-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଭୀମମପାହାଡ ମହୋତ୍ସବ ୨୦୨୩ ମୁଖ୍ୟଆକର୍ଷଣ ରାବଣଦରବାର ସହ ଘୁଡୁକା,ଢାପ,ସମ୍ବଲପୁରୀ ନୃତ୍ୟ

18-May-2023



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଦେଓଗାଁବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀରେ ଆଜିଠାରୁ ୯ମ ଭୀମପାହାଡ ମହୋତ୍ସବ ଆରମ୍ଭ ହୋଇଯାଇଛି । ପ୍ରଥମ ସଂଧ୍ୟାର ସାଂସ୍କୃତିକ ସଭାରେ  କେବଳ ମହିଳାଅତିଥି ରହିଥିଲେ । ଦେଓଗାଁ ବ୍ଲକର ପୂର୍ବତନ ଅଧ୍ୟକ୍ଷା ରୀନା ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ,ଦେଓଗାଁ ବ୍ଲକର ଦୁଇ ଜିଲ୍ଲାପରିଷଦ ସଭ୍ୟା ମମତା କୁମୁରା ,ସୁମତି ସେଠ ଓ ମକୁନ୍ଦପୁର ପଞ୍ଚାୟତର ସରପଞ୍ଚ ଜାନକି ସାହୁ ଯୋଗଦେଇଥିଲେ । ମୁଖ୍ୟଅତିଥି ଶ୍ରୀ ଦେବକୀ ସାହୁ ତାଙ୍କ ବକ୍ତବ୍ୟରେ ଭୀମପାହାଡ ମହୋତ୍ସବ ଏହି ପୀଠର ଗାରିମାକୁ ବଢାଇବା ସହିତ ଅଞ୍ଚଳର ଉନ୍ନତିରେ ସହାୟକ ହେବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ ବଲାଙ୍ଗୀର ଜିଲ୍ଲାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ବହୁତ ଅନୁଦାନ ଦେଉଛନ୍ତି ତେଣୁ ଆମେ ତାଙ୍କୁ କୃତଜ୍ଞତା ଜଣାଉଛୁ ବୋଲି କହିଥିଲେ । ସେହିପରି ପୌରାଧ୍ୟକ୍ଷା ଲିକା ସାହୁ ତାଙ୍କ ବକ୍ତବ୍ୟରେ ବଲାଙ୍ଗୀର ଜିଲ୍ଲାର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ,କଳିକେଶନାରାୟଣ ସିଂଦେଓ ଓ ଅର୍କେଶନାରାୟଣ ସିଂଦେଓ ଏହି ଅଞ୍ଚଳର ଉନ୍ନତିରେ ସବୁବେଳେ ରହିଆସିଛନ୍ତି ବୋଲି କହିଥିଲେ । ଭୀମଡୁଙ୍ଗୁରୀ ପୀଠର ବିକାଶ ପାଇଁ ଲକ୍ଷ୍ମଣକୁମାର ମେହେର ଓ ଅଞ୍ଚଳବାସୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ । ସେହିପରି ଦେଓଗାଁ ବ୍ଲକ ଅଞ୍ଚଳର ସାମଗ୍ରୀକ ବିକାଶରେ ସେମାନେ ସବୁବେଳେ ସହଯୋଗ କରିବେ ବୋଲି ଦୁଇ ଜିଲ୍ଲାପରିଷଦ ସଭ୍ୟା ମମତା କୁମୁରା ଓ ସୁମତି ସେଠ କହିଥିଲେ । ଏହି ଅବସରରେ ବିଶିଷ୍ଠ ମଞ୍ଚଅଭିନେତା ରବିନ୍ଦ୍ର ସାହୁ ଓ ସାଥିଙ୍କ ଦ୍ୱାରା ରାବଣଦରବାର କରାଯାଇଥିଲା ।

ଏହି ଅବସରରେ ବଡବାହାଲର ମହିଳାସାଂସ୍କୃତିକଦଳ,ବଡଡୁଙ୍ଗୁରିପାଲି ଦଳକୁ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରଥମଦିନରେ ଡ.ପବିତ୍ର ଡନସେନାଙ୍କ ଓ ସାଥିଙ୍କ ଘୁଡୁକାନାଚ,ପୁଇଁତଳା ଘୁଙ୍ଗୁରୁକଳାପରିଷଦର ପାରଂମ୍ପରିକ ନୃତ୍ୟ,ଟିଟିଲାଗଡ ମନିଗାଁର ଢାପନୃତ୍ୟ,ଥାଲବନ୍ଧର ବର୍ଣ୍ଣାଳି କଳାପରିଷଦର ସମ୍ବଲପୁରୀ ନୃତ୍ୟ ପରିବେଷିତ ହୋଇ ଉଚ୍ଚପ୍ରଶଂସିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଭୀମପାହାଡ ମହୋତ୍ସବ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର,ସଭାପତି ପ୍ରମୋଦ ବହିଦାର,କୋଷାଧ୍ୟକ୍ଷ ତଥା ମକୁନ୍ଦପୁର ସମିତିସଭ୍ୟ ଅଭିମନ୍ୟୁ ମାଝୀ,ଉପଦେଷ୍ଟା ଶୈଳେନ୍ଦ୍ର ସାହୁ ଓ ଅନ୍ୟାନ୍ୟ କମିଟିର ସଦସ୍ୟମାନେ ଉପସ୍ଥିତ ରହିଥିଲେ । ମହୋତ୍ସବକୁ ଅଞ୍ଚଳର ହଜାର ହଜାର ଦର୍ଶକ ଉପଭୋଗ କରିଥିଲେ । ସକାଳୁ ମହୋତ୍ସବ ଉପଲକ୍ଷେ ଜରାସିଂହାର ପାଟଖଣ୍ଡାପୀଠ ଓ କୁମୁରିଆ ସୁଲିଆପୀଠରୁ ମଶାଳ ଶୋଭାଯାତ୍ରାରେ ଆସିଥିଲା । ଏହାକୁ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ମିଥିଲା ମାଝୀ ଗ୍ରହଣ କରି ସ୍ଥାପନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like