-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନବମ ଭୀମପାହାଡ ମହୋତ୍ସବ ଦ୍ୱୀତିୟ ସଂନ୍ଧ୍ୟା, ମନମୋହିଲା ଝାରଖଣ୍ଡର ଛଉ ଓ ପଶ୍ଚିମବଙ୍ଗ ପୁର୍ଲିଆର ଝୁମେର ନୃତ୍ୟ

19-May-2023



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗିର ଜିଲ୍ଲା  ଦେଓଗାଁବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀରେ ୪ଦିନଧରି ଚାଲିଥିବା ନବମ ଭୀମପାହାଡ ମହୋତ୍ସବ ଗୁରୁବାର ଥିଲା ଦ୍ୱୀତିୟ ସଂନ୍ଧ୍ୟା ।ଏହି ଦିନ କମିଟୀର ଆବାହକ ଲକ୍ଷ୍ମଣ କୁମାର ମେହେରଙ୍କ ଆବାହକତ୍ୱ ତଥା  ବରିଷ୍ଠ ସାମ୍ବାଦିକ ପୁର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ  ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ସମ୍ମାନୀତ ଅତିଥିଭାବେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗଦେଇ ପାରମ୍ପାରିକ ଲୋକକଳା ଓ ସଂସ୍କୃତି ତଥା ଲୁକାୟୀତ କଳାକୁ ଲୋକଲୋଚନ କୁ ଆଣିବାରେ ଏହି ମହୋତ୍ସବ ଏକ ସ୍ୱତନ୍ତ୍ର ଭୂମୀକା ବହନ କରିଥିବା ବେଳେ ସମସ୍ତଙ୍କୁ

ଏକତାର ବନ୍ଧନରେ ବାନ୍ଧିପାରିଛି ବୋଲି ଗୁରୁତ୍ୱାରୋପ କରିଥିଲେ । ଏହାସହ ଭୀମପାହାଡ ପର୍ଯ୍ୟଟନ ସ୍ଥଳୀରେ ସ୍ୱାଧିନତା ସଂଗ୍ରାମୀ ଧରମ ସିଂମାଝୀ ମାନଧାତା ଓ ଚକରା ବିଶୋଇଙ୍କ ପ୍ରତିମୂର୍ତ୍ତର୍ି ସ୍ଥାପନ କରିବାପାଇଁ ଗୁରୁତ୍ୱାରୋପ କରିଥିଲେ ।  କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ  ସଭାପତି ପ୍ରମୋଦ କୁମାର ବହିଦାର  ଧନ୍ୟବାଦ ଅର୍ପଣ କରିଥିଲେ । ଏ ଅବସରରେ ବୈାଦ୍ଧଜିଲ୍ଲା କଣ୍ଟାମାଳ ବନ୍ଧଗରାର  ଖଡଙ୍ଗ ମହୋତ୍ସବ କମିଟୀ, ଟିଟିଲାଗଡ କୁମୁଡାପାହାଡ ସୁରକ୍ଷା ସମିତି ଓ ସଇଁନ୍ତଲା ମାଁ ଚଣ୍ଡେଶ୍ୱରୀ ଲୋକକଳା କମିଟୀକୁ ଭୀମପାହାଡ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରତ୍ୟହ ରବିନ୍ଦ୍ର କୁମାର ସାହୁ ଓ ସାଥିଙ୍କ ଦ୍ୱାରା ରାବଣ ଦରବାର ଚାଲିଥିବାବେଳେ ସାଂସ୍କୃତିକ ସଂଯୋଜକ ବାସୁଦେବ ସା ଙ୍କ ପରିଚାଳନାରେ ପୁଇଁନ୍ତଲାର ଢ଼ୋଲମହୂରୀ କଳାପରିଷଦ ଦ୍ୱାରା ପାରମ୍ପରିକ ନୃତ୍ୟ, ବଲାଙ୍ଗିର ଦୁଲଦୁଲି କଳାପରିଷଦ ଦ୍ୱାରା ସମ୍ବଳପୁରୀ ନୃତ୍ୟ, ନୂଆପଡା ର ଝୁମେରନୃତ୍ୟ , ଝାରଖଣ୍ଡ ସଢ଼େଇକେଳାର ଛଉ ନୃତ୍ୟ ଓ ପଶ୍ଚିମମଙ୍ଗ ପୁରୁର୍ଲିଆର ଝୁମେରନୃତ୍ୟ ଦର୍ଶକ ଙ୍କ ମନମୋହିଥିଲା ।ମହୋତ୍ସବକୁ ପରିଚାଳନା କମିଟୀର ସମସ୍ତ ସଦସ୍ୟ ବୃନ୍ଦ ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like