-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନ୍ୟାୟ ପାଇଁ  ଏସ୍ ପି ଙ୍କ ଦ୍ୱାରସ୍ଥ ହେଲେ ଦୁଷ୍କର୍ମ ପୀଡିତା

19-May-2023



ବୌଦ୍ଧ ଜ଼ିଲ୍ଲା  ବିରନରସିଂହପୁର ଗ୍ରାମର ଜଣେ ବିବାହିତ ମହିଳା ନ୍ୟlୟ ପାଇଁ ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି l ତାଙ୍କ କହିବା କଥା ଫେବୃଆରୀ  ୨୩ତାରିଖ ରାତି ୮ଟା ସମୟରେ ଘରେ କେହି ନଥିବା ସୁଯୋଗ ନେଇ ସେହି ଗ୍ରାମର ଗୋବର୍ଧନ ଜେନା ନାମକ ବ୍ୟକ୍ତି ପେସାରେ ସେ ଜଣେ ଶିକ୍ଷକ ତାଙ୍କୁ ଟଣାଓଟରା କରି ଧମକ ଚମକ ଦେଖାଇ ଜୋର ଜବରଦସ୍ତ ଘରୁ ଉଠାଇନେଇ  ଯାଇଥିବା ପ୍ରକାଶ କରିଛନ୍ତି l ଦୀର୍ଘ ୧୮ ଦିନ କଟକରେ  ରଖିଲା ପରେ ତାଙ୍କୁ ଅନେକ  ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହିତ ବିଭିନ୍ନ ପ୍ରକାର  ପ୍ରଲୋଭନ ଦେଖାଇ ଦୁଷ୍କର୍ମ ଓ ବଳାତ୍କାର ଉଦ୍ୟମ କରିଥିବା ଭଳି ସଂଗୀନ ଅଭିଯୋଗ ଆଣିଛନ୍ତି ଦୁଷ୍କର୍ମ ପୀଡିତା l ଶିକ୍ଷକ ଗୋବର୍ଧନ ଜେନା କାହାକୁ ଏ ବିଷୟରେ ଜଣାଇଲେ ଜୀବନରେ ମାରିଦେବାକୁ  ଧମକ ମଧ୍ୟ୍ୟ ଦେଇଛନ୍ତି l ଏ ବିଷୟକୁ ନେଇ ପୀଡିତା ଗତ ୯ ତାରିଖରେ ବୌଦ୍ଧ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ ମାତ୍ର  ଅଭିଯୋଗ ପଞ୍ଜିକୃତ ହୋଇନଥିଲା l ତେଣୁ ପୀଡିତା  ଏସ୍ ପି  ଙ୍କ ନିକଟରେ ଅଭିଯୋଗ କରିବା ପରେ ଏସ୍ ପି ଙ୍କ ନିର୍ଦେଶ କ୍ରମେ ଅଭିଯୋଗ ପଞ୍ଜିକୃତ ହୋଇଥିଲା ତେବେ ଏହାର ସାତଦିନ ବିତିଯାଇଥିଲେ ସୁଦ୍ଧା ଦୋଷୀ ବିରୁଦ୍ଧରେ  କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ   ପୀଡିତା ମହିଳା ଆଜି ପୁଣିଥରେ ଏସ୍ ପି  ଙ୍କ ଦ୍ଵାରସ୍ତ  ହୋଇ ଦୋଷୀକୁ ଦଣ୍ଡ ଏବଂ ପୀଡିତା ଙ୍କୁ ଉଚିତ ନ୍ୟାୟ ଦେବାକୁ ଦାବୀ କରିଛନ୍ତି l

(ସତ୍ୟ ବିଭାର ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like