-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଅର୍ପିତା ପ୍ରିୟଦର୍ଶନୀ ବୌଦ୍ଧ ଜିଲ୍ଲା ଟପର,    ବୌଦ୍ଧଜିଲ୍ଲାର ୯୬.୭୬ ପାଶ ହାର  

19-May-2023



 ବୌଦ୍ଧ(ଦୁର୍ଯ୍ଯୋଧନ ବିଶି ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ଫଳ ସାରା ରାଜ୍ୟରେ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଅର୍ପିତା ପ୍ରିୟଦର୍ଶନୀ ବୌଦ୍ଧଜିଲ୍ଲା ଟପର ହୋଇଛନ୍ତି । ଜିଲ୍ଲାର ୭୫ ବିଦ୍ୟାଳୟର ୬୫୧୦ ଜଣ ଛାତ୍ରଛାତ୍ରୀ ଫର୍ମ ଫିଲପ କରିଥିବା ବେଳେ ୧୧୨ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ । ମୋଟ ୬୨୯୯ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୨୯୪୧ ଛାତ୍ର ଓ ୩୩୫୮ ଜଣ ଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିରେ ଏ-୧ ଗ୍ରେଡରେ ୮ ଜଣ,ଏ-୨ ଗ୍ରେଡରେ୧୫୪ ଜଣ,ବି-୧ ଗ୍ରେଡରେ୬୨୯ଜଣ, ବି-୨ଗ୍ରେଡରେ ୧୦୭୭,ସି ଗ୍ରେଡରେ ୧୪୬୭ ଜଣ, ଡିଗ୍ରେଡରେ ୧୭୧୦ଜଣ , ଇଗ୍ରେଡରେ ୧୨୫୪ ଜଣ ପାଶ କରିଥିବା ବେଳେ ୯୮ ଜଣ ଫେଲ ହୋଇଥିବା ଜଣାପଡିଛି । ଜିଲ୍ଲାର ୯୬.୭୬ ପାଶ ହାର ଅଛି । ଏ୧ ଗ୍ରେଡରେ ୮ ଜଣ ପାଶ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ବୌଦ୍ଧ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଦୁଇଜଣ ଛାତ୍ରୀ ଏ୧ ପାଇଛନ୍ତି । ସେମାନେ ହେଲେ ଅର୍ପିତା ପ୍ରିୟଦର୍ଶନୀ ୫୫୮ ମାର୍କ ଓ ଅପର୍ଣ୍ଣା ମହାପାତ୍ର  ୫୫୬ ମାର୍କ ପାଇଛନ୍ତି । କଣ୍ଟାମାଳ ବ୍ଲକର ତିନି ଜଣ ଛାତ୍ରଛାତ୍ରୀ ଏ୧ରେ ପାଶ କରିଛନ୍ତି । ସେମାନଙ୍କ ମଧ୍ୟରୁ ଘଣ୍ଟାପଡା ସମଲେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସାଗର ମଲିକ ୫୪୦ ମାର୍କ ପାଇଥିବା ବେଳେ ଆମ୍ବଗାଁ ଗ୍ରାମର ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ପପୁ ପ୍ରଧାନ ୫୪୦ ମାର୍କ ପାଇଥିବା ବେଳେ ଇନ୍ଦିରା ବାଳିକା ଉଚ୍ଚ ବିଦ୍ୟାଳୟ, ମନମୁଣ୍ଡାର ଛାତ୍ରୀ ସାନିଆ ଦେହୁରୀ ୫୪୮ ମାର୍କ ପାଇଛନ୍ତି । ସେହିପରି ହରଭଙ୍ଗା ବ୍ଲକର ରାଜେନ୍ଦ୍ର ନାରାୟଣ ହାଇସ୍କୁଲ, ଧଳପୁରର ଯାଅଁଳା ଭାଇ ଓମ ପ୍ରସାଦ ହୋତା ୫୫୦ ନମ୍ବର ରଖିଥିବା ବେଳେ  ତାଙ୍କର ଭାଇ ସତ୍ୟ ପ୍ରସାଦ ହୋତା ୫୪୦ ମାର୍କ ପାଇଛନ୍ତି । ସେହିପରି ବୌଦ୍ଧ ବ୍ଲକର ବାଉଁଶୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଅଲିଭା ମହାକୁଳ ୫୪୬ ମାର୍କ ପାଇ ପାଶ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like