-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ଜଙ୍ଗଲ ଜମି ଜବରଦଖଲ ପ୍ରତିବାଦରେ ତହସିଲଦାରଙ୍କୁ ଦାବିପତ୍ର

18-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ବିଶାଳପାଳି ଗ୍ରାମ୍ୟ ଜଙ୍ଗଲ ଜମି ଜବରଦଖଲ ପ୍ରତିବାଦରେ ଗାଁର ଏସ ଏଚ ଜି ମହିଳା ଗୋଷ୍ଠୀ ତହସିଲଦାର ଙ୍କୁ ଦାବି ପତ୍ର ପ୍ରଦାନ କରିଥିଲେ। ବିଶାଲପାଳି ଠାରେ ଜଙ୍ଗଲ ଜମିରେ ସବୁଜିମା ସୃଷ୍ଟି ଉଦ୍ଦେଶ୍ୟରେ ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣ କରାଯାଇଥିଲା। ବର୍ତ୍ତମାନ ଉକ୍ତ ସ୍ଥାନ ସହିତ ଗ୍ରାମ୍ୟ ଜଙ୍ଗଲକୁ ଗାଁ ତଥା ଆଖପାଖ ଗାଁର କିଛି ଲୋକ ଜବରଦଖଲ କରିଥିବା ନେଇ ଦାବି ପତ୍ର ରେ ଉଲ୍ଲେଖ ରହିଛି। ଏହାକୁ ଗାଁ'ର ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ର ସଦସ୍ୟ ମାନେ ବିରୋଧ କରିବା ସହ ବନ ବିଭାଗର ଦୃଷ୍ଟି ଆକର୍ଷଣ କରିଥିବା ଦର୍ଶାଇଛନ୍ତି। ଜବରଦଖଲକାରୀ ମାନେ ବିଭାଗୀୟ କର୍ମଚାରୀ ଙ୍କୁ ହାତ କରି ଗ୍ରାମ୍ୟ ଜଙ୍ଗଲ କୁ ଅକ୍ତିଆର କରୁଥିବା ଅଭିଯୋଗ ହୋଇଛି। ଫଲରେ ଦିନକୁ ଦିନ ଗୃହପାଳିତ ପ୍ରାଣୀଙ୍କ ଚାରଣ ଭୂମି ମଧ୍ୟ ସଙ୍କୁଚିତ ହେବାରେ ଲାଗିଛି। ଉକ୍ତ ଜମିରୁ କେନ୍ଦୁପତ୍ର ତୋଳାଳୀ ମଧ୍ୟ ନିଜ ଜୀବିକା ହରାଇବା ସହ ସରକାରଙ୍କ ରାଜସ୍ବ ହାନି ହେଉଥିବା ମହିଳା ଗୋଷ୍ଠୀ ଅଭିଯୋଗ କରିଛନ୍ତି।  ଏସବୁର ପ୍ରତିକାର ତଥା ଜବରଦଖଲ ଉଚ୍ଛେଦ ଦାବିରେ ୫ ଗୋଟି ସ୍ବୟଂ ସହାୟକ ଗୋଷ୍ଠୀ ବୀରମହାରାଜପୁର ତହସିଲ କାର୍ଯ୍ୟାଳୟକୁ ଆସି ତହସିଲଦାର ବିବୁଧ ଗଡ଼ନାୟକ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଖୁବଶୀଘ୍ର ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like