-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଙ୍କ ହସ୍ତତନ୍ତ ମଲ ନିର୍ମାଣ କାର୍ଯ୍ୟ ଅଗ୍ରଗତି ର ପରିଦର୍ଶନ

20-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ଅପରାହ୍ନରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅସିତ କୁମାର ତ୍ରିପାଠୀ ଜିଲ୍ଲା ଗସ୍ତରେ ଆସି ସୋନପୁର ସହର ନିକଟବର୍ତ୍ତୀ ଝିଙ୍କି ଠାରେ ଡବ୍ଲୁଓଡିସି ଅର୍ଥ ଅନୁଦାନ ରେ ନିର୍ମାଣଧୀନ ଡବ୍ଲୁ ଓ ଡି ସି ହସ୍ତତନ୍ତ ମଲ ର ନିର୍ମାଣ କାର୍ଯ୍ୟର ପରିଦର୍ଶନ କରି ସମୟ ଅବଧି ରେ ପ୍ରକଳ୍ପ କାର୍ଯ୍ୟ କୁ ସମାପନ କରିବାକୁ ପରାମର୍ଶ ଦେଇଛନ୍ତି l ପଶ୍ଚିମ ଓଡିଶା ବିକାଶ ପରିଷଦ ଦ୍ୱାରା ୬ କୋଟି ୪୫ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁରରେ WODC ହସ୍ତତନ୍ତ ମଲ ନିର୍ମାଣ ଜିଲ୍ଲାର ବୁଣାକାର ଓ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତ ତନ୍ତ ବସ୍ତ୍ରର ବହୁଳ ବିକ୍ରୟ ତଥା ସେମାନଙ୍କ ଅର୍ଥନୈତିକ ବିକାଶରେ ସହାୟକ ହେବ l ଜିଲ୍ଲାର ବହୁମୁଖୀ ବିକାଶର ମହତ ଉଦ୍ଦେଶ୍ୟ ନେଇ ଗତ ତା ୨୧/୧0/୨0୨୨ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ l ବର୍ତମାନ ସୁଦ୍ଧା ପ୍ରକଳ୍ପ ନିମନ୍ତେ ୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇ ପ୍ରକଳ୍ପର ଦଶ ପ୍ରତିଶତ ନିର୍ମାଣ କାର୍ଯ୍ୟ କରାଯାଇଥିବା ବେଳେ ଏହି ପ୍ରକଳ୍ପର ସମ୍ପୂର୍ଣ୍ଣ କାର୍ଯ୍ୟ ଆଗାମୀ ଡିସେମ୍ବର ସୁଦ୍ଧା ସମାପନ କରାଯିବ ବୋଲି ନିର୍ମାଣଧୀନ ସଂସ୍ଥା ପି ଡବ୍ଲୁ ଡି ଅଧିକ୍ଷଣ ଯନ୍ତ୍ରୀ ମାନ୍ୟବର ଅଧ୍ୟକ୍ଷ ଙ୍କୁ ସୂଚୀତ କରିଛନ୍ତି l ଆଜିର ଏହି ପରିଦର୍ଶନ ସମୟରେ ମୁଖ୍ୟ ନିର୍ବାହୀ ଅଧିକାରୀ ଡବ୍ଲୁଓ ଡି ସି ଡ଼ଃ ଅଜିତ କୁମାର ମିଶ୍ର, ଟି ସି ଡବ୍ଲୁଓଡିସି ସୁନୀଲ କୁମାର ନାୟକ, ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀ ସୂର୍ଯ୍ୟନାରାୟଣ ଦାଶ, ସି ଡି ଓ ତଥା ଇ ଓ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଯୁଗ୍ମ ନିର୍ଦେଶକ ଜିଲ୍ଲା ଯୋଜନା ଓ ସଂଯୋଜନା ଚତୁର୍ଭୁଜ ସାହୁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like