-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସକାରାତ୍ମକ ପ୍ରେରଣା ଓ ଭଗବାନ ଙ୍କ ଆଶୀର୍ବାଦକୁ ସାକାର କଲେ ଆଶୀର୍ବାଦ

19-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜ଼ିଲ୍ଲା ସଦର ମହକୁମା ବଡ଼ବଜାର ନିବାସୀ ସାହାରା ଟ୍ରଷ୍ଟ ହାଇସ୍କୁଲର ଛାତ୍ର ଆଶୀର୍ବାଦ ତ୍ରିପାଠୀ ୫୭୩ ତଥା ୯୫.୫୦% ମାର୍କ ରଖି ସମଗ୍ର ଜ଼ିଲ୍ଲାର ସେକେଣ୍ଡ ଟପ୍ପର ହୋଇ ସ୍କୁଲ ତଥା ଜ଼ିଲ୍ଲାର ଗୌରବ ବଢ଼ାଇଛନ୍ତି l ଶ୍ରୀମାନ ତ୍ରିପାଠୀ କ୍ଲାସ ୩ରୁ ସବୁ ମେଧା ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ ହୋଇ ଆସି ଥିବା ବେଳେ ସାହାରା ହାଇସ୍କୁଲରେ କ୍ଲାସ ୬ ରୁ ମାଟ୍ରିକ ଏସ-ଏ-୧ ପରୀକ୍ଷା ଯାଏ ଟପ୍ପର ହୋଇ ଆସୁଥିଲେ l ଦିନ କୁ ସେ ୧୮ ଘଣ୍ଟା କଠିନ ପରିଶ୍ରମ କରି ଆସି ସ୍କୁଲ ତଥା ଜ଼ିଲ୍ଲାରେ ଟପ୍ପର ହେବାକୁ ପ୍ରବଳ ଇଚ୍ଛା ବା ଲକ୍ଷ୍ୟ ରଖିଥିଲେ ମାତ୍ର ଖୁବ ସ୍ୱଳ୍ପ ମାର୍କ ବ୍ୟବଧାନରେ ଟପ୍ପରରୁ ବଂଚିତ ହେବାରୁ ସେ ମନ ଉଣା କରିଥିଲେ ସୁଦ୍ଧା ତଥାପି ମୁଁ +୨ ରେ ଉତ୍ତମ କ୍ୟାରିଅର ଗଢ଼ିବାକୁ ଆଜିଠୁଁ ଦୃଢ଼ ସଂକଳ୍ପ ନେବି ବୋଲି ପ୍ରକାଶ କରିଛନ୍ତି ଏବଂ ମୁଁ ଜଣେ ଡାକ୍ତର ହୋଇ  ସବୁ ରୋଗୀଙ୍କୁ ଉତ୍ତମ ବ୍ୟବହାର ଓ ଉତ୍ତମ ଚିକିତ୍ସା କରି ଆଗାମୀ ପିଢୀ ପାଇଁ ଏକ ଆଦର୍ଶ ସାଜିବି ବୋଲି ଶ୍ରୀମାନ ତ୍ରିପାଠୀ ସାମ୍ବାଦିକ ମାନଙ୍କୁ କହିଛନ୍ତି l ଶ୍ରୀମାନ ତ୍ରିପାଠୀ ଏଡଭୋକେଟ ନନ୍ଦ କିଶୋର ତ୍ରିପାଠୀଙ୍କ ପୁତ୍ର ତଥା ବରିଷ୍ଠ ଏଡଭୋକେଟ ହରିନାରାୟଣ ତ୍ରିପାଠୀଙ୍କ ନାତି ଅଟନ୍ତି l ବାପା ମାଆ ଓ ଦାଦା ମାମାଙ୍କ ସମେତ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଟିୟୁସନ ସାର ଗୋପବନ୍ଧୁ ସାହୁଙ୍କ  ପ୍ରେରଣାରେ ଓ ବିଶେଷ କରି ମୋ ବାପା ଙ୍କ ଭଣଜା ସେଣ୍ଟ ଆନି ସ୍କୁଲର ବିଗତ ବର୍ଷ ର ଟପ୍ପର ତଥା ପ୍ରଥମ ଥରରେ  ଆଇ ଆଇ ଟି ପାଇଥିବା ସ୍ୱସ୍ତିକ ମିଶ୍ରଙ୍କ ଠାରୁ ମୁଁ ଖୁବ ପ୍ରେରଣା ପାଇ ଉତ୍ସାହିତ ହୋଇଛି ବୋଲି ଶ୍ରୀମାନ ଆଶୀର୍ବାଦ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like