-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ବିଶେଷ

ବାହାଘରରେ ଗିଫ୍ଟ ନୁହେଁ, ରଖିଲେ ଦାନ ବାକ୍ସ

09-Dec-2020



(ପ୍ରେରଣା ଖବର) ମୁକ୍ତସର: ବାହାଘର ଗିଫ୍ଟ ନେବା ବଦଳରେ ରଖିଲେ ଦାନ ବାକ୍ସ। ଏହି ବାକ୍ସ ଆଉ କାହା ପାଇଁ ନୁହେଁ ବରଂ କୃଷକଙ୍କ ପାଇଁ। ଏକଥା ହୁଏତ ଆପଣଙ୍କୁ ଚକିତ କରୁଥିଲେ ବି କଥାଟା ସତ। ଏହି ନିଆରା ଘଟଣା ଘଟିଛି ଏଭଳି ଘଟଣା ଘଟିଛି ଚଣ୍ଡିଗଡ଼ ଠାରୁ ୨୫୦ କିମି ଦୂର ପଞ୍ଜାବ ମୁକ୍ତସରର ଏକ ବିବାହ ଉତ୍ସବରେ। ପଞ୍ଜାବର ଜଣେ ପରିବାର ବିରାଟ ବିବାହ ଉତ୍ସବ ଆୟୋଜନ କରିଥିଲେ। ସାଙ୍ଗସାଥୀ, ବନ୍ଧୁ ସମ୍ପର୍କୀୟଙ୍କୁ ଡାକିଥିଲେ। କିନ୍ତୁ ସମସ୍ତଙ୍କୁ ସେ ନିବେଦନ କରିଥିଲେ ଯେ ବିବାହ ଗିଫ୍ଟ ବଦଳରେ କୃଷକମାନଙ୍କ ପାଇଁ ଦାନ କରିବାକୁ କରନ୍ତୁ। ସାଧାରଣତଃ ବିବାହ ସମୟରେ ନଦମ୍ପତିଙ୍କୁ ଉପହାର ଦିଆଯାଏ। କିନ୍ତୁ ଏଠି ତାହାର ବ୍ୟତିକ୍ରମ ଦେଖାଯାଇଥିଲା।
ଉକ୍ତ ବିବାହ ଉତ୍ସବରେ ଏକ ଭିଡିଓ କ୍ଲିପ୍ ମାଧ୍ୟମରେ କୁହାଯାଉଥିଲା ଯେ ‘ନବବିବାହିତଙ୍କ ନିକଟରେ ଏକ ଡୋନେସନ୍ ବକ୍ସ ତଥା ଦାନ ବାକ୍ସ ରଖାଯାଇଛି। ଏହି ଦାନ ବାକ୍ସ ଦିଲ୍ଲୀରେ ଆନ୍ଦୋଳନରତ ଚାଷୀଙ୍କ ପାଇଁ। ନବଦମ୍ପତିଙ୍କୁ ଉପହାର ଦେବା ବଦଳରେ ଏହି ବକ୍ସରେ ଆପଣ ଚାଷୀଙ୍କ ପାଇଁ କିଛି ଦାନ କରନ୍ତୁ। ଏହି ଦାନ ଅର୍ଥରେ କୃଷକମାନଙ୍କ ପାଇଁ ଖାଦ୍ୟ, ଶୀତ ପୋଷାକ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦିଆଯିବ। କେନ୍ଦ୍ର ସରକାରଙ୍କ ୩ଟି ନୂଆ କୃଷି ଆଇନ୍‌କୁ ବିରୋଧ କରି କୃଷକମାନେ ଅନେକ ଦିନ ହେଲାଣି ଆନ୍ଦୋଳନ କରିଆସୁଛନ୍ତି।  ଏହାର ପ୍ରଭାବରେ ସିଧାସଳଖ ଭାବେ ଗରିବ ଚାଷୀ ପ୍ରଭାବିତ ହେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି। ଏହି ନୂଆ ଆଇନ୍‌କୁ ପ୍ରତ୍ୟାହାର କରିବା ଦାବିରେ ହରିଆଣା, ରାଜସ୍ଥାନ, ପଞ୍ଜାବ, ଦିଲ୍ଲୀ ସମେତ ଅନେକ ରାଜ୍ୟରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରକାଶଥାଉକି, କୃଷକ ଆନ୍ଦୋଳନର ସମାଧାନ ପାଇଁ ଗତକାଲି (ମଙ୍ଗଳବାର) ସନ୍ଧ୍ୟାରେ ଷଷ୍ଠ ରାଉଣ୍ଡ ବୈଠକ ବସିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like