-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

Hj

20-May-2023



ଚଳଚ୍ଚିତ୍ର "ଟି" ର ଟ୍ରେଲର ରିଲିଜ ପରେ ଭୁବନେଶ୍ୱର ସ୍ଥିତ ଉତ୍କଳ ଗ୍ୟାଲେରିଆ ଠାରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଟି ଫିଲ୍ମର ପ୍ରଥମ ଗୀତ ଜଲସା ରିଲିଜ ହୋଇଯାଇଛି l ଏହି ଜଲସା ଗୀତ ସାରା ପୃଥିବୀରେ ନିଆରା l କିନ୍ନର ମାନଙ୍କର ଲିଙ୍ଗ ପରିବର୍ତ୍ତନ ପରେ ଏକ ରୀତି ପାଳନ କରାଯାଇଥାଏ ଯାହା ସର୍ବସାଧାରଣ ଦେଖିବା ପାଇଁ ସୁଯୋଗ ମିଳି ନଥାଏ l ତେବେ ଏହି ରୀତି ବା ପ୍ରଥା କୁ ନିର୍ଦ୍ଦେଶକ ଜିତେଶ କୁମାର ପରିଡା ଗୁରୁତ୍ୱ ମନେକରି କିନ୍ନରଙ୍କ ପ୍ରଥାକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ କରିଛନ୍ତି l ଜଲସା ଗୀତଟି ରଚନା କରିଛନ୍ତି ବର୍ତ୍ତମାନର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ସ୍ୱରରେ ସଜାଇଛନ୍ତି ମୁମ୍ବାଇ ର ସଙ୍ଗୀତ ନିର୍ଦ୍ଦେଶକ ତୁହିନ କେ. ବିଶ୍ୱାସ ଏବଂ କଣ୍ଠଦାନ କରିଛନ୍ତି ଗୌରବ ଆନନ୍ଦ l ଫିଲ୍ମ ର ଡିଓପି ସର୍ବେଶ୍ୱର ଦାଶ, ସମ୍ପାଦକ ଅମରଜିତ ଓଝା ଏବଂ ଡିଆଇ ଦାୟିତ୍ୱ ରେ ଅଧିକାରୀ ସାହୁ ରହିଛନ୍ତି l ସାବିତ୍ରୀ ଅବସରରେ ଜଲସା ଗୀତ ଟି ରିଲିଜ କରିବା ପାଇଁ ଠିକ ଦିନ ମନେ କରି ସର୍ବସାଧାରଣ ଙ୍କ ସମ୍ମୁଖରେ ଗୀତ ରିଲିଜ କାର୍ଯ୍ୟକ୍ରମ ହୋଇଥିଲା l "ଆକାଶେ ନୂଆ ରଙ୍ଗ ଭରିଛି ".... ଜଲସା ଗୀତ ଟି ବେଶ ମନଛୁଆଁ ହୋଇଥିବାରୁ ଉପସ୍ଥିତ ଥିବା ଅତିଥି, କିନ୍ନର ତଥା ଦର୍ଶକମାନେ ବାରମ୍ବାର ଦେଖିବାକୁ ଅନୁରୋଧ କରିଥିଲେ l ଅଭିନେତା ଦେବ୍ ମଧ୍ୟ କିନ୍ନର ଚରିତ୍ର ରେ ଖୁବ ସୁନ୍ଦର ଅଭିନୟ କରିଛନ୍ତି l 

ଓଡ଼ିଆ ଚଳଚ୍ଚିତ୍ର 'ଟି' କୁ ୟୁ/ଏ ସାର୍ଟିଫିକେଟ ମିଳିଛି ତେଣୁ ସପରିବାର ଚଳଚ୍ଚିତ୍ର ଟିକୁ ଦେଖିପାରିବେ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଘୋଷଣା କରିଥିଲେ l 
ସୂଚନାଯୋଗ୍ୟ ଯେ ;  ପାନୋରମା ମ୍ୟୁଜିକ ଏବଂ ସ୍ଟୁଡ଼ିଓ ପ୍ରଥମ ଥର ପାଇଁ ଓଡ଼ିଆ ଚଳଚ୍ଚିତ୍ର "ଟି" ସହିତ ମିଳିତ ଭାବରେ ପ୍ରଚାର ପ୍ରସାର କରୁଛନ୍ତି l ଯେଉଁଥିରେ କି ଟିଜର, ଟ୍ରେଲର ଏବଂ ଫିଲ୍ମ ର ଗୀତ ଗୁଡିକ ଦେଖିବାକୁ ପାଇବେ l

ଜଲସା ଗୀତ ରିଲିଜ ଉତ୍ସବରେ କିନ୍ନର ମେଘନା ସାହୁ, କିନ୍ନର ସମୀକ୍ଷା, କିନ୍ନର ଆୟେଶା, ମୁଖ୍ୟ ଅଭିନେତା ଦେବାଶିଷ ସାହୁ (ଦେବ୍), ଉଷସୀ ମିଶ୍ର, ରଣବୀର କଲସୀ, ସହପ୍ରଯୋଜକ ମନବୀର ସିଂ କଲସୀ, ସହପ୍ରଯୋଜକ ହିମାଦ୍ରି ତନୟ ଦାସ, ନିର୍ଦ୍ଦେଶକ ଜିତେଶ କୁମାର ପରିଡା, କଣ୍ଠଶିଳ୍ପୀ ଗୌରବ ଆନନ୍ଦ ଓ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ l 

ବିଭିନ୍ନ ଚଳଚ୍ଚିତ୍ର ମହୋତ୍ସବରେ ଉଚ୍ଚ ପ୍ରଶଂସା ସହିତ ଅନେକ ସାର୍ଟିଫିକେଟ ହାତେଇଥିବା ଚଳଚ୍ଚିତ୍ର 'ଟି' l ଟ୍ରାନ୍ସଜେଣ୍ଡର ଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାର ପରିକଳ୍ପନା ସତରେ ବେଶ ସ୍ବାଗତଯୋଗ୍ୟ l ପୂର୍ବରୁ ଓଲିଉଡ଼ର ବିଭିନ୍ନ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ଅଭିନେତା ଦେବାଶିଷ ସାହୁ (ଦେବ୍) ମେଘନା ସାହୁ ଚରିତ୍ରରେ ନଜର ଆସୁଛନ୍ତି l ତାଙ୍କ ବ୍ୟତୀତ ଉଷସୀ ମିଶ୍ର, ହର ରଥ, ରଣବୀର କଲସି ଓ  ପ୍ରସନ୍ନଜିତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି l ଚଳଚ୍ଚିତ୍ର 'ଟି'

ଆସନ୍ତା ମେ ୨୫ ତାରିଖରେ ସମଗ୍ର ରାଜ୍ୟର ତିରିଶ ଟି ପ୍ରେକ୍ଷାଳୟ ରେ ମୁକ୍ତିଲାଭ କରିବ l ସମାଜ ପାଇଁ ଅନେକ ଶିକ୍ଷଣୀୟ ବାର୍ତ୍ତା ବହନ କରୁଛି ଚଳଚ୍ଚିତ୍ର "ଟି" l ତେଣୁ ସମସ୍ତ ସିନେପ୍ରେମୀ ଚଳଚ୍ଚିତ୍ର 'ଟି' କୁ ଦେଖିବା ଉଚିତ ବୋଲି ଚଳଚ୍ଚିତ୍ରର ପ୍ରଚାର ପ୍ରସାର ଦାୟିତ୍ୱ ରେ ଥିବା ମିଡ଼ିଆ ପ୍ଲାନର କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ କହିଛନ୍ତି l
ଜିତେଶ କୁମାର ଫିଲ୍ମଜ ଓ ଆର ଆର ମୋସନ ପିକ୍ଚର୍ସ ର ପ୍ରଯୋଜନା ତଥା ବିଘ୍ନହର୍ତ୍ତା ମୁଭିଜ, ମୋହିତ କୁମାର ପୁରୀ, ହିମାଦ୍ରି ତନୟ ଦାସ ସହ ପ୍ରଯୋଜନା ଏବଂ ଥମ୍ରିତା ମୋହନ ଶମ୍ଭୁତି, ସୋମା କିରଣ ଜେନା, ରାଜଶ୍ରୀ ମହାପାତ୍ରଙ୍କ ମିଳିତ ପ୍ରଯୋଜନାରେ ନିର୍ମିତ ହୋଇଛି ଚଳଚ୍ଚିତ୍ର 'ଟି' l 
ଆଜି ଗୀତ ରିଲିଜ ଅବସରରେ ଚଳଚ୍ଚିତ୍ର ରିଲିଜ ପୂର୍ବରୁ ପୁଣିଥରେ ମିଡ଼ିଆ ବନ୍ଧୁମାନଙ୍କ ନିମନ୍ତେ ପ୍ରଥମଥର ପାଇଁ ପ୍ରେକ୍ଷାଳୟରେ ସ୍ୱତନ୍ତ୍ର ପ୍ରଦର୍ଶନ ହେବ ବୋଲି ପ୍ରଯୋଜକ ତଥା ନିର୍ଦ୍ଦେଶକ ଜିତେଶ କୁମାର ପରିଡା ପୁଣି ଥରେ ସୁନିଶ୍ଚିତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like