-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ବନ୍ଦେ ଭାରତ ଏକ୍ସପ୍ରେସ ର ଶୁଭାରମ୍ଭ ସହ ବିଛୁପାଲି - ଝାର ତରଭା ରେଳଲାଇନ ର ଭର୍ଚୁଆଲ ମୋଡ଼ ରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

18-May-2023



ବଲାଙ୍ଗୀର/ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ରେଲୱେଷ୍ଟେସନ ଠାରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗଙ୍କ ନେତୃତ୍ୱରେ ରେଲୱେ କୋଡିନେଟର ସନ୍ତୋଷ କୁମାର ଦେବାଙ୍ଗଙ୍କ ଉପସ୍ଥିତିରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭରଚୁଆଲ ମାଧ୍ୟମରେ ବିଡିଓ କନଫରେନ୍ସ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି  l ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା l  ପୁରୀ -ହାୱାରା ବନ୍ଦେ ଭାରତ ଏକ୍ସପ୍ରେସ, ପୁରୀ ଓ କଟକ ଷ୍ଟେସନ ର ଉନ୍ନତିକରଣ, ବିଛୁପାଲି-ଝାର ତରଭା ରେଳଲାଇନର ଶୁଭାରମ୍ଭ, ଏହାସହ ମନୋହରପୁର-ରାଉରକେଲା-ଝାରସୁଗୁଡା-ଜାମଗା ଲାଇନ ସହ ଓଡିଶାର କେତେଗୋଟି ରେଳଲାଇନର ଭିତ୍ତିଭୂମି ସହ ଓଡିଶାର ସମସ୍ତ ରେଳଲାଇନ କୁ ବୈଦୁତିକିକରଣ ଆଦି ଜନହିତକର ପ୍ରକଳ୍ପ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଶୁଭରମ୍ଭ ହୋଇଯାଇଛି l 

ଡ଼ ମୁକେଶ ମହାଲିଙ୍ଗ ଙ୍କ ବକ୍ତବ୍ୟ ରେ ପ୍ରକାଶ କଲେ ଯେ ବର୍ତ୍ତମାନ ଭାରତସରକାର ଙ୍କ 9 ବର୍ଷ କାର୍ଯ୍ୟ କାଳରେ ଭାରତ ଜାପାନ ଭଳିଆ ହେବାକୁ ଯାଉଛି l ୫ଜି ନେଟୱର୍କିଂ, ବିମାନ ଭଳିଆ ଟ୍ରେନ, ରେଳ ରେ ନେଟ କନେକ୍ସନ, ଲୋଇସିଂହା ରେଳଷ୍ଟେସନ ମୋଡେଲ ଷ୍ଟେସନରେ ରୂପାନ୍ତରିତ, ସମ୍ବଲପୁର-ଟିଟିଲାଗଡ଼ ଡବଲ ଲାଇନ ହେବା ଫଳରେ ଟ୍ରେନ ଓ ଟାଇମସ ର ବଚତ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like