ସ୍ୱାଧୀନତା ସଂଗ୍ରାମୀ ସ୍ମୃତି ଭବନଠାରେ ପରିବେଶ ଦିବସ ଉପଲକ୍ଷେ ଏକ ବତ୍କୃତା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ସାଂସ୍କୃତିକ ସମାଜର ବରିଷ୍ଠ ସଦସ୍ୟ ଅରବିନ୍ଦ ମହାପାତ୍ର ପ୍ରତିଯୋଗିତାକୁ ଉଦ୍ଘାଟନ କରିଥିବା ବେଳେ ସଭାପତି ଅଶୋକ କୁମାର ମିଶ୍ରଙ୍କ ଉପସ୍ଥିତିରେ ସମ୍ପାଦକ ଡ ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ।ଦୁଇଟି ବର୍ଗରେ ହୋଇଥିବା  ଏହି ପ୍ରତିଯୋଗିତାରେ ସମ୍ବଲପୁରର ବିଭିନ୍ନ ବିଦ୍ୟାଳୟରୁ ସମୁଦାୟ ତେଇଶ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏଥିରେ କନିଷ୍ଠ ବର୍ଗରେ ବିକାଶ କନସେପ୍ଟ ସ୍କୁଲର ଅନନ୍ୟା ପତି,ଚନ୍ଦ୍ରଶେଖର ବେହେରା ଜିଲ୍ଲା ସ୍କୁଲର ଆଦିତ୍ୟ କୁମାର ସାହୁ,ସେଭେନ ହିଲ୍ସ ରେସିଡେନସିଆଲ ସ୍କୁଲର ମୃଣ୍ମୟୀ ପ୍ରଧାନ ଯଥାକ୍ରମେ ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା  ବେଳେ ବରିଷ୍ଠ ବର୍ଗରେ ବାଲିବନ୍ଧା ବାଳିକା ଉଚ୍ଚ ବିଦ୍ୟାଳୟର ସୀମା ଖାତୁନ,ବିକାଶ ଦି କନସେପ୍ଟ ସ୍କୁଲର ଆକାଂକ୍ଷା ବେହେରା ଏବଂ ଶ୍ରୀ ଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ଶ୍ରଦ୍ଧା ସ୍ମିତାପ୍ରଥମ,ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ଡ. ଗୌରିଦାସ ପ୍ରଧାନ,ଡ. ଗୋବିନ୍ଦ ମହାରଣା,ଶାନ୍ତିଲତା ଦାଶ,ଡ. ସତ୍ୟନାରାୟଣ ଠାକୁର,ପ୍ରଶାନ୍ତ ପାଟଯୋଶୀ ପ୍ରମୁଖ ପ୍ରତିଯୋଗିତାରେ ବିଚାରକ ଦାୟିତ୍ତ୍ୱ ତୁଲାଇଥିବା ବେଳେ ଦିନବନ୍ଧୁ ପଣ୍ଡା,ଶିବ ନାରାୟଣ ପାଣିଗ୍ରାହୀ,ପ୍ରଫୁଲ୍ଲ ହୋତା,ଲଲିତ ମୋହନ ବେବର୍ତ୍ତା,ସୂର୍ଯ୍ୟ ପାଣିଗ୍ରାହୀ,ଡ. ପରେଶ ଦାନୀ ପ୍ରମୁଖ ସଦସ୍ୟ ପ୍ରତିଯୋଗିତାରେ ସହଯୋଗ କରିଥିଲେ।ଶେଷରେ ପରିବେଶ ଉପସମିତିର ଆବାହକ ଦିଲୀପ କୁମାର ବଘାର ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକାଶ ଥାଉକି ଆସନ୍ତା ଜୁନ୍‌ ମାସ ୫ ତାରିଖ ଦିନ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ହେବାକୁ ଥିବା ପରିବେଶ ଦିବସ ଉତ୍ସବରେ ଏହି କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like