-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବେଲଖଣ୍ଡିରେ ୫ ଟି ସଚିବ.... ମନ୍ଦିରର ଉର୍ନତିକରଣ ହେବ..... ପାଣ୍ଡିଆନ

19-May-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
 ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା  ୫ଟି ସଚିବ ଭି କେ ପାଣ୍ଡିଆନ କଳାହାଣ୍ଡିକୁ ଦୁଇ ଦିନିଆ ଗସ୍ତରେ ଆସି ପୂର୍ବାହ୍ନ ୧୧ ଟାରେ ଐତିହାସିକ ଶୈବପୀଠ ବେଲଖଣ୍ଡିରେ ପହଂଚିଥିଲେ l ଘୁମୁରା ଓ ଗଣ୍ଡା ବାଜା ତାଳେ ତାଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷl କୁନି ସାହୁ, କେସିଙ୍ଗା ଓ କର୍ଲାମୁଣ୍ଡା ବିଡ଼ିଓ ସ୍ୱାଗତ କରି ମନ୍ଦିର ଭିତରକୁ ପାଛୋଟି ନେଇଥିଲେ l ଶ୍ରୀ ପାଣ୍ଡିଆନ ମନ୍ଦିର ପରିଦର୍ଶନ କରି ପରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ l ସେ ଉପସ୍ଥିତ ହଜାର ହଜାର ମା ମାନଙ୍କୁ ସମ୍ବୋଧିତ କରି  ମୁଖ୍ୟମନ୍ତ୍ରୀ ମା ମାନଙ୍କ ପାଇଁ କରିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଅବତାରଣା କରିବା ସହ ଭଲ କାମ କରି ମୁଖ୍ୟମନ୍ତ୍ରୀ ଙ୍କ ହାତମୁଠା କୁ ମଜବୁତ କରିବାକୁ ଆହ୍ୱାନ ଦେଇଥିଲେ l ଏହି ଅବସରରେ ସେ ବେଲଖଣ୍ଡି ମନ୍ଦିରର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ବ୍ୟବସ୍ଥା କରିବେ ବୋଲି ପ୍ରକାଶ କରିଥିଲେ l ସେ ଦୁଇ ବ୍ଲକର ପ୍ରମୁଖ ସମସ୍ୟା ର ଦାବୀପତ୍ର ସବୁ ଗ୍ରହଣ କରି ସଭା ମଧ୍ୟକୁ ଆସି ମା ମାନଙ୍କ ସହ କିଛି ଆଲୋଚନା କରି ମ ରାମପୁର ଅଭିମୁଖେ ଯାତ୍ରା କରିଥିଲେ l ସଚିବଙ୍କ ସହ ଜିଲ୍ଲାପାଳ ପି ଅନ୍ଵେଷା ରେଡି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର ପ୍ରକାଶ ଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like