-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ମଙ୍ଗଳା ମନ୍ଦିରରେ ସାବିତ୍ରୀ ବ୍ରତ ପାଳନ I

19-May-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
 ସମ୍ବଲପୁର ସହର ଭୁତାପଡା ମା' ମଙ୍ଗଳାଙ୍କ ମନ୍ଦିରରେ ଆଜି ସାବିତ୍ରୀ ବ୍ରତ ପାଳନ ହୋଇଥିଲା  I ଆଜି ଜ୍ୟୋଷ୍ଠ ମାସ ଅମାବାସ୍ୟା ତିଥିରେ ସ୍ୱାମୀଙ୍କ ଦୀର୍ଘାୟୁ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରି ସଧବା ମହିଳା ମାନେ ଏହି ବ୍ରତ ପାଳନ କରିଥାନ୍ତି I ସାବିତ୍ରୀ ପୂଜା ପାଇଁ ସକାଳୁ ସକାଳୁ ମଙ୍ଗଳା ମନ୍ଦିରରେ ସଧବା ମହିଳାଙ୍କ ଭିଡ଼ ଜମିଥିଲା I ଏହି ଅବସରରେ ସହରର ଶତାଧିକ ସଧବା ମହିଳା ମାନେ ସାମିଲ ହୋଇଥିଲେ I ଭୁତାପଡା ମଙ୍ଗଳା ମନ୍ଦିରର ପୂଜକ ମହେଶ୍ୱର ପଣ୍ଡା ପୂଜା କାର୍ଯ୍ୟ କରିଥିଲେ I ପୌରାଣିକ ମତରେ, ରାଜା ଦ୍ୱିମୋତ ସେନଙ୍କର ପୁତ୍ର ସତ୍ୟବାନଙ୍କ ପତ୍ନୀ ସାବିତ୍ରୀଙ୍କ ଏକାଗ୍ରତା, ପବିତ୍ରତା ଏବଂ ଧର୍ମ ଆଗରେ ହାର୍ ମାନି ଯାଇଥିଲେ ଯମରାଜା I କଠୋର ତପସ୍ୟା ଓ ପୂଜାର୍ଚ୍ଚନା କରି ସାବିତ୍ରୀ ନିଜ ସ୍ୱାମୀ ସତ୍ୟବାନଙ୍କୁ ମୃତ୍ୟୁ ମୁଖରୁ ଫେରାଇ ଆଣିଥିଲେ I ତେଣୁ ଜ୍ୟେଷ୍ଠ ଅମାବାସ୍ୟା ଦିନ ପ୍ରତ୍ୟକ ସଧବା ସ୍ତ୍ରୀ ମାଆ ସାବିତ୍ରୀଙ୍କ ନିକଟରେ ନିଷ୍ଠାର ସହ ପୂଜାର୍ଚ୍ଚନା କରିଥାନ୍ତି । ତେବେ ସାବିତ୍ରୀ ପୂଜାରେ ୯ ବା ୧୧ ପ୍ରକାରରେ ଫଳମୂଳ ଲାଗିଥାଏ I ଆମ୍ବ, ପଣସ, କଦଳୀ, ନଡିଆ, ସପୁରୀ, ସେଓ, ଖଜୁରି ଆଦି ଫଳ ସାବିତ୍ରୀ ଓଷା ରେ ପୂଜା କରାଯାଏ I ଏହା ସହ ମହିଳା ମାନେ ନୂଆ ଶାଢୀ, ସଙ୍ଖା, ସିନ୍ଦୁର, ଫଳମୂଳ ଆଦି ନେଇ ମନ୍ଦିର ବା ଘରେ ମଧ୍ୟ ଏହି ପୂଜାର୍ଚ୍ଚନା କରିଥାନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like